Browsing Category

ଦେଶ

ରେଳ ମନ୍ତ୍ରାଳୟ ପାଇଁ ୨.୫୫ ଲକ୍ଷ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ରେଳ ମନ୍ତ୍ରଣାଳୟ ପାଇଁ ୨.୫୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେଥିମଧ୍ୟରୁ ୩,୪୪୫ କୋଟି ଟଙ୍କା ରାଜସ୍ବ ଓ ୨,୫୨,୦୦୦ କୋଟି ଟଙ୍କା ପୁଞ୍ଜି ବ୍ୟୟରେ ଖର୍ଚ୍ଚ ହେବ। ତେଣୁ ରେଳ ବଜେଟରେ ମୋଟ ୨ ଲକ୍ଷ ୫୫ ହଜାର ୪୪୫ କୋଟି ଟଙ୍କାର ବ୍ୟୟବରାଦ

ବିଜେପି ସମର୍ଥକଙ୍କୁ ଏହି ଅପିଲ କଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରୀ ୮ ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଏହି ସମୟରେ, ଆମ ଆଦମୀ ପାର୍ଟି ମୁଖ୍ୟ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ଭିଡିଓ ବାର୍ତ୍ତା ଜାରି କରି

୬.୮୧ ଲକ୍ଷ କୋଟିକୁ ବଢିଲା ପ୍ରତିରକ୍ଷା ବଜେଟ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ରେକର୍ଡ ୬.୮୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହା କି ପୂର୍ବ ବର୍ଷ ତୁଳନାରେ ୯.୫୩% ଅଧିକ। ଏହି ରାଶି ଦେଶର ଆନୁମାନିକ ଜିଡିପିର ୧.୯୧ ପ୍ରତିଶତ। ୬.୮ ଲକ୍ଷ କୋଟି ଟଙ୍କାର

ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ ବଜେଟ୍ କହିବା ସହ ଏହା

ଲଗାତାର ୮ମ ଥର ପାଇଁ ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ: ୧ ଘଣ୍ଟା ୧୪ ମିନିଟର ଅଭିଭାଷଣ

ନୂଆଦିଲ୍ଲୀ: ଉପସ୍ଥାପିତ ହେଲା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପିତ କଲେ ବଜେଟ୍ । ବିଭିନ୍ନ କ୍ଷେତ୍ର ପାଇଁ ଏହି ବଜେଟରେ ବଡ ଘୋଷଣା କରାଯାଇଥିବା ବେଳେ ଠିକ୍ ଦିନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ବଜେଟ୍ ଅଭିଭାଷଣ ରଖିଥିଲେ । ଏବଂ ୧

ବଜେଟରେ ବଡ ଘୋଷଣା: ଜାଣନ୍ତୁ କଣ ହେଲା ଶସ୍ତା, କଣ ମହଙ୍ଗା ?

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତଙ୍କ ପାଇଁ ସେ କରିଛନ୍ତି ବଡ଼ ଘୋଷଣା। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରାଯାଇଛି। ସେହିପରି ଏହି ବଡ଼ ଘୋଷଣା ଭିତରେ ଅଛି ବେତନଭୋଗୀଙ୍କ

ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା

ଦିଲ୍ଲୀରେ ବିଜେପି ସମର୍ଥନରେ ପ୍ରଚାର କରିବେ ଚନ୍ଦ୍ରବାବୁ ଓ ପବନ କଲ୍ୟାଣ

ନୂଆଦିଲ୍ଲୀ: ଦିଲ୍ଲୀରେ ନିର୍ବାଚନ ପ୍ରଚାରର ଶେଷ ସପ୍ତାହ ଆରମ୍ଭ ହୋଇଛି ଏବଂ ଦଳଗୁଡ଼ିକ ସେମାନଙ୍କର ପୂର୍ଣ୍ଣ ଶକ୍ତି ଖଟାଇଛନ୍ତି। ଏବେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶନିବାର (ଫେବୃଆରୀ ୦୧, ୨୦୨୫) ଠାରୁ ଦିଲ୍ଲୀରେ

ସୋନିଆଙ୍କ ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଲା ରାଷ୍ଟ୍ରପତି ଭବନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀଙ୍କ ଅରୁଚିକର ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଛି ରାଷ୍ଟ୍ରପତି ଭବନ। ସୋନିଆଙ୍କ ମନ୍ତବ୍ୟ ଅଗ୍ରହଣୀୟ। ଏହା ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାକୁ ଆଘାତ ଦେଇଛି ବୋଲି ରାଷ୍ଟ୍ରପତି ଭବନ ତରଫରୁ ଏକ ବିବୃତି ଜାରି କରାଯାଇ

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟକା, ଗୋଟିଏ ଦିନରେ ୭ ବିଧାୟକ ଛାଡ଼ିଲେ ପାର୍ଟି

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ଲାଗିଛି ବଡ଼ ଝଟକା । ପାର୍ଟିର ୭ ଜଣ ବିଧାୟକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ତ୍ରିଲୋକପୁରୀ ବିଧାୟକ ରୋହିତ ମହରୌଲିଆ, ଜନକପୁରୀ ବିଧାୟକ ରାଜେଶ ଋଷି, କସ୍ତୁରବା ନଗର ବିଧାୟକ ମଦନଲାଲ,