Browsing Category

ଦେଶ

ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନାର ପାଟ୍ରୋଲିଂକୁ ଚୀନର ବିରୋଧ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ସୀମାନ୍ତ ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି) ନିକଟରେ ଭାରତୀୟ ସେନାକୁ ପେଟ୍ରୋଲିଂ ପଏଣ୍ଟକୁ ଯିବାରେ ଚୀନ ସେନା ବାଧା ଦେଉଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଅରୁଣାଚଳ ପ୍ରଦେଶର ଆଞ୍ଚଳିକ ଦଳ ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ (ପିପିଏ) ଦ୍ୱାରା ଗଠିତ ୪

ଗୁରୁଦ୍ୱାରରେ ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ବାଦଲଙ୍କୁ ଆକ୍ରମଣ

ମହାରାଷ୍ଟ୍ର : ମହାରାଷ୍ଟ୍ର ନାନ୍ଦେଡ଼ରେ ଶିରୋମଣି ଅକାଳୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି । ନାନ୍ଦେଡ଼ସ୍ଥିତ ଗୁରୁଦ୍ୱାର ମାତା ସାହିବ କୌରକୁ ଦର୍ଶନ କରିବାକୁ ଯାଇଥିବା ବେଳେ ନିହଙ୍ଗ ବେଶରେ ଆସିଥିବା

ଲଦାଖରେ ଭୂକମ୍ପ, ତୀବ୍ରତା ୫.୫

ଲଦାଖ : ଆଜି ସକାଳେ ଲଦାଖର ଲେହରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ । ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫ ମିନିଟରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିବା NSC ପକ୍ଷରୁ ସୂଚନା ମିଳିଛି ।

ବନ୍ଦେ ମାତରମ ଗାନ ସହ ସରିଲା ଲୋକସଭାର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: NEET ପରୀକ୍ଷା ବିରୋଧରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସଂସଦରେ ଜାରି ଅଚଳାବସ୍ଥା ମଧ୍ୟରେ ଗୁରୁବାର ଦିନ ମୌସୁମୀ ଅଧିବେଶନର ଶେଷ ଦିନ ଲୋକସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଛି। ଅଧିବେଶନଟି ବନ୍ଦେ ମାତରମ୍ ଗାନ ସହିତ

ଟ୍ରମ୍ପ ଇରାନର ସର୍ତ୍ତ ନ ମାନିବା ଯାଏ ବନ୍ଦ ରହିବ ଷ୍ଟ୍ରେଟ ଅଫ ହର୍ମୁଜ

ନୂଆଦିଲ୍ଲୀ: ଯେପର୍ଯ୍ୟନ୍ତ ଆମେରିକା ତା’ର ଆଚରଣ ପରିବର୍ତ୍ତନ କରି ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନର ସର୍ତ୍ତଗୁଡ଼ିକୁ ଗ୍ରହଣ କରିନାହିଁ, ସେପର୍ଯ୍ୟନ୍ତ ହର୍ମୁଜ୍ ପ୍ରଣାଳୀ ବନ୍ଦ ରହିବ। ଏଭଳି କହିଛନ୍ତି ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ନବନିଯୁକ୍ତ ସଚିବ। ଯାହା ଫଳରେ

ଓଡ଼ିଶା ଡିଜିପି ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ନକରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ପୁଣି ସ୍ଥଗିତ ରହିଲା ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ଚୟନ। ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଅନୁଯାୟୀ, ଆସନ୍ତା ୧୮ ତାରିଖ

‘ଜୀବିତ ଅଛନ୍ତି ଇମ୍ରାନ ଖାନ’ ସ୍ପଷ୍ଟୀକରଣ ରଖିଲା ପାକିସ୍ତାନ ସେନା, ମୃତ୍ୟୁ ଗୁଜବକୁ ଖଣ୍ଡନ

ଇସଲାମାବାଦ: ପାକିସ୍ତାନର ଜେଲ୍‌ରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନଙ୍କ ମୃତ୍ୟୁ ଘଟିଥିବା ନେଇ ବ୍ୟାପକ ଗୁଜବ ସୃଷ୍ଟି ହୋଇଛି। ଏହି ଚାଞ୍ଚଲ୍ୟକର ଦାବି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିବା ପରେ

ଖୁବ୍‌ଶୀଘ୍ର ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌

ନୂଆଦିଲ୍ଲୀ : ଖୁବ୍‌ଶୀଘ୍ର ବଜାରକୁ ପଲିମର (ପ୍ଲାଷ୍ଟିକ୍) ନୋଟ୍‌ ଆସିବାକୁ ଯାଉଛି। ଏଥିପାଇଁ ସରକାର ଆବଶ୍ୟକ ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଇଥିବା ସୂଚନା ଅନୁଯାୟୀ ପରୀକ୍ଷାମୂଳକ ଭାବେ ବଜାରକୁ ୨୦୦ କୋଟି ଟଙ୍କାର ୧୦ ଟଙ୍କିଆ ଓ ୨୦ ଟଙ୍କିଆ

‘ହର ଘର ତିରଙ୍ଗା’ ଅଭିଯାନରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିବେଦନ

ନୂଆଦିଲ୍ଲୀ : ‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି। ଏହା ସହ ବିକଶିତ ଭାରତ ଗଠନ ଦିଗରେ ନିଜର ସାମୂହିକ ସଂକଳ୍ପକୁ ଦୋହରାଇବାକୁ ଆହ୍ୱାନ ଦେଇଛନ୍ତି। ମଙ୍ଗଳବାର ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି

ପ୍ରମାଣିତ ହେଲା ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଉପରେ ଲାଗିଥିବା ସବୁ ଅଭିଯୋଗ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ‘କ୍ୟାସ୍ ଆଟ୍ ହୋମ୍’ ମାମଲାରେ ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ପାଇଁ ବଢ଼ିଛି ଅଡ଼ୁଆ । ତାଙ୍କ ବିରୋଧରେ ତଦନ୍ତ କରୁଥିବା ଲୋକସଭା ଦ୍ୱାରା ଗଠିତ ୩ ଜଣିଆ ତଦନ୍ତ କମିଟି ସମସ୍ତ ୩ଟି ଅଭିଯୋଗ ପ୍ରମାଣିତ ହୋଇଥିବା ନିଷ୍କର୍ଷରେ ପହଞ୍ଚିଛି । ବୁଧବାର ଏହି ତଦନ୍ତ