Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆସନ୍ତାକାଲି ଜେଇଇ ମେନ୍ ଆଡମିଟ କାର୍ଡ
ନୂଆଦିଲ୍ଲୀ : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଡମିଟ କାର୍ଡ ଜାରି କରାଯିବା ପରେ ପରେ ଆଶାୟୀ ପରୀକ୍ଷାର୍ଥୀମାନଙ୍କ ଲାଗି!-->…
୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ: ହସିନା
ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ହସିନା!-->…
ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ବିଜେପି କର୍ମୀଙ୍କ ପଥରମାଡ଼ ଅଭିଯୋଗ ଆଣିଲା ଆପ୍
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ନିର୍ବାଚନୀ ଦଙ୍ଗା ତୀବ୍ର ହେବାରେ ଲାଗିଛି। ଶନିବାର ଆମ୍ ଆଦମୀ ପାର୍ଟି ନୂଆଦିଲ୍ଲୀ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ପରବେଶ ବର୍ମାଙ୍କ ସମର୍ଥକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଣିଛି। ନୂଆଦିଲ୍ଲୀ ବିଧାନସଭା ନିର୍ବାଚନ!-->…
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି
କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ସୋମବାର ତାର!-->…
ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍ରେ ସ୍ଥାନ ପାଇଛନ୍ତି।୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ!-->…
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଥିବା ମନ୍ତ୍ରଣାଳୟ!-->…
ସୈଫ୍ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ
ମୁମ୍ବାଇ : ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ କରିଥିବା ଘଟଣାରେ ସନ୍ଦିଗ୍ଧ ଯୁବକକୁ ଜାନୁଆରୀ ୧୭ ଅର୍ଥାତ୍ ଶୁକ୍ରବାର ଦିନ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ୍ର ସ୍ପେଶାଲ ଟିମ୍ ଯୁବକକୁ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫ୍ଙ୍କୁ ଅଭିଯୁକ୍ତ ଛୁରାମାଡ କରି ଫେରାର!-->…
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି।!-->…
ଷ୍ଟାର୍ଟଅପ୍ ଇଣ୍ଡିଆକୁ ୯ ବର୍ଷ, ନବସୃଜନକୁ ଜାରି ରହିବ ସରକାରଙ୍କ ସମର୍ଥନ – ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶର ଯୁବପିଢିର ବିକାଶ ନିମନ୍ତେ କେନ୍ଦ୍ର ସରକାର ଷ୍ଟାର୍ଟଅପ ଇଣ୍ଡିଆ ଭଳି ଅଭିଯାନ ମାଧ୍ୟମରେ ସମସ୍ତ ସହାୟତା ଜାରି ରଖିବେ। ଆଜି ଷ୍ଟାର୍ଟଅପ ଇଣ୍ଡିଆ ଅଭିଯାନକୁ ୯ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର!-->…
ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ
ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ ଇଡି କାର୍ଯ୍ୟାଳୟକୁ ଡକାଯାଇଥିଲା ଏବଂ ଏହି ସମୟରେ!-->…