Browsing Category

ଦେଶ

ହର୍ମୁଜର ସୁରକ୍ଷା ପାଇଁ ଯୋଜନା ପ୍ରସ୍ତୁତ କଲା ଇରାନ

ତେହରାନ : ପାରସ୍ୟ ଉପସାଗର ଓ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ହର୍ମୁଜ ପ୍ରଣାଳୀର ସୁରକ୍ଷା ତଥା ସ୍ଥାୟୀ ପ୍ରଗତି ପାଇଁ ଇରାନ ସଂସଦର ଜାତୀୟ ସୁରକ୍ଷା ଓ ବୈଦେଶିକ ନୀତି କମିଟି ଏକ ରଣନୀତିକ ଖସଡ଼ାକୁ ଅନୁମୋଦନ କରିଛି। ହର୍ମୁଜ ପ୍ରଣାଳୀ ଏବଂ ପାରସ୍ୟ ଉପସାଗରର ସୁରକ୍ଷା ଓ ସ୍ଥାୟୀ

ଆସନ୍ତା କାଲି ବର୍ଷର ଶେଷ ସୂର୍ଯ୍ୟପରାଗ: ଭାରତରେ ପଡ଼ିବନି ପ୍ରଭାବ

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୧୨ ତାରିଖ ବୁଧବାର ଦିନ ମହାକାଶରେ ଏକ ବିରଳ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବର୍ଷର ଶେଷ ତଥା ପୂର୍ଣ୍ଣ ସୂର୍ଯ୍ୟପରାଗ ସଂଘଟିତ ହେବ। ତେବେ ଭାରତୀୟମାନଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ହେଉଛି ଯେ, ଏହି ସୂର୍ଯ୍ୟପରାଗ ଭାରତରେ ଦୃଶ୍ୟମାନ ହେବ ନାହିଁ। ତେଣୁ

ରୁଷରୁ ଭାରତକୁ ଗଡିବ ଟ୍ରେନ୍ !

ନୂଆଦିଲ୍ଲୀ: ରୁଷରୁ ଭାରତକୁ ଗଡ଼ିବ ଟ୍ରେନ! ରୁଷରୁ ଭାରତ ପର୍ଯ୍ୟନ୍ତ ଏକ ଦୀର୍ଘ ରେଳ କରିଡର ନିର୍ମାଣର ସମ୍ଭାବନାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରୁଷର ଉପପ୍ରଧାନମନ୍ତ୍ରୀ ମରାଟ ଖୁସନୁଲିନ ହିନ୍ଦ୍ ମହାସାଗର ପର୍ଯ୍ୟନ୍ତ ସିଧାସଳଖ ରେଳ ସଂଯୋଗର ସମ୍ଭାବନା ଖୋଜିବା ନେଇ ସଙ୍କେତ ଦେବା ପରେ ଏହି

ମୋଜତାବା ଖାମେନିଙ୍କ ମୃତ୍ୟୁକୁ ନେଇ ଇରାନର କଡ଼ା ଜବାବ, ଜାରି କଲା ଭିଡିଓ

ନୂଆଦିଲ୍ଲୀ: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନିଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଇସ୍ରାଏଲୀ ଗଣମାଧ୍ୟମରେ ପ୍ରସାରିତ ଗୁଜବ ମଧ୍ୟରେ ତେହେରାନ ଏକ ଭିଡିଓ ଜାରି କରିଛି। ଇରାନର ଅର୍ଦ୍ଧ-ସରକାରୀ ସମାଚାର ଏଜେନ୍ସି ମେହର ନ୍ୟୁଜ୍ ଉକ୍ତ ଭିଡିଓଟିକୁ ଜାରି କରିଛି। ଭିଡିଓ ରେକର୍ଡିଂର

ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

ଗୌହାଟି: ଆସାମରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି

ହର୍ମୁଜ ଖୋଲିଲେ ଯୁଦ୍ଧ ବନ୍ଦ କରିବ ଆମେରିକା!

