Browsing Category

ଦେଶ

ବିବାଦ ଭିତରେ ନରମିଲା ଟ୍ରମ୍ପଙ୍କ ସ୍ୱର, ତୁଟିବ କି ଭାରତ-ଆମେରିକା ବିବାଦ?

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱର ବଦଳିଛି। ଭାରତ ଉପରେ ଟାରିଫ ଲଗାଇବା ପରେ ସେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଜର ବନ୍ଧୁ ବୋଲି କହୁଛନ୍ତି। ସେ ଭାରତ-ଆମେରିକା ସମ୍ପର୍କର ପ୍ରଶଂସା ମଧ୍ୟ କରୁଛନ୍ତି। ଏହାର ଜବାବରେ ମୋଦୀ ଟ୍ରମ୍ପଙ୍କ…

ଏଥର UNGAରେ ଯୋଗ ଦେବେନି ମୋଦୀ, ଭାରତକୁ ପ୍ରତିନିଧିତ୍ୱ କରିବେ ବିଦେଶ ମନ୍ତ୍ରୀ ଏସ. ଜୟଶଙ୍କର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର ୮୦ ତମ ଅଧିବେଶନର ଉଚ୍ଚସ୍ତରୀୟ ସାଧାରଣ ବିତର୍କରେ ଯୋଗଦେବେ ନାହିଁ। ଶୁକ୍ରବାର ପ୍ରକାଶିତ ସଂଶୋଧିତ ଅସ୍ଥାୟୀ ତାଲିକା ଅନୁଯାୟୀ, ବିଦେଶ ମନ୍ତ୍ରୀ ଏସ. ଜୟଶଙ୍କର ଭାରତ ପକ୍ଷରୁ ସେପ୍ଟେମ୍ବର ୨୭…

ମୁମ୍ବାଇରେ ଆତଙ୍କୀ ଆକ୍ରମଣ ବିଫଳ, ୪ କ୍ବିଣ୍ଟାଲ ଆରଡିଏକ୍ସ ସହ ଅଭିଯୁକ୍ତ ଗିରଫ

ମୁମ୍ବାଇ: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଧମକ ଘଟଣା । ଗଣେଶ ଚତୁର୍ଥୀରେ ମୁମ୍ବାଇରେ ବୋମା ବିସ୍ଫୋରଣ ଧମକ ଦେଇଥିବା ଅଭିଯୁକ୍ତକୁ ନୋଏଡା ପୋଲିସ ଗିରଫ କରିଛି । ଅଭିଯୁକ୍ତ ହେଉଛି ୫୧ ବର୍ଷୀୟ ଅଶ୍ୱିନୀ କୁମାର । ସେ ବିହାର ପାଟଳିପୁତ୍ରର ବାସିନ୍ଦା । ଗତ ପାଞ୍ଚ ବର୍ଷ…

ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜୀକରଣ

ଉତ୍ତରାଖଣ୍ଡ : ପାଗରେ ସୁଧାର ଆସିବା ପରେ ଉତ୍ତରାଖଣ୍ଡ ସରକାର ପୁଣି ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ କରିଛନ୍ତି । ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହୋଇଥିବା ଅନଲାଇନ ଏବଂ ଅଫଲାଇନ ପ୍ରକ୍ରିୟା ପୁଣି ଥରେ ଉପଲବ୍ଧ ହୋଇଛି । ଚାମୋଲି, ରୁଦ୍ରପ୍ରୟାଗ ଏବଂ ଉତ୍ତରକାଶୀର ଜିଲ୍ଲା…

ଲାଲକିଲ୍ଲା ପରିସରରୁ ସୁନା, ହୀରା ଖଚିତ ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର କଳସ ଚୋରି

ନୂଆଦିଲ୍ଲୀ : ଲାଲକିଲ୍ଲା ପରିସରରୁ ଏକ କୋଟି ଟଙ୍କାର କଳସ ଚୋରି ହୋଇଛି । ଲାଲକିଲ୍ଲା ପରିସରରେ ଏକ ଧାର୍ମିକ ଅନୁଷ୍ଠାନ ଚାଲିଥିବା ବେଳେ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହି କଳସ ଚୋରି ହୋଇଥିବା ଜଣାପଡିଛି । ପୋଲିସ ଏହି ମାମଲାର ଯାଞ୍ଚ ଆରମ୍ଭ କରିଛି । ତେବେ ମାମଲାରେ ବିଏନଏସ ୨୦୨୩,…

ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି, ଅଧାରୁ କୋଚି ଫେରିଲା ଆବୁଧାବି ଯାଉଥିବା ବିମାନ

କୋଚି : କେରଳର କୋଚି ବିମାନବନ୍ଦରୁ ଉଡ଼ାଣ ଭରିଥିବା ଇଣ୍ଡିଗୋ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଫେରିଆସିଛି । ବିମାନଟି କୋଚିରୁ ଆବୁଧାବିକୁ ଯାଉଥିଲା । ଉଡ଼ାଣ ଭରିବାର କିଛି ସମୟ ପରେ ତ୍ରୁଟି ଦେଖାଦେବାରୁ ବିମାନକୁ ଫେରାଇ ଆଣିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।…

ଗୁଜୁରାଟରେ ଅଘଟଣ, ରୋପୱେ ଭାଙ୍ଗିବାରୁ ୬ଜଣଙ୍କ ଜୀବନ ଗଲା

ଗୁଜୁରାଟ : ପଞ୍ଚମହଲ ଜିଲ୍ଲାର ପାବାଗଡରେ ଥିବା ମହାକାଳୀ ମନ୍ଦିରରେ ଘଟିଛି ଅଘଟଣ । ଶକ୍ତିପୀଠରେ ମାଲବାହୀ ରୋପୱେ ଭାଙ୍ଗିଯିବାରୁ ଶନିବାର ୬ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ ତୁରନ୍ତ ଘଟଣାସ୍ଥଳରେ…

ଭୁଶୁଡ଼ିଲା ୪ ମହଲା କୋଠା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି

ଦିଲ୍ଲୀ: ଆଜି ଅପରାହ୍ନରେ ରାଜଧାନୀ ଦିଲ୍ଲୀର ବଦରପୁର ଅଞ୍ଚଳରେ ଏକ ୪ ମହଲା କୋଠା ହଠାତ୍ ଭୁଶୁଡ଼ି ପଡିଛି । ଦୁର୍ଘଟଣାର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ, ଅଗ୍ନିଶମ ବିଭାଗ ଏବଂ ସିଭିଲ ଡିଫେନ୍ସ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । …

‘ୟୁକ୍ରେନ ଶାନ୍ତିରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ୟୁରୋପୀୟ ସଂଘ ନେତାଙ୍କ ସହ କଥା ହେଲେ ମୋଦି….

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ୟୁରୋପୀୟ ସଂଘ ସମ୍ପର୍କ ସମୀକ୍ଷା ଏବଂ ଆଗକୁ ବଢ଼ାଇବା ପାଇଁ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନଙ୍କ ସହ ଏକ ମିଳିତ ଟେଲିଫୋନ୍ କଲ୍ କରିଥିଲେ। ନେତାମାନେ ବାଣିଜ୍ୟ,…

ବନ୍ୟା ଘେରରେ ରାଜଧାନୀ ଦିଲ୍ଲୀ, ଜଳମଗ୍ନ ହୋଇଛି ଅନେକ ତଳିଆ ଅଞ୍ଚଳ

ଦିଲ୍ଲୀ : ବନ୍ୟା ଘେରରେ ରାଜଧାନୀ ଦିଲ୍ଲୀ । ବୁଡ଼ିଛି ଘରଦ୍ୱାର ରାସ୍ତାଘାଟ । ଅନେକ ଅଞ୍ଚଳ ରହିଛି ଜଳମଗ୍ନ । ଲଗାଣ ବର୍ଷା ଯୋଗୁଁ ହାଥନିକୁଣ୍ଡ ବ୍ୟାରେଜରୁ ପାଣି ଛଡ଼ାଯିବା ପରେ ବଢୁଛି ଯମୁନା ନଦୀର ଜଳସ୍ତର । ଫଳରେ ଦିଲ୍ଲୀର ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଆଣ୍ଠୁଏ…