Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ
ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର ଲୋଗୋରେ ଟଙ୍କାର ପ୍ରତୀକ!-->…
ହୋଲି ରଙ୍ଗ ଲଗାଇବାକୁ ବାରଣ କରିବାରୁ 25 ବର୍ଷୀୟ ଯୁବକଙ୍କ ଗଳାକାଟି ହତ୍ୟା
ଜୟପୁର,୧୩ା୩: ରାଜସ୍ଥାନର ଦୌସା ଜିଲାରେ ହୋଲି ପୂର୍ବରୁ ରଙ୍ଗ ଲଗାଇବାକୁ ତିନି ଜଣ ବ୍ୟକ୍ତିଙ୍କୁ ବାରଣ କରିବାରୁ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ପୋଲିସ କହିଛି।
ବୁଧବାର ସନ୍ଧ୍ୟାରେ ରାଲୱାସ ଗ୍ରାମରେ ଏହି ଘଟଣା ଘଟିଥିବା ବେଳେ ଅଶୋକ, ବବଲୁ!-->!-->!-->…
ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି!-->…
ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ
ଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର କରାଯାଇଛି।ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଗୁରୁବାର!-->…
ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ
ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର ଭିନ୍ନ ପ୍ରତୀକ!-->…
ଭାରତର ‘ଅସ୍ତ୍ର’ ଦେଖି ଚାଇନା-ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୧୩।୩: ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ବିମାନ ତେଜସ ଆକାଶରୁ ଆକାଶ ସ୍ବଦେଶୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ ପାଇଁ ଉତ୍ତେଜନା ସୃଷ୍ଟି କରିପାରେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ,!-->…
ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେବାରୁ ମୋଦୀଙ୍କୁ ପ୍ରଶଂସା କଲେ ଯୋଗୀ
ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ମରିସସର ରାଷ୍ଟ୍ରପତି ଧରମବୀର ଗୋଖୁଲଙ୍କୁ ଉପହାର ମାଧ୍ୟମରେ ଭାରତର ସାଂସ୍କୃତିକ ଐତିହ୍ୟକୁ ଉଜ୍ଜ୍ୱଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଏକ ପୋଷ୍ଟରେ!-->…
ଏଣିକି ଟଙ୍କା ପରି ଏଟିଏମ୍ରୁ କାଢିପାରିବେ ସୁନା
ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ ସୁବିଧା ମିଳିବ। ଏଠାରେ ସେମାନେ ଏଟିଏମ ମେସିନ!-->…
ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା
ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ ଅର୍ଥାତ!-->…
ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ
ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ!-->…