Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମେଘାଳୟରେ ଏକାସଙ୍ଗେ ୮ ମନ୍ତ୍ରୀ ଦେଲେ ଇସ୍ତଫା
ମେଘାଳୟ : ମେଘାଳୟରେ ରାଜନୈତିକ ସ୍ଥିତି ଏବେ ବହୁ ଉତ୍ଥାନ ପତ୍ତନ ଦେଇ ଗତିକରୁଛି। ୧୨ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୮ ଜଣ ମନ୍ତ୍ରୀ ହଠାତ୍ ଆଜି ଇସ୍ତଫା ଦେଇଛନ୍ତି । ତେବେ ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଉଛି ସେଥିମଧ୍ୟରୁ ଅଧିକାଂଶ ନେତା ସରକାରଙ୍କର ବରିଷ୍ଠ ନେତା।ଏନପିପି ନେତୃତ୍ୱାଧୀନ!-->…
ଡେରାଡୁନ୍ରେ ବାଦଲଫଟା ବର୍ଷା; ୨ରୁ ୩ ଲୋକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ଡେରାଡୁନ୍: ଡେରାଡୁନ୍ରେ ପୁଣି ବାଦଲଫଟା ବର୍ଷା। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଡେରାଡୁନ-ହରିଦ୍ୱାର ଜାତୀୟ ରାଜପଥରେ ଥିବା ଏକ ପୋଲର ଏକ ଅଂଶ ଭୁଶୁଡ଼ି ପଡ଼ି ପାଣିରେ ବୁଡ଼ି ଯାଇଛି। ଏହି ଘଟଣା ଫନ୍!-->…
ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍
ନୂଆଦିଲ୍ଲୀ: ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଗୁଜୁରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛି।
ସୁପ୍ରିମକୋର୍ଟର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି!-->!-->!-->…
ଉତ୍ତରାଖଣ୍ଡରେ ମୌସୁମୀର ତାଣ୍ଡବ, JCB ରେ ଯାଇ ଘଟଣାସ୍ଥଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଧାମି
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମୌସୁମୀ ତାଣ୍ଡବ ରଚିଛି । ଡେରାଡୁନର ସସ୍ତଧାରାଠାରେ ବାଦଲ ଫଟା ବର୍ଷା ଯୋଗୁଁ ଅରାଜକତା ଦେଖାଦେଇଛି । ଅନେକ ଲୋକ ନିଖୋଜ ଥିବା ସୂଚନା ମଧ୍ୟ ମିଳିଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଡେରାଡୁନର ମାଲଦେବତା-କେସରୱାଲା ଅଞ୍ଚଳରେ ବାଦଲଫଟା!-->…
ବେଟିଂ ଆପ୍ ମାମଲା: ଯୁବରାଜ ସିଂ, ରବିନ ଉଥପ୍ପା ଓ ସୋନୁ ସୁଦଙ୍କୁ ଇଡି ସମନ
ନୂଆଦିଲ୍ଲୀ : ବେଆଇନ ବେଟିଂ ଆପ୍ ସହିତ ଜଡିତ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ । ଏହି ମାମଲାରେ ଅନେକ ନାମୀଦାମୀ ପରିଚିତ ଲୋକଙ୍କୁ ପଚରାଉଚରା କରୁଛି ଇଡି । ଇଡି ସ୍କାନରେ ଏବେ ଯୁବରାଜ ସିଂ, ରବିନ ଉଥପ୍ପା ଏବଂ ଅଭିନେତା ସୋନୁ ସୁଦ । ଅନଲାଇନ ଆପ ପ୍ରଚାର ଓ ମନିଲଣ୍ଡିଂ ମାମଲାରେ!-->…
