Browsing Category

ଦେଶ

ଅଡ଼ୁଆ ଜାଲରେ ଅନୀଲ ଅମ୍ବାନୀ, ଘର, ଅଫିସ୍ ସମେତ ୬ ସ୍ଥାନରେ ସିବିଆଇ ରେଡ୍

ମୁମ୍ବାଇ: ଅନୀଲ ଅମ୍ବାନୀଙ୍କ ଘରେ ସିବିଆଇ ରେଡ୍ । ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ସିବିଆଇ । ମୁମ୍ବାଇର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ୧୭ ହଜାର କୋଟି ଟଙ୍କା ବ୍ୟାଙ୍କ ଅର୍ଥ ହେରଫେର ମାମଲାର ଛାନଭିନ୍ କରୁଛି…

ଟ୍ରମ୍ପଙ୍କ ଟାରିଫ୍ ଉପରେ କାର୍ଯ୍ୟାନୁଷ୍ଠାନ, ଆମେରିକାକୁ ଅସ୍ଥାୟୀ ଭାବେ ଡାକ ସେବା ବନ୍ଦ କଲା ଭାରତ

ନୂଆଦିଲ୍ଲୀ: ଡାକ ବିଭାଗ ୩୦ ଜୁଲାଇ, ୨୦୨୫ ରେ ଯୁକ୍ତରାଷ୍ଟ୍ର ସରକାର ଦ୍ୱାରା ଜାରିକୃତ କାର୍ଯ୍ୟାଦେଶ ସଂଖ୍ୟା ୧୪୩୨୪କୁ ଧ୍ୟାନରେ ନେଇଛି । ଏହି ଆଦେଶାନୁସାରେ, ୨୯ ଅଗଷ୍ଟ ୨୦୨୫ ରୁ USD ୮୦୦ ପର୍ଯ୍ୟନ୍ତ ମୂଲ୍ୟର ପଣ୍ୟ ପାଇଁ ରହିଥିବା ଶୁଳ୍କମୁକ୍ତ “ଡି-ମିନିମିସ୍”ଛାଡ଼କୁ ବିଲୋପ କରାଯିବ ।…

୨୦୨୬ ଏପ୍ରିଲରୁ କାର୍ଯ୍ୟକାରୀ ହେବ ନୂଆ ଆୟକର ଆଇନ

ନୂଆଦିଲ୍ଲୀ: ଆୟକର ଆଇନ, ୨୦୨୫ ଅଧୀନରେ ନୂତନ ଆଇନ ୨୦୨୬ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ। ମୌସୁମୀ ଅଧିବେଶନ ସମୟରେ ସଂସଦରେ ଗୃହୀତ ହୋଇଥିବା ସଂଶୋଧିତ ଆୟକର ବିଧେୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ଲାଭ କରିବାର ଗୋଟିଏ ଦିନ ପରେ ଅଗଷ୍ଟ ୨୨ ତାରିଖରେ ସରକାରୀ ଗେଜେଟରେ ପ୍ରକାଶ…

୨୯ରୁ​‌ ଜାପାନ ଓ ଚୀନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ ଜାପାନ ଗସ୍ତ କରିବେ। ପରେ ଅଗଷ୍ଟ ୩୧…

ମହାରାଷ୍ଟ୍ରରେ ଅଘଟଣ: ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଗ୍ୟାସ୍ ଲିକ୍, ୪ ମୃତ, ୨ ଗୁରୁତର

ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘରର ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରେ ଅଘଟଣ । ଗ୍ୟାସ୍ ଲିକ୍ ହୋଇ ଜଣଙ୍କର ୪ମୃତ୍ୟୁ ହୋଇଛି । ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଲିକ୍ ହୋଇଥିବା ନାଇଟ୍ରୋଜେନ ଗ୍ୟାସ୍…

କୁକୁରଙ୍କୁ ନେଇ ସୁପ୍ରିମ ରାୟ: ବନ୍ଧ୍ୟାକରଣ କରି ଛାଡିଦିଆଯିବ, ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ…

ନୂଆଦିଲ୍ଲୀ : କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମକୋର୍ଟ ବୁଲା କୁକୁରମ‌ାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ ଟୀକାକରଣ ପରେ କୁକୁରମାନଙ୍କୁ ମୁକ୍ତ କରାଯିବ…

