Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା
ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା!-->…
ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?
ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ ଶେଖ ହସିନାଙ୍କ ସରକାରର!-->…
ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….
ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ ୧୩୦ତମ ସମ୍ବିଧାନ ସଂଶୋଧନ ବିଲ୍ ବିରୋଧରେ!-->…
ନୌସେନାକୁ ବୁଷ୍ଟ କରିବ ସବ୍ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ
ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍ୟାର୍ଡସ ଲିମିଟେଡ୍ (MDL)କୁ ପ୍ରୋଜେକ୍ଟ ୭୫ ଇଣ୍ଡିଆ (P-75I) ଅଧୀନରେ!-->…
ସିଆଇଏସଏଫ ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଆରମ୍ଭ, ସ୍ୱତନ୍ତ୍ର ତାଲିମ ପରେ ହେବେ ନିୟୋଜିତ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ରବିବାର ଘୋଷଣା କରିଛି ଯେ ଏହାର ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଏବେ ଆରମ୍ଭ ହୋଇଛି। ଏହି ସ୍ୱତନ୍ତ୍ର ମହିଳା ସ୍କ୍ୱାଡ୍ ଦେଶର ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ପ୍ରତିଷ୍ଠାନରେ ସୁରକ୍ଷା ଦାୟିତ୍ୱ ପାଇଁ ନିୟୋଜିତ ହେବ। ଏବେ!-->…
ପାଣିରେ ବୁଡି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର, ଡଙ୍ଗାରେ ଯାଇ ଭଗବାନଙ୍କୁ ଦର୍ଶନ କରୁଛନ୍ତି ଭକ୍ତ
ରାଜସ୍ଥାନ ବାଂସୱାଡ଼ାର ପାଣିରେ ବୁଡ଼ି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର । ତଥାପି ବନ୍ଦ ହୋଇନି ଭକ୍ତଙ୍କ ପୂଜାର୍ଚ୍ଚନା । ସୋମବାର ଦିନ ଭୋଲେନାଥଙ୍କ ଦର୍ଶନ ଏବଂ ପୂଜାର୍ଚ୍ଚନା ପାଇଁ ଡଙ୍ଗାରେ ଯାଇ ମନ୍ଦିରରେ ପହଞ୍ଚିଥିଲେ ଭକ୍ତ ।
ଲଗାତାର ବର୍ଷା ଯୋଗୁଁ ଅଧାରୁ ଅଧିକ ବୁଡ଼ିଯାଇଛି!-->!-->!-->…
ଶତ୍ରୁ ପ୍ରତି ବଡ଼ପଣ ଦେଖାଇଲା ଭାରତ, ପାକିସ୍ତାନକୁ ବନ୍ୟା ସମ୍ପର୍କରେ କଲା ସତର୍କ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରଠାରୁ ଜାରି ରହିଛି ଭାରତ-ପାକିସ୍ତାନର ଉତ୍ତେଜନା । ଫଳରେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ଅସ୍ଥାୟୀ ଭାବେ ବନ୍ଦ କରିଥିଲା । ଏହାରି ମଧ୍ୟରେ ବଡ଼ପଣ ଦେଖାଇଛି ଭାରତ । ଏଥି ସହିତ ଭାରତ ପାକିସ୍ତାନକୁ ପରାମର୍ଶ ଦେବା ସହିତ ବନ୍ୟା ସମ୍ପର୍କରେ ସତର୍କ!-->…
ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ
ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇ ୧୫ ଅଗଷ୍ଟରୁ ୧୭ ଅଗଷ୍ଟ!-->…
ଭାରତ ପାଇଁ ଆମେରିକାର ନୂଆ ରାଷ୍ଟ୍ରଦୂତ ସର୍ଗିଓ ଗୋର୍
ୱାଶିଂଟନ,୨୩ା୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇତିମଧ୍ୟରେ ସର୍ଗିଓ ଗୋରଙ୍କୁ ଭାରତ ପାଇଁ ନୂଆ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ୩୮ ବର୍ଷୀୟ ସର୍ଗିଓ ବର୍ତ୍ତମାନ ହ୍ବାଇଟ ହାଉସରେ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତାଭାବେ କାର୍ଯ୍ୟରତ ଅଛନ୍ତି। ସର୍ଗିଓଙ୍କୁ ଟ୍ରମ୍ପ ନିଜର!-->…
ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ଗିରଫ କଲା ଇଡି; ୧୨ କୋଟି ନଗଦ, ୬ କୋଟି ଅଳଙ୍କାର ସହ ବିପୁଳ ସମ୍ପତ୍ତି ଜବତ
ବେଙ୍ଗାଲୁରୁ: ଅଗଷ୍ଟ ୨୨ ଏବଂ ୨୩ ତାରିଖରେ ଦେଶବ୍ୟାପୀ ହୋଇଥିବା ଏକ ବଡ଼ ଅଭିଯାନରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି । ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ସିକିମରୁ!-->…