Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି
କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ସୋମବାର ତାର!-->…
ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍ରେ ସ୍ଥାନ ପାଇଛନ୍ତି।୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ!-->…
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଥିବା ମନ୍ତ୍ରଣାଳୟ!-->…
ସୈଫ୍ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ
ମୁମ୍ବାଇ : ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ କରିଥିବା ଘଟଣାରେ ସନ୍ଦିଗ୍ଧ ଯୁବକକୁ ଜାନୁଆରୀ ୧୭ ଅର୍ଥାତ୍ ଶୁକ୍ରବାର ଦିନ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ୍ର ସ୍ପେଶାଲ ଟିମ୍ ଯୁବକକୁ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫ୍ଙ୍କୁ ଅଭିଯୁକ୍ତ ଛୁରାମାଡ କରି ଫେରାର!-->…
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି।!-->…
ଷ୍ଟାର୍ଟଅପ୍ ଇଣ୍ଡିଆକୁ ୯ ବର୍ଷ, ନବସୃଜନକୁ ଜାରି ରହିବ ସରକାରଙ୍କ ସମର୍ଥନ – ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶର ଯୁବପିଢିର ବିକାଶ ନିମନ୍ତେ କେନ୍ଦ୍ର ସରକାର ଷ୍ଟାର୍ଟଅପ ଇଣ୍ଡିଆ ଭଳି ଅଭିଯାନ ମାଧ୍ୟମରେ ସମସ୍ତ ସହାୟତା ଜାରି ରଖିବେ। ଆଜି ଷ୍ଟାର୍ଟଅପ ଇଣ୍ଡିଆ ଅଭିଯାନକୁ ୯ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର!-->…
ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ
ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ ଇଡି କାର୍ଯ୍ୟାଳୟକୁ ଡକାଯାଇଥିଲା ଏବଂ ଏହି ସମୟରେ!-->…
ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍ ହୋଇଥିଲା’
ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ୍ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ ୨୦୨୪ ନିର୍ବାଚନରେ ହାରି ଯାଇଛନ୍ତି!-->…
ଖାଲିଦା ଜିଆଙ୍କୁ ଖଲାସ କଲା ବାଂଲାଦେଶ ସୁପ୍ରିମକୋର୍ଟ
ଢାକା: ଦୁର୍ନୀତି ମାମଲାରେ ବାଂଲାଦେଶ ହାଇକୋର୍ଟ ବାଂଲାଦେଶ ନ୍ୟାସନାଲିଷ୍ଟ୍ ପାର୍ଟି (ବିଏନ୍ପି)ର ନେତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ (୭୯)ଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଥିଲେ। ଏହି ମାମଲାରେ ଆଜି ଦେଶର ସୁପ୍ରିମକୋର୍ଟ ତାଙ୍କୁ ନିର୍ଦ୍ଦୋଶରେ ଖଲାସ!-->…
ଦୁଇରୁ ଅଧିକ ସନ୍ତାନ ଥିଲେ ହିଁ ପଞ୍ଚାୟତ, ପୌର ନିର୍ବାଚନ ଲଢିପାରିବ : ଚନ୍ଦ୍ରବାବୁ
ବିଶାଖାପାଟଣା: ଦିନ ଥିଲା ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ପଞ୍ଚାୟତ କିମ୍ବା ପୌର ନିର୍ବାଚନ ଲଢ଼ିବାକୁ ଅନୁମତି ଦିଆଯାଉନଥିଲା। କିନ୍ତୁ ଏବେ ସମୟ ବଦଳିଯାଇଛି । ଏବେ ଅଧିକ ସନ୍ତାନ ଥିବା ଲୋକଙ୍କୁ ହିଁ ନିର୍ବାଚନ ଲଢିବାକୁ ଅନୁମତି ମିଳିବାକୁ ଯାଉଛି ।ଆନ୍ଧ୍ରପ୍ରଦେଶରେ ଏବେ ଲାଗୁ ହେବ ଏକ!-->…