Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବରେଲୀ ହିଂସା: ଗିରଫ ହେଲେ ମୌଲାନା ତକୀର ରାଜା
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବରେଲୀରେ ‘ଆଇ ଲଭ୍ ମହମ୍ମଦ’ ପୋଷ୍ଟରକୁ ନେଇ ଘଟିଥିବା ହିଂସାର ମାଷ୍ଟର ମାଇଣ୍ଡ ମୌଲାନା ତକୀର ରାଜାଙ୍କୁ ଗିରଫ କରିଛି ପୁଲିସ। ତକୀରଙ୍କ ସମେତ ଅନ୍ୟ ୭ ଜଣଙ୍କୁ ବି ଗିରଫ କରାଯାଇଛି। ଗିରଫ ପରେ ତକୀରଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ!-->…
ଡିଭାଇଡରରେ ପିଟି ହେଲା ଥାର୍, ୫ ମୃତ ଓ ଜଣେ ଆହତ
ଗୁରୁଗ୍ରାମ : ହରିୟାଣାର ଗୁରୁଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣା ନ୍ୟାସନାଲ ହାଇୱେରୁ ବାହାରୁଥିବା ସମୟରେ ଥାରଟି ଡିଭାଇଡର ସହିତ ଧକ୍କା ହୋଇଥିବା ଜଣାପଡିଛି । ଫଳରେ ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି ।
ସୂଚନାନୁଯାୟୀ, ନ୍ୟାସନାଲ ହାଇୱେରୁ ଥାରଟି!-->!-->!-->…
ଅକ୍ଟୋବରରେ ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ !
ଲଣ୍ଡନ: ବ୍ରିଟେନର ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମର ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତରେ ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିବାପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ଗତ ଜୁଲାଇରେ ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟିକ ଚୁକ୍ତି!-->…
୨ ବର୍ଷ ବଢିପାରେ ସଂସଦର ସ୍ଥାୟୀ କମିଟିର କାର୍ଯ୍ୟକାଳ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ସଂସଦର ସ୍ଥାୟୀ କମିଟିଗୁଡ଼ିକର କାର୍ଯ୍ୟକାଳ ୨ ବର୍ଷକୁ ବଢ଼ାଇବା ପାଇଁ ଚିନ୍ତା କରୁଛନ୍ତି । ଏହି କମିଟିଗୁଡ଼ିକର କାର୍ଯ୍ୟକାଳ ଗୋଟିଏ ବର୍ଷ ହଇଥାଏ । ସଂସଦ ସଦସ୍ୟମାନେ ସରକାରଙ୍କ ନିକଟରେ ଅଭିଯୋଗ କରିଛନ୍ତି ଏତେ ଅଳ୍ପ ସମୟ ମଧ୍ୟରେ ଯଥେଷ୍ଟ କାମ କରିବା ଅସମ୍ଭବ!-->…
ଧରାଲିରେ ନିଖୋଜ ୬୭ ଲୋକଙ୍କୁ ମିଳିବ ମୃତ୍ୟୁ ପ୍ରମାଣପତ୍ର
ଉତ୍ତରାଖଣ୍ଡ : ଚଳିତବର୍ଷ ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ଉତ୍ତରାଖଣ୍ଡର ଧରାଲିରେ ବାଦଲଫାଟିବା ଯୋଗୁଁ ଘଟିଥିବା ବିପର୍ଯ୍ୟୟ ପରେ ୬୭ ଜଣଙ୍କର କୌଣସି ପତ୍ତା ମିଳିନାହିଁ । ୫୧ ଦିନ ପରେ ମଧ୍ୟ ଏମାନଙ୍କର କୌଣସି ପତ୍ତା ମିଳୁନାହିଁ । ବାଦଲ ଫାଟିବା ଯୋଗୁଁ ପୁରା!-->…
