Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆମେରିକା ଆକ୍ରମଣ ପରେ କ୍ରୋଧିତ ଇରାନ, ଇସ୍ରାଏଲ ଉପରେ ୩୦ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କଲା
ଜେରୁଜେଲମ: ରବିବାର ସକାଳେ ଯାହା ଭୟ ଥିଲା ତାହା ଘଟିଛି। ଆମେରିକା ରବିବାର ଭାରତୀୟ ସମୟ ଭୋର୍ ସାଢ଼େ ୪ଟାରେ ଇରାନର ତିନୋଟି ପରମାଣୁ ସ୍ଥାନ ଉପରେ ଆକ୍ରମଣ କରିଛି। ଏହା ପରେ ଇରାନ ମଧ୍ୟ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କରି ବଡ଼ ଧରଣର ଧ୍ୱଂସ କରିଛି।ଇସ୍ରାଏଲର ସରକାରୀ ଗଣମାଧ୍ୟମ!-->…
ଇରାନ-ଇସ୍ରାଏଲ ଯୁଦ୍ଧରେ ଆମେରିକାର ପ୍ରବେଶ: ତିନୋଟି ପରମାଣୁ ସ୍ଥାନ ଉପରେ ବିମାନ ଆକ୍ରମଣ
ୱାଶିଂଟନ: ଆମେରିକା ଏବେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧରେ ସାମିଲ ହୋଇଛି। ଆମେରିକା ଇରାନର ତିନୋଟି ପରମାଣୁ ସ୍ଥାନ ଫୋର୍ଡୋ, ନାଟାଞ୍ଜ ଏବଂ ଇସଫାହାନ ଉପରେ ବିମାନ ଆକ୍ରମଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ଟ୍ରମ୍ପ୍!-->…
ଯୋଗ ହେଉଛି ଏକ ଶକ୍ତିଶାଳୀ ଉପକରଣ ଏବଂ ଏକ “ବିରାମ ବଟନ୍’’ ବା ‘‘ପଜ୍ ବଟନ୍’ : ମୋଦି
ନୂଆଦିଲ୍ଲୀ: ଆଜି ବିଶ୍ବ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କହିଛନ୍ତି ଯେ ଯୋଗ ହେଉଛି ଏକ ଶକ୍ତିଶାଳୀ ଉପକରଣ ଏବଂ ଏକ "ବିରାମ ବଟନ୍’’ ବା ‘‘ପଜ୍ ବଟନ୍’’। ଯାହା ମାନବଜାତିକୁ ନିଶ୍ୱାସ ନେବା, ସନ୍ତୁଳନ ରଖିବା ଏବଂ ପୁନର୍ବାର ସୁସ୍ଥ ହେବା ପାଇଁ ନିହାତି!-->…
ଇରାନରୁ ଫେରୁଛନ୍ତି ଭାରତୀୟ ଛାତ୍ର; ଆଜି ଦିଲ୍ଲୀରେ ପହଞ୍ଚିବ ଆଉ ଦୁଇ ବିମାନ
ନୂଆଦିଲ୍ଳୀ: ଇରାନରୁ ନିଜ ଦେଶକୁ ଫେରୁଛନ୍ତି ଭାରତୀୟ ନାଗରିକ। ମଶାଦରୁ ଏକ ବିମାନ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଯେଉଁଥିରେ ୨୯୦ ଜଣ ଭାରତୀୟ ଛାତ୍ର, ଅଧିକାଂଶ ଜମ୍ମୁ ଏବଂ କଶ୍ମୀରର ଥିଲେ।ଆଜି ମଶାଦରୁ ଆଉ ଦୁଇଟି ବିମାନ ଦିଲ୍ଲୀରେ ପହଞ୍ଚିବାର!-->…
ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୋଦି ସରକାର ଉପରେ ପ୍ରଶ୍ନ ଉଠାଇଲେ ସୋନିଆ
ନୂଆଦିଲ୍ଲୀ,୨୧।୬: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଇଂରାଜୀ ଖବରକାଗଜରେ ଏକ ସ୍ତମ୍ଭ ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ଇରାନ ଭାରତର ପୁରୁଣା ବନ୍ଧୁ ଏବଂ ଗଭୀର ସମ୍ପର୍କ ଦ୍ୱାରା ଆମ ସହିତ ଜଡିତ। ଜମ୍ମୁ ଏବଂ କଶ୍ମୀର!-->…
ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି
ନୂଆଦିଲ୍ଲୀ,୨୧।୬: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସ୍ପଷ୍ଟ କରିଛନ୍ତି ଯେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଏବଂ ଏବେ ଏହି ଚୁକ୍ତିନାମା ପୁନଃସ୍ଥାପିତ ହେବ ନାହିଁ। ସେ ଅଭିଯୋଗ କରିଛନ୍ତି ଯେ ପାକିସ୍ତାନ ଏହି ଚୁକ୍ତିନାମାର!-->…
ବୃଦ୍ଧ, ଦିବ୍ୟାଙ୍ଗ ଏବଂ ବିଧବା ମହିଳାଙ୍କ ପାଇଁ ମାସିକ ଭତ୍ତା ବୃଦ୍ଧି କଲେ ନୀତିଶ କୁମାର
ପାଟନା: ବୃଦ୍ଧ, ଦିବ୍ୟାଙ୍ଗ ଏବଂ ବିଧବା ମହିଳାଙ୍କ ପାଇଁ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ବୃଦ୍ଧ, ଦିବ୍ୟାଙ୍ଗ ଏବଂ ବିଧବା ମହିଳାଙ୍କ ପାଇଁ ମାସିକ ଭତ୍ତା ୪୦୦ ଟଙ୍କାରୁ ୧୧୦୦ ଟଙ୍କାକୁ ବୃଦ୍ଧି ଘୋଷଣା କରିଛନ୍ତି ନୀତିଶ।ଜୁଲାଇରୁ କାର୍ଯ୍ୟକାରୀ!-->…
ଇରାନର ବିଜୟ କାମନା କଲେ ବିଜେପିର ଏହି ସହଯୋଗୀ ଦଳର ନେତା
ନୂଆଦିଲ୍ଲୀ: ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଇରାନ-ଇସ୍ରାଏଲ ଯୁଦ୍ଧ ସମ୍ପର୍କରେ ଏକ ସଂଯମ ଏବଂ ସନ୍ତୁଳିତ ଆଭିମୁଖ୍ୟ ଗ୍ରହଣ କରିଥିବା ବେଳେ, ଏହାର ସହଯୋଗୀ ନୀତିଶ କୁମାରଙ୍କ ଦଳ ଜନତା ଦଳ (ୟୁନାଇଟେଡ୍)ର ବରିଷ୍ଠ ନେତା କେସି ତ୍ୟାଗୀ ଖୋଲାଖୋଲି ଭାବରେ ଇରାନକୁ ସମର୍ଥନ କରିଛନ୍ତି। ସେ!-->…
ଲିଡ୍ସ ଟେଷ୍ଟ: ଭାରତ ୪୭୧ରେ ଅଲଆଉଟ୍
ନୂଆଦିଲ୍ଲୀ : ଲିଡ୍ସ ଟେଷ୍ଟରେ ଭାରତ ୪୭୧ ରନରେ ଅଲଆଉଟ୍ ହୋଇଯାଇଛି। ଇଂଲଣ୍ଡ ଗସ୍ତରେ ଥିବା ଭାରତୀୟ ଦଳ ଘରୋଇ ଦଳ ବିରୋଧରେ ପ୍ରଥମ ଇନିଂସର ଭଲ ପ୍ରଦର୍ଶନ କରିଛି। ଯଶସ୍ଵୀ ଜୟସଓ୍ବାଲ, ଶୁବମନ ଗିଲ ଏବଂ ରୁଷଭ ପନ୍ତଙ୍କ ୩ଟି ଶତକୀୟ ଇନିଂସ ବଳରେ ଭାରତ ବଡ଼ ସ୍କୋର କରିବାରେ ସକ୍ଷମ!-->…
ନେତାନ୍ୟାହୁଙ୍କୁ ହିଟଲରଙ୍କ ସହ ତୁଳନା କଲେ ଏର୍ଡୋଗାନ
ଆଙ୍କାରା: ତୁର୍କୀ ରାଷ୍ଟ୍ରପତି ରେସେପ୍ ତାୟିପ୍ ଏର୍ଡୋଗାନ୍ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି। ସେ ନେତାନ୍ୟାହୁଙ୍କୁ ହିଟଲରଙ୍କ ସହ ତୁଳନା କରିଛନ୍ତି। ଏର୍ଡୋଗାନ୍ କହିଛନ୍ତି ଯେ ନେତାନ୍ୟାହୁ ଏବଂ ହିଟଲର ଉଭୟେ ବିନାଶର ସମାନ ପଥ!-->…