Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଚାକିରି ଯୋଗାଇବାରେ ୟୁପିଏ ଏବଂ ଏନଡିଏ ବିଫଳ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୩।୧: ବଜେଟ ଅଧିବେଶନର ତୃତୀୟ ଦିନରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ୱୀକାର କରିଛନ୍ତି ଯେ, ଦେଶରେ ବେରୋଜଗାର ଯୁବକ ମାନଙ୍କୁ ଚାକିରି ଦେବାରେ ଉଭୟ ୟୁପିଏ ଏବଂ ଏନଡିଏ ସରକାର ବିଫଳ ହୋଇଛନ୍ତି।
”ଏ ଦେଶର ଭବିଷ୍ୟତ ଭାରତର!-->!-->!-->…
ସଂସଦରେ ଉଠିଲା ଘରୋଇ ହିଂସା ଆଇନର ଅପବ୍ୟବହାର ପ୍ରସଙ୍ଗ
ନୂଆଦିଲ୍ଲୀ: ଘରୋଇ ହିଂସା ଓ ମହିଳାଙ୍କ ପ୍ରତି ଶୋଷଣ ସମ୍ବନ୍ଧୀୟ ଆଇନର ଅପବ୍ୟବହାରକୁ ନେଇ ନିକଟରେ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏବେ ସଂସଦରେ ଏହି ପ୍ରସଙ୍ଗ ଉଠିଛି। ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିଜେପି ରାଜ୍ୟସଭା ସାଂସଦ ଦିନେଶ ଶର୍ମା ଚିନ୍ତା ପ୍ରକଟ!-->…
ପାଟଖଣ୍ଡା ଚିତ୍ରାଳୟ ମାଲିକ ଆଉ ନାହାନ୍ତି : ସମଗ୍ର ଅଞ୍ଚଳରେ ଶୋକର ଛାୟା
ବାଲିଗୁଡ଼ା : ସମଗ୍ର କନ୍ଧମାଳ ଜିଲ୍ଲା ତଥା ଜିଲ୍ଲା ବାହାରେ ଚହଳ ସୃଷ୍ଟି କରିଥିବା ବାଲିଗୁଡା ଅଞ୍ଚଳର ଜଣାଶୁଣା ପାଟଖଣ୍ଡା ଚିତ୍ରାଳୟ ଓ ଲାଇଟ ଏଣ୍ଡ ସାଉଣ୍ଡ ର ମୁଖ୍ୟ ସତ୍ୱାଧିକାରୀ ରାମଚନ୍ଦ୍ର ପ୍ରଧାନ ଓରଫ ମଙ୍ଗୁଳୁ (୬୬) ଙ୍କ ରବିବାର ସକାଳେ ନିଜ ବାସଭବନରେ ଦେହାନ୍ତ ହୋଇଯାଇଛି l ଏ!-->…
ଦିଲ୍ଲୀରେ ଉଚ୍ଛେଦ ହେବନି ବସ୍ତି, ଆପ୍ ମିଛ କହୁଛି: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନରେ ଥିବାରୁ ବସ୍ତିବାସିନ୍ଦାଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦିଲ୍ଲୀରେ ବସ୍ତି ଉଚ୍ଛେଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରବିବାର ଦିଲ୍ଲୀରେ ନିର୍ବାଚନ ପ୍ରଚାର କରି ମୋଦୀ!-->…
କଂଗ୍ରେସରେ ଯୋଗ ଦେଇପାରନ୍ତି ସଞ୍ଜୟ ରାଉତ: ନିତେଶ ରାଣେ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ବିଜେପି ବିଧାୟକ ନିତେଶ ରାଣେ ଆଜି ଦାବି କରିଛନ୍ତି ଯେ ଶିବସେନା-ୟୁବିଟି ସାଂସଦ ସଞ୍ଜୟ ରାଉତ ଦିଲ୍ଲୀରେ କଂଗ୍ରେସ ନେତାମାନଙ୍କ ସହ ବୈଠକ କରୁଛନ୍ତି। ସେ କଂଗ୍ରେସରେ ଯୋଗଦେବା ପାଇଁ ତାଙ୍କୁ ଭେଟିଛନ୍ତି। ନିତେଶ ରାଣେ କହିଛନ୍ତି ଯେ ସଞ୍ଜୟ ରାଉତଙ୍କ!-->…
ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ
ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ୍ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ!-->…
୨୧ ଦିନରେ ବୁଡ଼ ପକାଇଲେଣି ୩୪ କୋଟି ଶ୍ରଦ୍ଧାଳୁ
ପ୍ରୟାଗରାଜ: ପ୍ରୟାଗରାଜରେ ଚାଲୁଥିବା ଦିବ୍ୟ ମହାକୁମ୍ଭର ଆଜି ୨୧ ତମ ଦିନ। ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୭୨.୩୬ ଲକ୍ଷ ଭକ୍ତ ସଙ୍ଗମରେ ବୁଡ଼ ପକାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪.୩୩ କୋଟିରୁ ଅଧିକ ଭକ୍ତ ପବିତ୍ର ବୁଡ଼ ପକାଇଛନ୍ତି। ମହାକୁମ୍ଭ ୧୩ ଜାନୁଆରୀରୁ ଆରମ୍ଭ ହୋଇଥିଲା।!-->…
ଆମେରିକା ବିରୁଦ୍ଧରେ ବାଣିଜ୍ୟିକ ଯୁଦ୍ଧ: କାନାଡା-ଚୀନ୍-ମେକ୍ସିକୋ ଏକଜୁଟ
ୱାଶିଂଟନ/ଅଟୱା: ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚୀନ୍ ବିରୁଦ୍ଧରେ ଅଧିକ ଶୁଳ୍କ ଲାଗୁ କରିବା ପରେ ଏକ ବାଣିଜ୍ୟିକ ଯୁଦ୍ଧ ଆରମ୍ଭ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ଟ୍ରୁଡୋ କହିଛନ୍ତି ଯେ,!-->…
ଇନ୍ଦିରା ଗାନ୍ଧି ସରକାରରେ ୧୨ ଲକ୍ଷ ଆୟରୁ ୧୦ ଲକ୍ଷ ଟିକସ ଦେବାକୁ ପଡ଼ୁଥିଲା : ମୋଦୀ
ନୂଆଦଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆଦିଲ୍ଲୀରେ ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଶାଣିତ ଆକ୍ରମଣ କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସ ସରକାର ଅମଳରେ ବିପୁଳ ପରିମାଣରେ ଟିକସ ଆଦାୟ କରାଯାଉଥିଲା । ନେହେରୁଙ୍କ ସମୟରେ ଆୟର ଏକ ଚତୁର୍ଥାଂଶ ଟିକସ ଦେବାକୁ!-->…
ଦିଲ୍ଲୀ ନିର୍ବାଚନ: ବିଜେପିରେ ମିଶିଲେ ଇସ୍ତଫା ଦେଇଥିବା AAPର ସମସ୍ତ ୮ ବିଧାୟକ
ଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଥିବା ସମସ୍ତ ୮ ବିଧାୟକ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ସେମାନେ ବିଜେପିର ହାତ ଧରିଛନ୍ତି । ଏହି ବିଧାୟକମାନେ ଶୁକ୍ରବାର ହିଁ ଦଳରୁ ଇସ୍ତଫା ଦେଇଥିଲେ । ତେବେ ନିର୍ବାଚନ ପୂର୍ବରୁ ଏତେ!-->…