Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ
ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ ରହିଛି । ଆଇଏମଡି ଥାନେ ଏବଂ ପାଲଘର!-->…
ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା
ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା!-->…
ସିପି ରାଧାକୃଷ୍ଣନଙ୍କୁ ଟକ୍କର ଦେବେ INDIA ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଏନଡିଏ ମହାରାଷ୍ଟ୍ର!-->…
ଲଗେଜ ଓଜନ ପରେ ଷ୍ଟେସନରେ ମିଳିବ ଏଣ୍ଟ୍ରି, ଖୁବଶୀଘ୍ର ଏୟାରପୋର୍ଟ ଭଳି ଲାଗୁ ହେବ ନିୟମ
ନୂଆଦିଲ୍ଲୀ: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ରେଳ । ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବାକୁ ଯାଉଛି । ଏହି ନିୟମ ଅନୁସାରେ, ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ । କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ!-->…
ବୁଲା କୁକୁର ପାଇଁ ନିଜ ଜୀବନ ଉତ୍ସର୍ଗ କଲେ ମହିଳା ଇନ୍ସପେକ୍ଟର
ନୂଆଦିଲ୍ଲୀ: ଲା କୁକୁର ପାଇଁ ନିଜ ଜୀବନ ଦେଇଦେଲେ ମହିଳା ଇନ୍ସପେକ୍ଟର । ବୁଲେଟରେ ଘରକୁ ଫେରୁଥିଲେ । ଅଚାନକ ତାଙ୍କ ସାମ୍ନାକୁ ଏକ ବୁଲା କୁକୁର ଆସିଗଲା ଆଉ ତା’ପରେ ଯାହା ଘଟିଲା ଆପଣ ଜାଣିଲେ ମୁଣ୍ଡରେ ହାତ ଦେବେ । ଦର୍ଶକବନ୍ଧୁ ଆପଣ ବହୁତ କୁକୁର ପ୍ରେମୀଙ୍କ ବିଷୟରେ ଶୁଣିଥିବେ । ବହୁତ!-->…
ଜନ୍ମାଷ୍ଟମୀ ଶୋଭାଯାତ୍ରାରେ ଅଘଟଣ, ରଥ ସହିତ ବିଦ୍ୟୁତ ତାର ଲାଗିବାରୁ ୫ ମୃତ
ହାଇଦ୍ରାବାଦ : ହାଇଦ୍ରାବାଦର ରାମନ୍ଥପୁର ଅଞ୍ଚଳରେ ବଡ଼ ଅଘଟଣ । ଜନ୍ମାଷ୍ଟମୀ ଶୋଭାଯାତ୍ରା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୪ ଜଣ ଗୁରୁତର ରହିଛନ୍ତି । ଘଟଣାଟି ରାମନ୍ଥପୁର ଅଞ୍ଚଳର ଗୋପାଳ ନଗରରେ ହୋଇଛି ।
ଖବର ମୁତାବକ, ରାମନ୍ଥପୁର!-->!-->!-->…
ମୁମ୍ବାଇରେ ହାଇଆଲର୍ଟ: ଲଗାଣ ବର୍ଷା ଯୋଗୁଁ ସ୍କୁଲ ଓ କଲେଜ ବନ୍ଦ ପାଇଁ ଜାରି ହେଲା ଆଡଭାଇଜରି
ମୁମ୍ବାଇ : ଲଗାଣ ବର୍ଷାରେ ବୁଡ଼ିଲା ମାୟାନଗରୀ । ଲଗାତାର ତୃତୀୟ ଦିନରେ ମୁମ୍ବାଇରେ ମୁଷଳଧାରା ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଫଳରେ ଦେଶର ଆର୍ଥିକ ସହରର ବହୁ ଅଞ୍ଚଳ ଜଳମଗ୍ନ ହୋଇଛି । IMD ପକ୍ଷରୁ ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳ, ପାଇଁ ରେଡ୍ ଆଲର୍ଟ ଜାରି କରିଛି । ତଳିଆ ଅଞ୍ଚଳରେ!-->…
ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ; ସିପି ରାଧାକୃଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ।ରବିବାର ବିଜେପି ସଂସଦୀୟ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଛି।
ଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବିଜେପି ସଂସଦୀୟ ବୋର୍ଡର ଏକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ!-->!-->!-->…
ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ : ବର୍ତ୍ତମାନ ମହାରାଷ୍ଟ୍ରର ରାଜ୍ୟପାଳ ଥିବା ଚନ୍ଦ୍ରପୁରମ ପନ୍ନୁସାମି ରାଧାକୃଷ୍ଣନଙ୍କୁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ( ଏନଡିଏ) ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି ।ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର!-->…
ମେଲବୋର୍ଣ୍ଣ ଫିଲ୍ମ ଫେଷ୍ଟିଭାଲରେ କୁନି କୁନି ଓଡ଼ିଆ ପିଲାଙ୍କ ଚମତ୍କାର ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ
ଅଷ୍ଟ୍ରେଲିଆ ମେଲବୋର୍ଣ୍ଣରେ ଭାରତୀୟ ଫିଲ୍ମ ମହୋତ୍ସବ । ଆୟୋଜିତ ହେଲା ‘ଦ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ ଅଫ୍ ମେଲବୋର୍ଣ୍ଣ’ ଆଇଏଫ୍ଏଫ୍ଏମ୍ -୨୦୨୫। ଏହି ଅବସରରେ ବହୁ ଭାରତୀୟ ଚଳଚ୍ଚିତ୍ରର ପ୍ରଦର୍ଶନ କରାଯିବା ସହ ଏକ ନୃତ୍ୟ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏଥିରେ ଜଜ୍ ଭାବରେ!-->…