ସଂସଦ ସୁରକ୍ଷାରେ ତ୍ରୁଟି, ଗଛ ଉପରେ ଚଢି ପାଚେରୀ ଡେଇଁ ସଂସଦ ଭିତରକୁ ପଶିଥିଲା ଯୁବକ

ନୂଆଦିଲ୍ଲୀ : ସଂସଦ ସୁରକ୍ଷାରେ ସାଂଘାତିକ ତ୍ରୁଟି । ନୂଆ ସଂସଦ ଭବନ ଭିତରକୁ ଜଣେ ଦୁର୍ବୃତ୍ତ ପଶିବାକୁ ଉଦ୍ୟମ କରିଛି । ଗଛ ଉପରେ ଚଢି ପାଚେରୀ ଡେଇଁ ସଂସଦ ଭିତରକୁ ପଶିଥିଲା ଯୁବକ । ପାର୍ଲାମେଣ୍ଟ ବିଲଡିଂର ଗରୁଡ଼ ଗେଟ୍ ନିକଟରେ ପହଞ୍ଚିଯାଇଥିଲା ଅନୁପ୍ରବେଶକାରୀ । ହେଲେ ତାଙ୍କୁ…

ଫେସବୁକ ଓ ଇନଷ୍ଟାଗ୍ରାମକୁ ନେଇ ବଡ଼ ଖବର, ଚମତ୍କାର କରିବ AI

ନୂଆଦିଲ୍ଲୀ: ମେଟା ଅନଲାଇନ ଯୋଗାଯୋଗକୁ ଆହୁରି ସମାବେଶୀ କରିବା ପାଇଁ ଏକ ନୂଆ ପଦକ୍ଷେପ ଗ୍ରହଣ କରିଛି। ଫେସବୁକ ଓ ଇନଷ୍ଟାଗ୍ରାମରେ ରିଲ୍ସ ପାଇଁ ଏବେ AI-ଚାଳିତ ଭଏସ ଟ୍ରାନ୍ସଲେସନ ସୁବିଧା ଉପଲବ୍ଧ ହୋଇଛି। ଏହି ନୂଆ ଫିଚର ବିଶ୍ୱବ୍ୟାପୀ ଉପଲବ୍ଧ ହୋଇଛି, ଯାହା ଦ୍ୱାରା କଣ୍ଟେଣ୍ଟ…

ରାହୁଲ ଗାନ୍ଧୀଙ୍କ ସୁରକ୍ଷା ବଢାଇବାକୁ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ କଂଗ୍ରେସ ନେତା…

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ କଂଗ୍ରେସ କମିଟି (UPCC) ସଭାପତି ଅଜୟ ରାୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ଉଲ୍ଲେଖ କରି ଦଳୀୟ ନେତା ରାହୁଲ ଗାନ୍ଧୀଙ୍କ ସୁରକ୍ଷା ବୃଦ୍ଧି କରିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଅନୁରୋଧ କରିଛନ୍ତି। ଏନେଇ ଶାହଙ୍କୁ…

ସ୍କୁଲ ପରେ ମୁମ୍ବାଇର ଇସ୍କନ୍ ମନ୍ଦିରକୁ ଟାର୍ଗେଟ୍, ମେଲ୍ ଆଇଡିକୁ ଆସିଲା ବୋମା ଧମକ

ମୁମ୍ବାଇ: ଦିଲ୍ଲୀ ସ୍କୁଲ ପରେ ମୁମ୍ବାଇର ଧାର୍ମିକ ପୀଠ ଇସ୍କନ ମନ୍ଦିରକୁ ମିଳିଲା ବୋମା ଧମକ । ଏପରି ଖବର ମିଳିବା ପରେ ଗିରଗାଓଁରେ ଉତ୍ତେଜନା ପ୍ରକାଶ ପାଇଥିବା ଜଣାପଡିଛି । ଯାହା ସିଧାସଳଖ ଭାବେ ମନ୍ଦିରର ସରକାରୀ ମେଲ୍ ଆଇଡିକୁ ଧମକ ପଠାଯାଇଥିଲା । ଯାହା ପରେ ମନ୍ଦିରର ପ୍ରଶାସନ ତୁରନ୍ତ…