Browsing Category

ଦେଶ

ଡ୍ରୋନ୍‌ ଉପରେ ୧୦୦% ଶୁଳ୍କ ଲଗାଇଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଡ୍ରୋନ୍‌ ଆମଦାନି ଉପରେ ୧୦୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ଓ ଚୀନ୍‌ କମ୍ପାନିଠାରୁ ଦୂ‌ରରେ ରହିବା ଏବଂ ବିଦେଶୀ ଦେଶ ଉପରେ ନିର୍ଭରଶୀଳତା କମ୍‌ କରିବା ଲକ୍ଷ୍ୟ ନେଇ ସେ ଏହି ପଦକ୍ଷେପ ଗ୍ରହଣ

ବାଂଲାଦେଶରେ ବିଦ୍ୟୁତ୍ ସଙ୍କଟ, ସହାୟତା ପାଇଁ ଭାରତର ଦ୍ୱାରସ୍ଥ

ନୂଆଦିଲ୍ଲୀ : ବାଂଲାଦେଶରେ ଭୟଙ୍କର ବିଦ୍ୟୁତ୍ ସଙ୍କଟ । ଘଣ୍ଟା ଘଣ୍ଟା ଅନ୍ଧାରରେ ଦେଶ । ସହାୟତା ପାଇଁ ଭାରତର ଦ୍ୱାରସ୍ଥ ହେଲା ଢାକା । ବାଂଲାଦେଶ ଏହାର ସବୁଠାରୁ ବଡ଼ ଏବଂ ଗମ୍ଭୀର ବିଦ୍ୟୁତ୍ ସଙ୍କଟର ସାମ୍ନା କରୁଛି। ଦେଶର ବିଭିନ୍ନ ଅଞ୍ଚଳରେ ୯ ରୁ ୧୦ ଘଣ୍ଟା

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : ଭାରତର କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ସେ ହୃଦରୋଗ ବିଭାଗର

୨୦୨୭ ଜନଗଣନାରେ ହେବ ଡିଜିଟାଲ୍ ସର୍ଭେ !

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ ଟି ପ୍ରଶ୍ନ ଚିହ୍ନଟ କରିଛନ୍ତି । ଏହାରି ମଧ୍ୟରେ ଲୋକମାନଙ୍କୁ ସେମାନଙ୍କର ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି (ST), ଜାତି ଏବଂ COVID-19 ଟୀକାକରଣ ସ୍ଥିତି ସମ୍ପର୍କରେ ପ୍ରଶ୍ନ କରାଯିବ । ଏହା

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ସମେତ ୬ ସ୍ଥାନକୁ ବୋମା ଧମକ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀର ହାଇକୋର୍ଟ ସମେତ ରାଜଧାନୀର ୬ ଟି ସ୍ଥାନକୁ ବୋମା ଧମକ ମିଳିଛି । ଧମକ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡିକ ସକ୍ରିୟ ହେବା ସହ ଯାଞ୍ଚକୁ ଜୋରଦାର ଆରମ୍ଭ କରିଛିନ୍ତି । ଇ-ମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଥିବା ସୂଚନା ମିଳିଛି ।

‘ପାଣି ରୋକିଲେ ଯୁଦ୍ଧ ହେବ’, ପିଏମ୍ ମୋଦିଙ୍କୁ ପାକିସ୍ତାନର ଚେତାବନୀ!

ନୂଆଦିଲ୍ଲୀ: ଭାରତକୁ ପୁଣି ଆଖି ଦେଖାଇଲା ପାକିସ୍ତାନ|ପ୍ରଧାନମନ୍ତ୍ରୀ ଶାହବାଜଙ୍କ ମୁହଁରେ ଯୁଦ୍ଧ ଧମକ| ଭାରତ ଓ ପାକିସ୍ତାନ ମଧ୍ୟରେ ସିନ୍ଧୁ ଜଳ ସନ୍ଧିକୁ ନେଇ ପୁଣିଥରେ ଉତ୍ତେଜନା ବଢ଼ିଛି। ପାକିସ୍ତାନର ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଭାରତକୁ ଖୋଲାଖୋଲି ଧମକ

ଚମୋଲିରେ ସୁଡ଼ଙ୍ଗ ଭୁଶୁଡ଼ି ୭ ଶ୍ରମିକ ମୃତ, ୧୪ ଆହତ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ଚମୋଲି ଟନେଲ୍ ରେ ବଡ଼ ଅଘଟଣ। ମାଟି ଓ ପାଣି ପଶିବାରୁ ଫସିଗଲେ ଶ୍ରମିକ। ଉତ୍ତରାଖଣ୍ଡର ଚାମୋଲିରେ ନିର୍ମାଣଧୀନ ଜଳବିଦ୍ୟୁତ ସୁଡ଼ଙ୍ଗ ଭିତରକୁ ହଠାତ୍ ପାଣି ଏବଂ ମାଟି-ପଥର ପଶିଯିବା ଯୋଗୁଁ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି।

ଚମୋଲିରେ ଭୁଶୁଡ଼ିଲା ସୁଡ଼ଙ୍ଗ : ୧୩ ଶ୍ରମିକ ଉଦ୍ଧାର, ଫସିରହିଛନ୍ତି ୨୦

ଚମୋଲି: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ପିପଲକୋଟିସ୍ଥିତ ଟେହରି ହାଇଡ୍ରୋ ଡେଭଲପମେଣ୍ଟ କର୍ପୋରେସନ୍‌ ଲିମିଟେଡ୍‌ (ଟିଏଚ୍‌ଡିସି) ପ୍ରକଳ୍ପରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଗୁରୁବାର ଭୁଶୁଡ଼ି ପଡ଼ିଛି। ସୁଡ଼ଙ୍ଗ ଭିତରକୁ ମାଟି ଓ ପାଣି ପଶିଯିବାରୁ ସେଠାରେ କାମ କରୁଥିବା ଅନେକ ଶ୍ରମିକ

ଏୟାର ଇଣ୍ଡିଆର ବଡ଼ ପଦକ୍ଷେପ; ସମସ୍ତ ପାଇଲଟଙ୍କ ହେବ ଡୋପ୍‌ ଟେଷ୍ଟ

ନୂଆଦିଲ୍ଲୀ: ଫୁକେଟ୍‌-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର କ୍ୟାପ୍ଟେନଙ୍କ ଡୋପ୍‌ ଟେଷ୍ଟ ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ଏୟାର ଇଣ୍ଡିଆ ଓ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ସମସ୍ତ ପାଇଲଟଙ୍କର ବାଧ୍ୟତାମୂଳକ ଡୋପ୍‌ ଟେଷ୍ଟ କରାଯିବ। ଏନେଇ କମ୍ପାନୀ

ୟୁକ୍ରେନ୍‌ ଉପରେ ରୁଷ୍‌ର କ୍ଷେପଣାସ୍ତ୍ର ମାଡ଼; ୧୨ ମୃତ

କିଭ୍‌: ୟୁକ୍ରେନ ଉପରେ ପୁନର୍ବାର ରୁଷ୍‌ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। କିଭ୍ ପ୍ରଶାସନ ତରଫରୁ ମିଳିଥିବା ସୂଚନାନୁଯାୟୀ ମଙ୍ଗଳବାର ରାତିସାରା ହୋଇଥିବା ଆକ୍ରମଣରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବହୁ ଲୋକ ଆହତ ହୋଇଛନ୍ତି। ଏହି ଆକ୍ରମଣରେ ମସ୍କୋ ଉତ୍ତର କୋରିଆର କ୍ଷେପଣାସ୍ତ୍ର ବ୍ୟବହାର