Browsing Category

ଦେଶ

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ,

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି

ସିନ୍ଦେଙ୍କ ବିମାନ ବିଳମ୍ବ ପାଇଁ ବଂଚିଗଲା ମହିଳାଙ୍କ ଜୀବନ

ନୂଆଦିଲ୍ଲୀ: ଗତକାଲି ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଥିଲା । ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିବା

୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ

ବଦଳିଲା ନିୟମ: ବିବାହ ପଞ୍ଜିକରଣ ପାଇଁ ଆବଶ୍ୟକ ପଣ୍ଡିତ ଓ ବାହାଘର ଭିଡିଓ

ନୂଆଦିଲ୍ଲୀ: ଏବେ ଉତ୍ତରପ୍ରଦେଶରେ କେହି ନକଲି ବିବାହ ପଞ୍ଜିକରଣ କରିପାରିବେ ନାହିଁ। ବିବାହ ପଞ୍ଜିକରଣ ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ବିବାହ ରୀତିନୀତି ସହିତ ଜଡିତ ଅସମ୍ପୂର୍ଣ୍ଣ ପ୍ରମାଣ ଆଉ ବିବାହ ପଞ୍ଜିକରଣ ପାଇଁ ଗ୍ରହଣ କରାଯିବ ନାହିଁ। କେବଳ ବିବାହର ଦୃଢ଼ ପ୍ରମାଣ

କୋହଲିଙ୍କ ନାମରେ ମାମଲା ରୁଜୁକୁ ନେଇ ପୁଲିସ ର ପ୍ରତିକ୍ରିୟା

ନୂଆଦିଲ୍ଲୀ: ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଐତିହାସିକ ବିଜୟର ଦିନକ ପରେ ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଦଳାଚକଡା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୧୧ଜଣ ଖେଳପ୍ରେମୀଙ୍କ ଜୀବନ ଚାଲିଯାଇଥିବା ପ୍ରକାଶିତ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ଆରସିବି

ସିନ୍ଦେଙ୍କୁ ଉଡ଼ାଇବାକୁ ମନା କଲେ ପାଇଲଟ୍

ମୁମ୍ବାଇ: ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିବା ପରେ

ନକ୍ସଲ ବିରୋଧୀ ଅଭିଯାନରେ ସାମିଲ ଥିବା ଅଧିକାରୀମାନଙ୍କୁ ଭେଟି ସମ୍ମାନିତ କଲେ ଶାହା

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ନକ୍ସଲବାଦୀଙ୍କ ବିରୁଦ୍ଧରେ ଅପରେସନ୍ ଚଳାଇଥିବା ଅଧିକାରୀମାନଙ୍କୁ ଭେଟିଥିଲେ। ଅମିତ ଶାହ ନକ୍ସଲବାଦ ବିରୁଦ୍ଧରେ ସାମ୍ପ୍ରତିକ ଅପରେସନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଭେଟି ସଫଳତା ପାଇଁ ସେମାନଙ୍କୁ

କେଦାରନାଥ ଯାଉଥିବା ହେଲିକପ୍ଟର ରାଜପଥରେ ଜରୁରୀକାଳୀନ ଅବତରଣ

ଉତ୍ତରାଖଣ୍ଡ : କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହେଲା ଏମର୍ଜେନ୍ସ ଲ୍ୟାଣ୍ଡିଂ । ଅବତରଣ ସମୟରେ ଏକ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । UCADA ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ DGCAକୁ ଜଣାଇଛି । ସୂଚନା ଅନୁଯାୟୀ, କେଦାରନାଥ