Browsing Category

ଦେଶ

ଜ୍ଞାନେନ୍ଦ୍ର ପ୍ରତାପ ସିଂହ ସିଆରପିଏଫ ର ନୂଆ ଡିଜି ନିଯୁକ୍ତ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜ୍ଞାନେନ୍ଦ୍ର ପ୍ରତାପ ସିଂହଙ୍କୁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ର ନୂଆ ଡିଜି ନିଯୁକ୍ତ କରିଛନ୍ତି । ବିଭାଗୀୟ ଆଦେଶ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତିୟ ସମିତି ମଞ୍ଜୁରି ଦେଇଛି । କାର୍ମିକ

ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ; ସମ୍ବିଧାନ, ଗଣତନ୍ତ୍ର ଏବଂ ମହାକୁମ୍ଭ ପ୍ରସଂଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜାରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ରେଡିଓ କାର୍ଯ୍ୟକ୍ରମର ୧୧୮ତମ ଭାଗରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଂଗରେ ଆଲୋକପାତ କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର, ରାଜେନ୍ଦ୍ର

‘ଜମି କେନ୍ଦ୍ର ଦେଉ, ଘର ଦିଲ୍ଲୀ ସରକାର କରିବେ…’, ସଫେଇ କର୍ମଚାରୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ…

ଦିଲ୍ଲୀ ନିର୍ବାଚନକୁ ଦୃଷ୍ଟିରେ ରଖି ଅରବିନ୍ଦ କେଜ୍ରିୱାଲ ଘୋଷଣା ପରେ ଘୋଷଣା କରି ଚାଲିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲ ଆଜି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରି ଏକ ନୂଆ ଘୋଷଣା କରିଛନ୍ତି । ସେ ସଫେଇ କର୍ମଚାରୀଙ୍କୁ

ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ଘଟଣା, ୫ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲା ଗିରଫ ଅଭିଯୁକ୍ତ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରି ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଯୁବକକୁ ପୋଲିସ ୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି । ଆଜି ସକାଳେ ଗିରଫ ହୋଇଥିବା ଯୁବକକୁ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ତାକୁ ପଚରାଉଚରା କରାଯିବା ପରେ ପୋଲିସ ହେପାଜତକୁ ନେଇଛି ।

ବିଜେପିର ସଂକଳ୍ପ ପତ୍ରକୁ ଟାର୍ଗେଟ କଲେ ଆପ ସାଂସଦ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଏହି ସମୟରେ, ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ଏବଂ ସାଂସଦ ସଞ୍ଜୟ ସିଂହ ପାଲମ ଏବଂ ନଜଫଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ବିଜେପି

ମହାକୁମ୍ଭରେ ଭୀଷଣ ନିଆଁ, ଜଳିଗଲା ୨୫ଟି ଶିବିର

ପ୍ରୟାଗରାଜ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଅଗ୍ନିକାଣ୍ଡ ଯୋଗୁଁ କୁମ୍ଭ ଆଖପାଖରେ

ଦାଦର ଷ୍ଟେସନରେ ସୈଫ୍ ଅଲ୍ଲୀ ଖାନଙ୍କୁ ଛୁରିମାଡ଼ କରିଥିବା ଆକ୍ରମଣକାରୀ

ମୁମ୍ବାଇ : ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କୁ ଜାନୁଆରୀ ୧୬ ତାରିଖରେ ଛୁରିମାଡ଼ କରିଥିବା ଆକ୍ରମଣକାରୀକୁ ମୁମ୍ବାଇର ଦାଦର ରେଳ ଷ୍ଟେସନରେ ବୁଲୁଥିବା ଦେଖାଯାଇଛି। ଦାଦରର ଏକ ଦୋକାନରୁ ହେଡଫୋନ୍ କିଣି ଆକ୍ରମଣକାରୀ ଷ୍ଟେସନ ଅଭିମୁଖେ ଯାଉଥିବା ସିସିଟିଭି ଦୃଶ୍ୟରୁ ଜଣାପଡିଛି।ଆକ୍ରମଣକାରୀ

୭୦୦ ପାଲେଷ୍ଟିନୀୟଙ୍କୁ ଛାଡ଼ିବ ଇସ୍ରାଏଲ୍

ତେଲ ଅଭିବ: ଗାଜାରେ ଶାନ୍ତି ଚୁକ୍ତି ହୋଇଛି। ଇସ୍ରାଏଲ ଓ ହାମାସ ଯୁଦ୍ଧ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଇସ୍ରାଏଲ କ୍ୟାବିନେଟ୍ ଗାଜାରେ ଅସ୍ତ୍ରବିରତି ଚୁକ୍ତିକୁ ଅନୁମୋଦନ କରିଛି। ଏବେ ଇସ୍ରାଏଲ ହାମାସର ଲୋକଙ୍କ ତାଲିକା ଜାରି କରିଛି, ଯେଉଁମାନଙ୍କୁ ସେ ମୁକ୍ତ କରିବ। ଇସ୍ରାଏଲର ନ୍ୟାୟ

ତେଜସ୍ବୀ ଯାଦବ ଆରଜେଡିର ନୂଆ ସୁପ୍ରିମୋ, ଲାଲୁ ଯୁଗର ଅବସାନ

ପାଟନା : ତେଜସ୍ୱୀ ଯାଦବ ହେବେ ବିହାରରେ ଆରଜେଡିର ନୂଆ ମୁଖ୍ୟ । ଆରଜେଡିରେ ଏବେ ଏକ ତେଜସ୍ବୀ ଯୁଗ ଆରମ୍ଭ ହୋଇଛି । ଶନିବାର ପାଟନାରେ ଦଳର କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳୀୟ ସମ୍ବିଧାନ ସଂଶୋଧନ ପାଇଁ ଏକ ପ୍ରସ୍ତାବ ଜାତୀୟ କାର୍ଯ୍ୟକାରିଣୀରେ ପାରିତ ହୋଇଥିଲା। ଦଳରେ

ଜିନ୍‌ପିଙ୍ଗଙ୍କ ସହ କଥା ହେଲେ ଟ୍ରମ୍ପ

ୱାଶିଂଟନ: ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ଉଭୟଙ୍କ କଥାବାର୍ତ୍ତାର ସବିଶେଷ ସୂଚନା ମିଳି ନାହିଁ। ତେବେ ଟ୍ରମ୍ପଙ୍କ ଶପଥ ଗ୍ରହଣ