Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କୋଲଡ୍ରିଫ୍ କଫ ସିରପ୍ ମାମଲା: ଫାର୍ମା କମ୍ପାନୀ ମାଲିକ ଗିରଫ
ଭୋପାଳ : ମଧ୍ୟପ୍ରଦେଶରେ କଫ ସିରପ୍ ମାମଲାରେ ପୋଲିସକୁ ବଡ଼ ସଫଳତା । “କୋଲଡ୍ରିଫ୍” କଫ ସିରପ୍ ମାମଲାରେ ଧରାପଡିଛି କଫ୍ ସିରପ୍ କମ୍ପାନୀ ମାଲିକ । କଫ୍ ସିରପ୍ ନିର୍ମାତା କମ୍ପାନୀ ‘ଶ୍ରୀସନ୍ ମେଡିକାଲ୍ସ’ ମାଲିକକୁ ଗିରଫ କରିଛି ପୋଲିସ । ମାଲିକ ଜି. ରଙ୍ଗନାଥନଙ୍କୁ ଚେନ୍ନାଇରୁ ଗିରଫ!-->…
ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଖସିପଡିଲା ଲିଫ୍ଟ : ୪ଜଣଙ୍କ ମୃତ୍ୟୁ
ଛତିଶଗଡ: ଛତିଶଗଡରେ ଏକ ବଡ ଅଘଟଣ ଘଟିଛି । ଶକ୍ତି ଜିଲାରେ ଥିବା ଏକ ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଲିଫ୍ଟ ଖସିପଡିବାରୁ ୪ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପୁଲିସ ସୂଚନା ଅନୁସାରେ ଉଚ୍ଛପିଣ୍ଡା ଗ୍ରାମର ଡାଭରା ଅଞ୍ଚଳରେ ଥିବା ଆରକେଏମ!-->…
୯୩ ତମ ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ସେନାର ପ୍ରଥମ କର୍ତ୍ତବ୍ୟ । ଏନେଇ ଗାଜିଆବାସ ହିଣ୍ଡନ୍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ମୁମ୍ବାଇ : ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ।
ମୁମ୍ବାଇ ମହାନଗରରେ ଦ୍ବିତୀୟ!-->!-->!-->…
୬୦ କୋଟି ଜମା ନ କରିବା ଯାଏଁ ଶିଳ୍ପା ଓ ରାଜ କୁନ୍ଦ୍ରାଙ୍କୁ ବିଦେଶ ଯାତ୍ରା ମନା
ମୁମ୍ବାଇ : ଦିନକୁ ଦିନ ବଢୁଛି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ମୁସ୍କିଲ । ବମ୍ବେ ହାଇକୋର୍ଟ ଆଜି ଶିଳ୍ପା ସେଟ୍ଟୀ ଏବଂ ରାଜକୁନ୍ଦ୍ରାଙ୍କ ୬୦ କୋଟି ଟଙ୍କା ଠକେଇ ମାମଲାରେ ଶୁଣାଣି କରିଛନ୍ତି । ବମ୍ବେ ହାଇକୋର୍ଟ ସେମାନଙ୍କୁ କହିଛନ୍ତି, ଯଦି ସେମାନେ ବିଦେଶ ଯାତ୍ରା କରିବାକୁ!-->…
ଶାହରୁଖ ଖାନଙ୍କୁ ସମନ, ମାନହାନି କେସରେ ସମୀର ୱାଙ୍ଖଡେ ମାଗିଲେ ୨ କୋଟି କ୍ଷତିପୂରଣ
ନୂଆଦିଲ୍ଲୀ : ବଲିଉଡ ଅଭିନେତା ଶାହରୁଖ ଖାନ ଏବଂ ପତ୍ନୀ ଗୌରୀ ଖାନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ସମନ । ମାନହାନୀ ମାମଲାରେ ଶାହରୁଖଙ୍କ ମାଲିକାନାରେ ଥିବା କମ୍ପାନୀ ରେଡ ଚିଲ୍ଲି ଏବଂ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସକୁ ଏହି ସମନ ଜାରି ହୋଇଥିବା ଜଣାପଡିଛି । ଏନସିବିର ପୂର୍ବତନ ଅଧିକାରୀ!-->…
ଭୋଜପୁରୀ ସୁପରଷ୍ଟାର ପୱନ ସିଂହଙ୍କୁ Y କ୍ୟାଟେଗୋରୀ ସୁରକ୍ଷା
ବିହାର : ଭୋଜପୁରୀ ସୁପରଷ୍ଟାର ପୱନ ସିଂଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y କ୍ୟାଟେଗୋରୀ ସୁରକ୍ଷା ମିଳିଛି । ତାଙ୍କ ଜୀବନକୁ ବିପଦ ଥିବା ନେଇ ଆଇବିକୁ କିଛି ସୂଚନା ମିଳିବା ପରେ ଗୃହ ମନ୍ତ୍ରଣାଳୟ ସୁରକ୍ଷା ବଢାଇଦେଇଛି । ଏହି ସମୟରେ ସିଆରପିଏଫ କମାଣ୍ଡେ ପୱନ ସିଂହଙ୍କ ସୁରକ୍ଷା ପାଇଁ!-->…
ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି
ଶ୍ରୀମାଧେପୁର : ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି । ଏହି ଘଟଣା ପରେ ଟ୍ରେନ ଚଳାଚଳା!-->…
ଭାରତରେ ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର, ଅନେକ ବାଣିଜ୍ୟ ଚୁକ୍ତି ଉପରେ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ: ଆମେରିକା ସହିତ ଚାଲିଥିବା ଉତ୍ତେଜନାରେ, ଭାରତ ଏବଂ ବ୍ରିଟେନ ମଧ୍ୟରେ ବନ୍ଧୁତା ଗଭୀର ହେଉଥିବା ପରି ମନେ ହେଉଛି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି । ସେ ବୁଧବାର (୮ ଅକ୍ଟୋବର) ସକାଳେ ମୁମ୍ବାଇରେ ପହଞ୍ଚିଥିଲେ । ଆମେରିକା!-->…
ଆତ୍ମହତ୍ୟା କଲେ ବରିଷ୍ଠ ଆଇପିଏସ ଅଧିକାରୀ
ଚଣ୍ଡିଗଡ଼: ଆତ୍ମହତ୍ୟା କଲେ ଆଇପିଏସ ଅଧିକାରୀ। ହରିୟାଣାର ଏହି ବରିଷ୍ଠ ଆଇପିଏସ ଅଧିକାରୀ ହେଉଛନ୍ତି ଓ୍ବାଇ.ଏସ. ପୁରନ। ନିଜ ସର୍ଭିସ ବନ୍ଧୁକରୁ ପୁରନ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ପୁଲିସ ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇ ନାହିଁ। କେଉଁ ପରିସ୍ଥିତିରେ!-->…