Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନଭେମ୍ବର ପରେ ଭାରତ ଉପରୁ ହଟିପାରେ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ: ସିଇଏ
ଭାରତ ଉପରେ ଆମେରିକା ଲଗାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଆସନ୍ତା ନଭେମ୍ବର ପରେ ହଟିପାରେ। ଗୁରୁବାର ଏହା କହିଛନ୍ତି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) ଭି. ଅନନ୍ଥା ନାଗେଶ୍ଵରନ।
ନାଗେଶ୍ଵରର ଆକଳନ କରିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ!-->!-->!-->…
୩ ବର୍ଷର ଝିଅକୁ ହ୍ରଦକୁ ଫିଙ୍ଗିଲା ମାଆ
ରାଜସ୍ଥାନ: ପିଶାଚୀ ସାଜିଲା ମାଆ। ରାଜସ୍ଥାନର ଆଜମେରରେ ଜଣେ ନିଷ୍ଠୁର ମାଆ ତାର ୩ ବର୍ଷର ଝିଅକୁ ହତ୍ୟା କରିଛି। ସେ ପ୍ରଥମେ ତାର ଝିଅକୁ ନଦୀ କୂଳକୁ ନେଇଯାଇଥିଲା। ଝିଅ ସହ ଅନେକ ସମୟ ବିତାଇଥିଲା। ତା ପରେ ନିଜ ଝିଅକୁ ନଦୀକୁ ଫିଙ୍ଗି ଦେଇଥିଲା। ଏବଂ ପୁଲିସ୍ ଆଗରେ କୁମ୍ଭୀର କାନ୍ଦଣା!-->…
ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ ।!-->…
ସୁଶୀଳା କାର୍କିଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ଅନ୍ତରୀମ ସରକାରର ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । କଥା ହୋଇ ନେପାଳ ଘଟଣାକୁ ନେଇ ସମବେଦନା ବ୍ୟକ୍ତ କରିଛନ୍ତି । ନେପାଳରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଅତୁଟ!-->…
ରାହୁଲଙ୍କ ସାଂଘାତିକ ଅଭିଯୋଗ, ଭୋଟ ଚୋରଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର
ନୂଆଦିଲ୍ଲୀ : ନିର୍ବାଚନ କମିଶନର ଏବଂ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀଦଳ ନେତା ରାହୁଲ ଗାନ୍ଧି। ପୁଣି ଭୋଟ ଜାଲିଆତି ନେଇ ନୂଆ ପ୍ରମାଣ ଦେବା ସହ ଅଭିଯୋଗ ଆଣିଛନ୍ତି ରାହୁଲ । କଂଗ୍ରେସ ସମର୍ଥକଙ୍କୁ ଭୋଟର ତାଲିକାରୁ ହଟାଇ ଦିଆଯାଉଥିବା କହିଛନ୍ତି । ଦେଶରେ କଂଗ୍ରେସର ଜିତିବା!-->…
ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ
ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ ଟିମ୍ ଗାଜିଆବାଦର ଥାନା!-->…
ପାକିସ୍ତାନ ଏବଂ ସାଉଦି ଆରବର ପ୍ରତିରକ୍ଷା ଚୁକ୍ତିନାମା ଉପରେ ଭାରତର ବୟାନ
ନୂଆଦିଲ୍ଲୀ: ପାକିସ୍ତାନ ଏବଂ ସାଉଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁସାରେ, ‘ରଣନୈତିକ ପାରସ୍ପରିକ ପ୍ରତିରକ୍ଷା ଚୁକ୍ତିନାମା’ ନାମକ ଏହି ଚୁକ୍ତିନାମାରେ କୁହାଯାଇଛି ଯେ ପାକିସ୍ତାନ କିମ୍ବା ସାଉଦି ଆରବ ମଧ୍ୟରୁ ଯେ!-->…
ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା, ୭ ନିଖୋଜ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାରେ ରାତିସାରା ପ୍ରବଳ ବର୍ଷା ପରେ, ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି ହୋଇଛି । ନନ୍ଦନାଗର ଘାଟ ଅଞ୍ଚଳର କୁନ୍ତରୀ ଲଙ୍ଗାଫାଲି ଏବଂ ଧୂର୍ମା ଗାଁରେ ଅନେକ ଘର ଏବଂ ଯାନବାହନ ଭଗ୍ନାବଶେଷ ତଳେ ଚାପି ହୋଇ!-->…
କାତାର ଉପରେ ଇସ୍ରାଏଲର ଆକ୍ରମଣ, ଜାତିସଂଘରେ ଭାରତର ନିନ୍ଦା
ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି । ଜାତିସଂଘସ୍ଥିତ ଭାରତର ପ୍ରତିନିଧି!-->…
ମୋଦିଙ୍କ ୭୫ତମ ଜନ୍ମଦିନରେ ମହିଳାଙ୍କୁ ବଡ଼ ଉପହାର : ଆଜିଠୁ ସ୍ବାସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ ଆରମ୍ଭ
ଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ । ସାରା ଦେଶରେ!-->…