Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ ହୋଇଛି । ଘଟଣାରେ ତାଙ୍କ ପତ୍ନୀ ଗୁରୁତର ରହିଛନ୍ତି । ଏମାନେ ବାଇକ୍ ଯୋଗୁଁ ବଙ୍ଗଲା ସାହିବ ଗୁରୁଦ୍ବାରାରୁ ଘରକୁ ଫେରୁଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ।
ସୂଚନା ମୁତାବକ,!-->!-->!-->…
ଟ୍ରଲର ସହିତ ଧକ୍କା ହେଲା ବସ୍, ୪ ମୃତ, ଅନେକ ଆହତ
ଜୋନପୁର : ୟୁପି ଜୋନପୁରରେ ବଡ଼ ଦୁର୍ଘଟଣା ଘଟିଛି । ଘଟଣାରେ ଅଯୋଧ୍ୟାରୁ ବାରଣାସୀ ଯାଉଥିବା ଏକ ବିଳାସପୂର୍ଣ୍ଣ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଜୋନପୁର ଲାଇନବଜାର ଥାନା ଅଞ୍ଚଳରେ ସିହିପୁର କ୍ରସିଂ ନିକଟରେ ହୋଇଛି!-->…
ଅଧାରାସ୍ତାରେ ଝୁଲିଲା ମନୋରେଲ୍
ମୁମ୍ବାଇ : ମହାରାଷ୍ଟ୍ରରେ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଦେଇଛି । ରବିବାର ରାତିରେ ପ୍ରବଳ ବର୍ଷା ହୋଇ ମୁମ୍ବାଇର ବିଭିନ୍ନ ସ୍ଥାନରେ ପାଣି ଜମିଛି । ଏହାରି ମଧ୍ୟରେ ମୁମ୍ବାଇର ୱଡାଲା ଅଞ୍ଚଳରେ ଏକ ମନୋରେଲ ଠପ୍ ହୋଇଛି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମନୋରେଲ ଅଧାରାସ୍ତାରେ ଠପ୍!-->…
ଖୁବ୍ ଶୀଘ୍ର ବଦଳିବ ୟୁପିଆଇ ନିୟମ !
ନୂଆଦିଲ୍ଲୀ : ଫୋନ୍ ପେ ଏବଂ ଗୁଗଲ୍ ପେ ବ୍ୟବହାରକାରୀଙ୍କ ପାଇଁ ବଡ ଖବର ଆସିଛି। ୟୁପିଆଇ କାରବାରକୁ ନେଇ ଏନପିସିଆଇ ବଡ ପରିବର୍ତ୍ତନ କରିବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ ଆଜି ୧୫ ସେପ୍ଟେମ୍ବରରୁ ଯୁପିଆଇ ଜରିଆରେ ମର୍ଚାଣ୍ଟ (ଦୋକାନ, କମ୍ପାନୀ କିମ୍ବା!-->…
ଭାରତ ସହ ସମ୍ପର୍କ ସୁଧାରିବାକୁ ବ୍ୟାକୁଳ ଟ୍ରମ୍ପ, ବାଣିଜ୍ୟିକ ରାଜିନାମା ପାଇଁ ହେବ ଆଲୋଚନା
ଭାରତକୁ ଅକଳରେ ପକାଇବାକୁ ଆମେରିକାର ଅପଚେଷ୍ଟା ବିଫଳ ହେବା ପରେ ଏବେ ସମ୍ପର୍କ ସୁଧାରିବାକୁ ଛଟପଟ ହେଉଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏସସିଓ ସମ୍ମିଳନୀରେ ଭାରତ-ଚୀନ-ରୁଷ ଗୋଟିଏ ମଞ୍ଚରେ ଏକାଠି ହେବା ପରେ ଟ୍ରମ୍ପଙ୍କ ନିଦ ହଜିଯାଇଛି। ସେବେଠାରୁ ସେ ପ୍ରଧାନମନ୍ତ୍ରୀ!-->…
ଅସ୍ଥି ବିସର୍ଜନ କରି ଫେରିବା ବେଳେ ଦୁର୍ଘଟଣା, ୭ ମୃତ