ପୁଣି ଖୋଲିବ ଜମ୍ମୁ କଶ୍ମୀରର ବନ୍ଦଥିବା ପର୍ଯ୍ୟଟନ ସ୍ଥଳ
ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ବୁଲିବାକୁ ଇଚ୍ଛା ରଖିଥିବା ଲୋକଙ୍କ ପାଇଁ ଖୁସି ଖବର । ଜମ୍ମୁ କଶ୍ମୀରରେ ସୁରକ୍ଷା ସମୀକ୍ଷା ପରେ ସେପ୍ଟେମ୍ବର ୨୯ ରୁ ଅନେକ ପର୍ଯ୍ୟଟନ ସ୍ଥଳ ପୁଣିଥରେ ଖେଳାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଏଲଜି ମନୋଜ ସିହ୍ନା ନିଜେ ସୂଚନା ଦେଇଛନ୍ତି ।
ମନୋଜ!-->!-->!-->…
ବିଶ୍ବ ଦରବାରରେ ଲଜ୍ଜିତ ହେଲା ପାକିସ୍ତାନ, ମିଳିତ ଜାତିସଂଘରେ ସରିଫଙ୍କ ଦାବିକୁ ମିଛ ପ୍ରମାଣିତ କଲା ଭାରତ
ନ୍ୟୁୟର୍କ : ପୁଣି ବିଶ୍ୱ ଦରବାରରେ ଖୋଲିଲା ପାକିସ୍ତାନର ଆତଙ୍କୀ ଚେହେରା । ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ଦାବିକୁ ମିଛ ପ୍ରମାଣିତ କରିଛି ଭାରତ । ଅପରେସନ ସିନ୍ଦୂରରେ ଭାରତ ଉପରେ ପାକିସ୍ତାନର ବିଜୟ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଛନ୍ତି!-->…
ଓଡିଶା ମାଟିରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ଆରମ୍ଭ କଲେ BSNL 4G ସେବା
ଝାରସୁଗୁଡା: ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କରି ଦେଶକୁ ଏକ ବଡ଼ ଉପହାର ଦେଇଛନ୍ତି। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା ଦେଶର ବିଭିନ୍ନ ଟେଲିକମ୍ ସର୍କଲରେ ଆରମ୍ଭ କରାଯାଇଥିଲା। BSNLର 4G!-->…
ଆକାଶରେ ଆଉ ଗର୍ଜିବନି ମିଗ୍ ୨୧, ଭାରତୀୟ ସେନାରୁ ନେବ ଅବସର
ଯେଉଁ ଯୋଦ୍ଧା ଆକାଶରେ ଗର୍ଜନ କରୁଥିଲେ, ଯାହାର ଦୃଶ୍ୟ ଦେଖି ଶତ୍ରୁମାନେ ଥରି ଉଠିଥିଲେ, ସେ ଏବେ ଭାରତୀୟ ବାୟୁସେନାକୁ ବିଦାୟ ଦେଉଛନ୍ତି । ହଁ ଆଜ୍ଞା ଆକାଶରେ ଆଉ ଗର୍ଜିବନି ମିଗ୍ ୨୧ । ଆଜି ଭାରତୀୟ ସେନାରୁ ଅବସର ନେବ ମିଗ୍-୨୧ । ୬ ଦଶକ ପରେ ଚଣ୍ଡିଗଡ ଏୟାରବେସରେ ଅବସର ନେବ ଭାରତୀୟ!-->…
ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା, ପହିଲାରୁ ଲାଗୁ ହେବ ଟ୍ରମ୍ପଙ୍କ ୧୦୦% ଶୁଳ୍କ
ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା । ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା । ଆମେରିକାକୁ ରପ୍ତାନି ହେଉଥିବା ଯେ କୌଣସି ବ୍ରାଣ୍ଡେଡ କିମ୍ବା ପେଟେଣ୍ଟ ଔଷଧ ଉତ୍ପାଦ ଉପରେ ୧୦୦% ଶୁଳ୍କ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହା ଆସନ୍ତା ଅକ୍ଟୋବର ୧ ତାରିଖରୁ ଲାଗୁ ହେବ । ତେବେ!-->…