Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନଦୀ ଉପରେ ୨ ଫାଳ ହେଲା ପୋଲ, ୯ ମୃତ
ଗୁଜରାଟ : ଗୁଜରାଟରେ ବୁଧବାର ଏକ ବଡ ଅଘଟଣ ଘଟିଛି । ବଦୋଦରାରେ ଏକ ପୋଲ ହଠାତ୍ ଦୁଇ ଫାଳ ହୋଇ ଏକାଧିକ ଗାଡି ନଦୀକୁ ଖସି ପଡିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ବଦୋଦରା ଓ ଆନନ୍ଦକୁ ଯୋଡୁଥିବା ମହୀସାଗରନଦୀରେ ତିଆରି ହୋଇଥିବା ପୋଲ ଖସି ପଡିଛି । ଖବର!-->…
ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର
ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା!-->…
ମାଡି ଆସିଲା ବନ୍ୟା ପାଣି ; କୁକୁର ପାଇଁ ବଞ୍ଚିଲା ୬୭ ଜୀବନ
ନୂଆଦିଲ୍ଲୀ :କୁକୁର ପାଇଁ ବଞ୍ଚିଲା ୬୭ ଜଣଙ୍କ ଜୀବନ। ହିମାଚଳ ପ୍ରଦେଶ ମଣ୍ଡି ଅଂଚଳରେ ଜାରି ରହିଛି ବର୍ଷାର ତାଣ୍ଡବ । ବାଦଲ ଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଲୋକଙ୍କ ପାଇଁ ପାଲଟିଛି ମୁଖ୍ୟ ସମସ୍ୟା । ଗତ ୧୫ ଦିନରେ ଏକାଧିକ ଥର ବାଦଲ ଫଟା ବର୍ଷା, ବନ୍ୟା ଓ ପାହାଡ଼ରୁ ମାଟି ଅତଡ଼ା ଧସିବା!-->…
କାଉଡ଼ିଆ ଯାତ୍ରା ପାଇଁ ଦିଲ୍ଲୀରେ ବନ୍ଦ୍ ହେବ ମାଂସ ଦୋକାନ
ନୂଆଦିଲ୍ଳୀ: କାଉଡ଼ିଆ ଯାତ୍ରାକୁ ନେଇ ନୂଆ ନିୟମ ଲାଗୁ କଲା ଦିଲ୍ଲୀ ପ୍ରଶାସନ। ପିଟିଆଇ ରିପୋର୍ଟ ଅନୁଯାୟୀ, ଜୁଲାଇ ୧୧ରୁ ୨୩ ଜୁଲାଇ ପର୍ଯ୍ୟନ୍ତ ହେବାକୁ ଥିବା କାଉଡ଼ିଆ ଯାତ୍ରା ପାଇଁ ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ ରହିବ ବୋଲି ଭାରତୀୟ ଜନତା ପାର୍ଟି ନେତା କପିଲ ମିଶ୍ରା!-->…
କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ
ନୂଆଦିଲ୍ଲୀ: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବ ମଙ୍ଗଳବାର (ଜୁଲାଇ ୦୮, ୨୦୨୫) ସକାଳେ ଏମ୍ସ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟା ସମସ୍ୟା ଯୋଗୁଁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି!-->…
ପଞ୍ଜାବ ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି…
ନୂଆଦିଲ୍ଲୀ : ପଞ୍ଜାବବାସୀଙ୍କ ପାଇଁ ଏକ ବଡ ଖୁସି ଖବର । ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍ଲେସ୍ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ ପ୍ରତ୍ୟେକ ପରିବାରକୁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା!-->…
୯ ଜୁଲାଇରେ ଧର୍ମଘଟ କରିବେ ୨୫ କୋଟି କର୍ମଚାରୀ
ନୂଆଦିଲ୍ଲୀ,୮।୭: ବୁଧବାର ଦେଶର ୨୫ କୋଟିରୁ ଅଧିକ ଶ୍ରମିକ ଦେଶବ୍ୟାପୀ ଧର୍ମଘଟ କରିବାକୁ ପ୍ରସ୍ତୁତ ଅଛନ୍ତି। ଏଥିରେ ବ୍ୟାଙ୍କିଂ, ବୀମା, ଡାକ ସେବାଠାରୁ କୋଇଲା ଖଣି ପର୍ଯ୍ୟନ୍ତ କାମ କରୁଥିବା ଶ୍ରମିକ ସାମିଲ ହେବେ।୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନର ମିଳିତ ମଞ୍ଚ ଏହାକୁ ‘ଭାରତ ବନ୍ଦ’ ନାମ!-->…
ବିହାରରେ ମହିଳାଙ୍କ ପାଇଁ ୩୫% ସରକାରୀ ଚାକିରି ସଂରକ୍ଷଣ ଘୋଷଣା କଲେ ନୀତୀଶ
ପାଟନା,୮।୭: ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମହିଳା ଶକ୍ତି (ନାରୀ ଶକ୍ତି) ବୃଦ୍ଧି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ମଙ୍ଗଳବାର ସେ ଘୋଷଣା କରିଛନ୍ତି ଯେ, ବିହାରର ସ୍ଥାୟୀ ବାସିନ୍ଦା ଥିବା ମହିଳାମାନଙ୍କ ପାଇଁ!-->…
ବୋଇଂ 787-8 ଡ୍ରିମଲାଇନର ସବୁଠାରୁ ସୁରକ୍ଷିତ ବିମାନ ମଧ୍ୟରୁ ଗୋଟିଏ – ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୮।୭: ଅହମ୍ମଦାବାଦ ବିମାନ ଦୁର୍ଘଟଣା ସମ୍ପର୍କରେ ସଂସଦର ପବ୍ଲିକ ଆକାଉଣ୍ଟ୍ସ କମିଟି (PAC) ନିକଟରେ ଏୟାର ଇଣ୍ଡିଆ ତାର ଉତ୍ତର ଦାଖଲ କରିଛି। କମ୍ପାନୀ ବୋଇଂ 787-8 ଡ୍ରିମଲାଇନରକୁ ସମର୍ଥନ କରି କହିଛି ଯେ ଏହା ସବୁଠାରୁ ସୁରକ୍ଷିତ ବିମାନ ମଧ୍ୟରୁ ଗୋଟିଏ।
ଏକ ସଂସଦୀୟ କମିଟି!-->!-->!-->…
ମୋଦିଙ୍କ ନାଁ ନେଇ କରାଯାଉଛି ବଡ଼ ସ୍କାମ: ହୋଇଯାନ୍ତୁ ସାବଧାନ
ନୂଆଦିଲ୍ଲୀ,୮।୭: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭାଇରାଲ ଭିଡିଓରେ ଦାବି କରାଯାଉଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିବେଶ ଯୋଜନାର ପ୍ରଚାର କରୁଛନ୍ତି, ଯେଉଁଥିରେ କେବଳ ୨୧,୦୦୦ ଟଙ୍କା ନିବେଶ କରି ପ୍ରତିଦିନ ୧.୨୫ ଲକ୍ଷ ଟଙ୍କା ଲାଭ ମିଳିପାରିବ। ଏହା ସ୍ବପ୍ନ!-->…