Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ସୈଫ୍ଙ୍କୁ ଆକ୍ରମଣ ଘଟଣାରେ କ୍ରାଇମବ୍ରାଞ୍ଚ ତନାଘନା, କର୍ମଚାରୀଙ୍କ ମୋବାଇଲ୍ ଜବତ
ନୂଆଦିଲ୍ଲୀ ୧୬।୦୧: ସୁପରଷ୍ଟାର ସୈଫ ଅଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ଭୟଭୀତ ବଲିଉଡ । ରାତି ୨ଟାରେ ଦୁର୍ବୃତ୍ତ ଅଭିନେତାଙ୍କୁ କରିଥିଲା ଆକ୍ରମଣ । ଏହାପରେ ସୈଫ୍ଙ୍କୁ ଲୀଳାବତୀ ହସ୍ପିଟାଲ୍ରେ କରାଯାଇଥିଲା ଭର୍ତ୍ତି । ସୈଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ଥିବା ଜଣାପଡିଛି ।!-->…
କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ବଡ଼ ଭେଟି, ୮ମ ବେତନ ଆୟୋଗ ଗଠନକୁ ମଞ୍ଜୁରି
ନୂଆଦିଲ୍ଲୀ: ମୋଦୀ ସରକାର ଗୁରୁବାର କେନ୍ଦ୍ର ସରକାର କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି । କେନ୍ଦ୍ରର ମୋଦୀସରକାର ଅଷ୍ଟମ ବେତନ ଆୟୋଗକୁ ମଞ୍ଜୁରି ଦେଇଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି ପରେ ସାରା ଦେଶର କୋଟି କୋଟି ସରକାରୀ କର୍ମଚାରୀଙ୍କ ଦରମାରେ ବମ୍ପର ବୃଦ୍ଧି ହେବ । କେନ୍ଦ୍ରମନ୍ତ୍ରୀ!-->…
ଜୋତା ବଣ୍ଟା ବିବାଦକୁ ନେଇ ପ୍ରବେଶ ବର୍ମାଙ୍କ ବିରୋଧରେ ଏଫଆଇଆର ପାଇଁ ନିର୍ଦ୍ଦେଶ, ଏସଏଚଓଙ୍କୁ ଚିଠି ଲେଖିଲେ…
ନୂଆଦିଲ୍ଲୀ: ବିଜେପି ନେତା ତଥା ନୂଆଦିଲ୍ଲୀ ସିଟ୍ରୁ ପ୍ରାର୍ଥୀ ହୋଇଥିବା ପ୍ରବେଶ ବର୍ମାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ। ନିର୍ବାଚନ ଅଧିକାରୀ ଏସଏଚଓଙ୍କୁ ଚିଠି ଲେଖି ବର୍ମାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ମାମଲାରେ ଏଫଆଇଆର ରୁଜୁ!-->…
ବିଜେପି, ଆରଏସଏସ ଓ ଭାରତ ବିରୋଧରେ କଂଗ୍ରେସ ଲଢ଼େଇ କରୁଛି: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପୁଣି ଥରେ ବିବାଦ ଆରମ୍ଭ ହୋଇଛି। ଦଳୀୟ କର୍ମୀଙ୍କୁ ଉଦବୋଧନ ଦେଉ ଦେଉ ଦେଶ ବିରୋଧୀ ମନ୍ତବ୍ୟ ଦେଇ ବିବାଦ ଭିତରକୁ ଠେଲି ହୋଇଯାଇଛନ୍ତି ରାହୁଲ। ଯାହାକୁ ନେଇ ବିଜେପି ରାହୁଲଙ୍କୁ ଘେରିଛି। କଂଗ୍ରେସ କେବଳ ବିଜେପି, ଆରଏସଏସ!-->…
ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ରୋକ୍, ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି
ନୂଆଦିଲ୍ଲୀ: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି। ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ହାଇକୋର୍ଟରୁ ଜାମିନ ନ ପାଇବା ପରେ ପୂଜା ଏହାକୁ!-->…
ତାହିର ହୁସେନଙ୍କ ଜାମିନ ଆବେଦନକୁ ଦିଲ୍ଲୀ ପୋଲିସର ବିରୋଧ, କହିଲା- ନିର୍ବାଚନ ଲଢିବା ନୁହେଁ ମୌଳିକ ଅଧିକାର
ନୂଆଦିଲ୍ଲୀ ୧୫।୧: ଦିଲ୍ଲୀ ପୋଲିସ ଫେବୃଆରୀ ୨୦୨୦ ଦଙ୍ଗା ସମ୍ପର୍କିତ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଆମ ଆଦମୀ ପାର୍ଟି (ଆପ) ନେତା ତାହିର ହୁସେନଙ୍କ ଜାମିନ ଆବେଦନକୁ କୋର୍ଟରେ ବିରୋଧ କରିଛି। ତାହିର ହୁସେନ ଏଆଇଏମଆଇଏମ ଟିକେଟରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢିବା!-->…
ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’
ନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି ସେନା ପ୍ରତି ମୁହୂର୍ତ୍ତରେ ସଜାଗ ବି ଥାଏ । ପାକିସ୍ତାନକୁ ପାନେ!-->…
ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍ କୋର୍ଟ ଏହାକୁ ଏକ!-->…
୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ
ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ।ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା ଜୀବନ-ମୃତ୍ୟୁ ଚକ୍ରରୁ!-->…
ଦିଲ୍ଲୀ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ଧର୍ମେନ୍ଦ୍ର-ବୈଜୟନ୍ତ ସାମିଲ
ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦଳର ନେତା। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏହି ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଭୋଟରଙ୍କ ଆଗରେ ରଖୁଛନ୍ତି । ସେପଟେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଏହାରି ମଧ୍ୟରେ ଦିଲ୍ଲୀ!-->…