ଶସ୍ତାରେ ପାଇବେ କ୍ଷୀର, ଲିଟର ପିଛା ୨ ଟଙ୍କା ହ୍ରାସ
ନୂଆଦିଲ୍ଲୀ: ସରକାରଙ୍କ ଦ୍ବାରା GST ସଂସ୍କାର ଘୋଷଣା ପରେ ଏହାର ବଡ଼ ପ୍ରଭାବ ଦେଖିବାକୁ ମିଳିଛି । ମଦର ଡେରୀ କ୍ଷୀରର ମୂଲ୍ୟ ହ୍ରାସ ହୋଇଛି । ଯାହା ଗ୍ରାହକମାନଙ୍କୁ ବଡ଼ ଆଶ୍ବସ୍ତି ଦେଇଛି । ୨୨ ସପ୍ଟେମ୍ବରରୁ ନୂତନ GST ହାର ଲାଗୁ ହେବାକୁ ଯାଉଛି । କିନ୍ତୁ ଏହା ପୂର୍ବରୁ ମଧ୍ୟ କମ୍ପାନୀ!-->…
ନାସିକର ଏକ ଘରୋଇ ବିଦ୍ୟାଳୟକୁ ବୋମା ଧମକ
ନାସିକ : ମହାରାଷ୍ଟ୍ର ନାସିକର ଏକ ପ୍ରାଇଭେଟ ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଧମକ ମିଳିବା ପରେ ସ୍କୁଲରେ ଆତଙ୍କ ଖେଳିଯାଇଥିଲା । ପୋଲିସ ମାମଲାର ଯାଞ୍ଚ କରୁଛି । କିନ୍ତୁ କୌଣସି ସନ୍ଦିଗ୍ଧ ବସ୍ତୁ କିଛି ମିଳିନାହିଁ ।
ପୋଲିସ କହିବା ମୁତାବକ, ଇନ୍ଦିରାନଗର ପୋଲିସ!-->!-->!-->…
ଏସଆଇଆରକୁ ନେଇ ସୁପ୍ରିମକୋର୍ଟଙ୍କ ତାଗିଦ; ଗଡ଼ବଡ଼ ହେଲେ ରଦ୍ଦ କରାଯିବ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ: ବିହାରରେ ନିର୍ବାଚନ ଆୟୋଗଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ନେଇ ସୁପ୍ରିମକୋର୍ଟ ସୋମବାର କଡ଼ା ତାଗିଦ କରିଛନ୍ତି। ଏସଆଇଆର କାର୍ଯ୍ୟ ପ୍ରଣାଳୀରେ ଯଦି କୌଣସି ବେଆଇନ କାର୍ଯ୍ୟ କିମ୍ବା ଗଡ଼ବଡ଼ ଦେଖିବାକୁ ମିଳେ,!-->…
ହଜାରିବାଗ ଜଙ୍ଗଲରେ ଏନକାଉଣ୍ଟର, ଦୁଇ ନକ୍ସଲ ନିହତ
ରାଞ୍ଚି : ହଜାରୀବାଗର ଗିରହୋର ଥାନା ଅଞ୍ଚଳରେ ହୋଇଛି ଏନକାଉଣ୍ଟର । ଆଜି ସକାଳେ ସୁରକ୍ଷା ବାହିନୀ ସହିତପାନାତିତ୍ରୀ ଜଙ୍ଗଲରେ ଏକ ଏନକାଉଣ୍ଟରରେ ୧ କୋଟି ଟଙ୍କାର ପୁରସ୍କାର ରାଶି ବହନ କରିଥିବା ମାଓବାଦୀ ସହଦେବ ସୋରେନ ଏବଂ ଅନ୍ୟ ଦୁଇ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି!-->…
ୱାକଫ୍ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ୨ ଗୁରୁତ୍ୱପୂର୍ଣ୍ଣ ସର୍ତ୍ତ ରଖିଲେ ସର୍ବୋଚ୍ଚ ଅଦାଲତ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ୱାକଫ୍ ସଂଶୋଧନ ଆଇନ ୨୦୨୫ର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ତାଙ୍କର ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତା ୱାକଫ୍ ସଂଶୋଧନ ଆଇନ ୨୦୨୫ର ବୈଧତା ଉପରେ କୌଣସି ରାୟ ଦେଇନାହାଁନ୍ତି ଏବଂ ଆଇନକୁ ସ୍ଥଗିତ ରଖିବାକୁ ମନା କରିଛନ୍ତି । କିନ୍ତୁ ଏହାର!-->…