ଜୟପୁର: ଅସ୍ଥି ବିସର୍ଜନ କରି କାରରେ ଫେରୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ୭ ଜଣଙ୍କ ଜୀବନ। ରାଜସ୍ଥାନର ଜୟପୁର ଅନ୍ତର୍ଗତ ଶିବଦାସପୁର ଅଞ୍ଚଳରେ ରବିବାର ଏଭଳି ଦୁଃଖଦ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ୧୪ ମାସର ଏବଂ ଅନ୍ୟ ଜଣେ ୩ ବର୍ଷୀୟ ଶିଶୁ ରହିଛନ୍ତି।
ସୂଚନା ଅନୁସାରେ,!-->!-->!-->…
ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀ ଓ ଅଭିନେତ୍ରୀ ଉର୍ବଶୀଙ୍କୁ ଇଡି ସମନ
ନୂଆଦିଲ୍ଲୀ : ଅନଲାଇନ ବେଟିଂ ଆପ୍ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ଅଭିନେତ୍ରୀ ଉର୍ବଶୀ ରୌଟେଲା ଏବଂ ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ସମନ ଜାରି କରିଛି। ଆର୍ଥିକ ଅନିୟମିତତା ନେଇ ଅନଲାଇନ ବେଟିଂ ଆପ୍ 1xBet ବିରୋଧରେ ଇଡି ପକ୍ଷରୁ ତଦନ୍ତ ଜାରି ରହିଛି। ଏହି ମାମଲାରେ ପୂର୍ବରୁ!-->…
ଭାରତ-ଆମେରିକା ମଧ୍ୟରେ ହୋଇପାରେ ପି-୮ଆଇ ଚୁକ୍ତି
ନୂଆଦିଲ୍ଲୀ, ୧୪।୯ : ଭାରତ ଓ ଆମେରିକା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଏକ ନୂଆ ସ୍ତରକୁ ଗତି କରୁଛି। ଭାରତୀୟ ନୌସେନା ପାଇଁ ୬ ଅତିରିକ୍ତ ପି-୮ଆଇ ମେରିଟାଇମ୍ ପେଟ୍ରୋଲ ଏୟାରକ୍ରାଫ୍ଟର ଚୁକ୍ତିକୁ ନେଇ ଉଭୟ ଦେଶ ମଧ୍ୟରେ ଆଲୋଚନା ପ୍ରାୟତଃ ଶେଷ ହୋଇଛି। ୪ ଅରବ ଡଲାରରେ ଏହି ଚୁକ୍ତି ହେବା ସହିତ!-->…
୧୧୪ ନୂଆ ରାଫେଲ କିଣିବା ପାଇଁ ବାୟୁସେନାର ଭାରତ ସରକାରଙ୍କୁ ପ୍ରସ୍ତାବ
ଦିଲ୍ଲୀ : ଭାରତୀୟ ବାୟୁସେନା ଏହି ସପ୍ତାହରେ ଫ୍ରାନ୍ସରୁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ପ୍ରସ୍ତାବ ପଠାଇଛି । ରିପୋର୍ଟ ଆସିଛି ଯେ ଭାରତ ମଧ୍ୟ ରୁଷର ପଞ୍ଚମ ପିଢ଼ିର ଯୁଦ୍ଧ ବିମାନ Su-୫୭ ଉପରେ ନଜର ରଖିଛି । ଏକ ରୁଷୀୟ ଦଳ ଖୁବ୍!-->…
ଆସାମରେ ଭୂମିକମ୍ପ, ତୀବ୍ରତା ୫.୮
ଆସାମ: ଆସାମରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ଆଜି ଅପରାହ୍ନରେ ଭୂମିକମ୍ପର ଝଟକା ଲୋକଙ୍କୁ ଭୟଭୀତ କରିଦେଇଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଆସାମର ଅନ୍ୟ ଏକ ଜିଲ୍ଲା ଉଦଲଗୁରିରେ ଭୂପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଛି । ଲୋକମାନେ ଘର ଏବଂ ଦୋକାନ!-->…