Browsing Category

ଦେଶ

ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର

ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ ପ୍ରାର୍ଥୀ ବିଜୟୀ

ଟ୍ରେନ ଅପହରଣ ପଛରେ ଭାରତ : ପାକିସ୍ତାନ

ଇସଲାମାବାଦ: ପ୍ରତ୍ୟେକ ସମସ୍ୟା ପାଇଁ ଭାରତକୁ ଦାୟୀ କରିବା ପାକିସ୍ତାନର ଏକ ପୁରୁଣା ଅଭ୍ୟାସ। ଆଜି ଯେତେବେଳେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନର ଅତ୍ୟାଚାର ବିରୋଧରେ ଅସ୍ତ୍ରଶସ୍ତ୍ର ଉଠାଇଛନ୍ତି, ସେମାନେ ଏଥିପାଇଁ ଭାରତକୁ ମଧ୍ୟ ଦାୟୀ କରୁଛନ୍ତି।ମଙ୍ଗଳବାର ଦିନ ବଲୋଚ ବିଦ୍ରୋହୀମାନେ

କୁଆଡେ ଗଲା ମହିଳାଙ୍କୁ ୨୫୦୦ ଟଙ୍କା ଓ ମାଗଣା ଗ୍ୟାସ୍ ? ଦିଲ୍ଲୀ ସରକାରଙ୍କୁ ଆତିଶୀଙ୍କ ନିଶାନା

ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ସରକାରଙ୍କୁ ପୁଣି ଘେରିଲା ଆମ୍ ଆଦମୀ ପାର୍ଟି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଣି ନିଶାନା କରିଛନ୍ତି ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା କଥା ରଖି ପାରୁନି, ପ୍ରତିଶ୍ରୁତି

ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି କରିଛି ବିଜେଡିର ସଂସଦୀୟ ଟିମ ।

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୬ ଜଣଙ୍କ

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ ରଖିଛନ୍ତି । ଦିଲ୍ଲୀରେ ଇଭି ନିୟମ ପ୍ରଥମ ଥର ୨୦୨୦

ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।ଗୋଟିଏ

ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ସେବା

ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର ଭାନୁଆତୁର