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯଦିଓ ଇରାନ ସ୍ପଷ୍ଟ କରିଛି ଯେ ଏକ ଚୁକ୍ତି ସତ୍ତ୍ୱେ ଆମେରିକା ଏହାର ପ୍ରମୁଖ ସର୍ତ୍ତଗୁଡ଼ିକୁ ଗ୍ରହଣ କଲେ ହିଁ ହର୍ମୁଜ ଦେଇ ସାଧାରଣ ଜାହାଜ ଚଳାଚଳ ପୁଣି ଆରମ୍ଭ ହେବ।

ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍’

ନୂଆଦିଲ୍ଲୀ:ଆସନ୍ତା ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ଦେଶର ଅନ୍ୟତମ ଜାତୀୟ ଗୀତ ‘ବନ୍ଦେ ମାତରମ୍‌’। ଜାତୀୟ ପତାକା ଉତ୍ତୋଳନ ସମୟରେ ‘ବନ୍ଦେ ମାତରମ୍‌’ ଗାନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି କରାଯାଇଛି। ‘ବନ୍ଦେ ମାତରମ୍‌’ର ୧୫୦ତମ

ଏବେ ATMରୁ ମିଳିବ ସରକାରୀ ରାସନ

ରାୟପୁର : ରାସନ ପାଉଥିବା ଲୋକଙ୍କ ପାଇଁ ଖୁସି ଖବର। ଆଉ ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡିରେ ଠିଆ ହୋଇ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି ଏବଂ ପ୍ରତି ମାସରେ ରାସନ ପାଇବା ପାଇଁ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ୁଛି, ତେବେ ଏହି ଖବର ଆପଣଙ୍କ

ରୁଷ ଉପରେ ୟୁକ୍ରେନର ଡ୍ରୋନ୍ ଆକ୍ରମଣ : ୧୨ ମୃତ, ୩୯ ଆହତ

ମସ୍କୋ:ପୁଣିଥରେ ରୁଷ ଓ ୟୁକ୍ରେନ ମଧ୍ୟରେ ଉତ୍ତେଜନା ତୀବ୍ର ହୋଇଛି। ରୁଷର ତାତାରସ୍ତାନ ଅଞ୍ଚଳର ନିଜ୍ନେକାମସ୍କ ସହରରେ ଶିଳ୍ପ ଓ ନାଗରିକ ପ୍ରତିଷ୍ଠାନକୁ ଟାର୍ଗେଟ୍ କରି ୟୁକ୍ରେନ୍ ପକ୍ଷରୁ ବ୍ୟାପକ ଡ୍ରୋନ୍ ଆକ୍ରମଣ କରାଯାଇଥିବା ରୁଷ ପକ୍ଷରୁ କୁହାଯାଇଛି। ଏହି ଆକ୍ରମଣରେ ଅତି କମ୍‌ରେ ୧୨

ପୂର୍ବତନ JPSC ଅଧ୍ୟକ୍ଷ ଏଲ୍ ଖିଆଙ୍ଗଟେ ଗିରଫ କଲା ଝାଡ଼ଖଣ୍ଡ CID

ଝାଡଖଣ୍ଡ : ଝାଡଖଣ୍ଡ ନିଯୁକ୍ତି ପରୀକ୍ଷାରେ ଅନିୟମିତତାକୁ ନେଇ ଛାତ୍ରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଏହାରି ଭିତରେ ପୂର୍ବତନ JPSC ଅଧ୍ୟକ୍ଷ ଏଲ୍ ଖିଆଙ୍ଗଟେଙ୍କୁ ଗିରଫ କଲା ଝାଡ଼ଖଣ୍ଡ CID । ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)ର ପୂର୍ବତନ ଅଧ୍ୟକ୍ଷ ତଥା ଅବସରପ୍ରାପ୍ତ