Browsing Category

ଦେଶ

ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା

ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ ପାରିଲେ ଶୋଇ ପଡ଼ିଲେ।

୨୦ ମିନିଟରେ ଲୁଟିନେଲେ ୨୫ କୋଟିର ଅଳଙ୍କାର

ଆରା: ବିହାରର ଆରାରେ ଥିବା ତନିସ୍କ ଶୋ'ରୁମକୁ ଟାର୍ଗେଟ କରିଛନ୍ତି ଡକାୟତ। ଭୋଜପୁର ଜିଲ୍ଲା ଆରା ବଜାରର ଗୋପାଳି ଛକରେ ଥିବା ତନିସ୍କ ଶୋ'ରୁମ୍ ରେ ଡକାୟତମାନେ ପଶି ସୋ'ରୁମ୍ କର୍ମଚାରୀଙ୍କୁ ବନ୍ଧକ ରଖି ମାତ୍ର ୨୦ ମିନିଟ୍ ମଧ୍ୟରେ ୨୫ କୋଟିରୁ ଅଧିକ ଟଙ୍କାର ଗହଣା ଲୁଟି ନେଇଛନ୍ତି। ଆଇନ

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ 'ଅହଂକାରୀ' ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ 'ବେଇମାନ' ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଏମ୍ସ  ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ

ମହିଳାଙ୍କ ସୁରକ୍ଷା ପାଇଁ ବାର୍ତ୍ତା ଦେଲେ ମନ୍ତ୍ରୀ, କହିଲେ ପର୍ସରେ ରଖ ଛୁରୀ ଓ ଲଙ୍କା ଗୁଣ୍ଡ

ନୁଆଦିଲ୍ଲୀ : ମହାରାଷ୍ଟ୍ରର ମନ୍ତ୍ରୀ ଗୁଲାବରାଓ ପାଟିଲ କହିଛନ୍ତି ମହିଳାମାନେ ଆତ୍ମସୁରକ୍ଷା ପାଇଁ ନିଜ ପର୍ସରେ ଛୁରୀ, ଲଙ୍କା ପାଉଡର ସହିତ ଲିପଷ୍ଟିକ୍ ରଖିବା ଉଚିତ । ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଶନିବାର ଦିନ ସେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇଥିଲେ ।

ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି କହିଛନ୍ତି ଯେ

କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ

ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି କୁମ୍ଭମେଳାକୁ ଟାର୍ଗେଟ କରିଛନ୍ତି |

ଛାତିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସୂଚନାନୁସାରେ, ଗତକାଲି ରାତି ପ୍ରାୟ ୨ଟା ସମୟରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି ଯେ ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ରିପୋର୍ଟ

ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା

ରାହୁଲଙ୍କ ମାନସିକ ସ୍ଥିତି ବିଗିଡିଯାଇଛି: ସୁଧାଂଶୁ ତ୍ରିବେଦୀ

ନୂଆଦିଲ୍ଲୀ: ଗୁଜୁରାଟ କଂଗ୍ରେସ ଉପରେ ଦଳୀୟ ନେତା ରାହୁଲ ଗାନ୍ଧୀ ଦେଇଥିବା ବୟାନ ପରେ ରାଜନୀତି ଉଷ୍ମ ହୋଇଛି। ଭାରତୀୟ ଜନତା ପାର୍ଟି (ବିଜେପି) କହିଛି ଯେ ଅନ୍ୟମାନଙ୍କୁ ଦୋଷ ଦେବା ସହିତ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜ ଲୋକଙ୍କୁ ମଧ୍ୟ ଦୋଷ ଦେବା ଆରମ୍ଭ କରିଛନ୍ତି। ବିଜେପି ନେତା