Browsing Category

ଦେଶ

ଅପରେସନ ସିନ୍ଦୂର ପରେ ଆସିଲା ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଅପରେସନ ସିନ୍ଦୂର ପରେ ବୁଧବାର ପ୍ରଧାନମନ୍ତ୍ରୀ ମୋଦୀ ସିସିଏସ ବୈଠକରେ ଯୋଗ ଦେଇଥିଲେ।ଏହାପରେ ଏକ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବି ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ

ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା ପାଇଁ ମହଙ୍ଗା

ମୁମ୍ବାଇ: ପହଲଗାମ ଆତଙ୍କବାଦୀ ଘଟଣା ପରେ ଶେଷରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆନୁଷ୍ଠାନିକ ପଦକ୍ଷେପ ଗ୍ରହଣ କରିଛି। ଭାରତୀୟ ସେନାର ଅପରେସନ ସିନ୍ଦୂର ପାକିସ୍ତାନକୁ ବଡ଼ ଝଟକା ଦେଇଛି। ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର-ବୁଧବାର ଅଧରାତିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କଶ୍ମୀରରେ ନଅଟି

ଅପରେସନ ସିନ୍ଦୂରକୁ ପ୍ରଶଂସା କଲା କଂଗ୍ରେସ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ 'ଅପରେସନ୍ ସିନ୍ଦୂର' କାର୍ଯ୍ୟ ବିଷୟରେ ସୂଚନା ଦେଇଛି। ଭାରତ

ଏୟାର ଷ୍ଟ୍ରାଇକ୍‌ରେ ମାସୁଦ ଅଜହର ପରିବାର ଶେଷ: ୧୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଭାରତ ପାକିସ୍ତାନକୁ ଏକ ଶକ୍ତ ଝଟକା ଦେଇଛି। ସେନା, ନୌସେନା ଏବଂ ବାୟୁସେନାର ମିଳିତ ଅପରେସନରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତ ଏହି ଅଭିଯାନର ନାମ ଅପରେସନ ସିନ୍ଦୂର ଦେଇଛି। ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏହି କାର୍ଯ୍ୟାନୁଷ୍ଠାନ ବିଷୟରେ

ଅଧଘଣ୍ଟାରେ ସରିଲା ଅଧରାତିର ଆକ୍ରମଣ: ନ୍ୟାୟ ଆଣିଦେଲା ଅପରେସନ ସିନ୍ଦୂର

ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣର ପ୍ରତିଶୋଧ ଏବଂ ନ୍ୟାୟ ଦେବାକୁ ଭାରତ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ ସିନ୍ଦୂର । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୧ଟା ୦୫ରୁ ଅପରେସନ ଆରମ୍ଭ ହୋଇଥିବା ବେଳେ ରାତି ୧ଟା ୩୦ ବେଳକୁ ଅର୍ଥାର ମାତ୍ର ୨୫ ମିନିଟରେ ସରିଯାଇଥିଲା ଅପରେସନ ସିନ୍ଦୂର । ଅପରେସନରେ

ଅପରେସନ ‘ସିନ୍ଦୁର’ ପରେ ସ୍କୁଲ କଲେଜ ସବୁ ବନ୍ଦ

ନୂଆଦିଲ୍ଲୀ: ପାକିସ୍ତାନ ଉପରେ ବଡ଼ ବଦଲା ନେଇଛି ଭାରତୀୟ ସେନା। ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (PoK)ରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡିକ ଉପରେ ମିସାଇଲ ଆକ୍ରମଣ କରାଯାଇଛି। ଏହି ସୈନ୍ୟ ଅଭିଯାନର ନାମ ଦିଆଯାଇଛି ‘ଅପରେସନ ସିନ୍ଦୂର’। ଏହି ଆକ୍ରମଣ ପାକିସ୍ତାନର ପଞ୍ଜାବ

ଆମେ ଜାଣିଥିଲୁ ଭାରତ କିଛି କରିବ: ଅପରେସନ ସିନ୍ଦୂର ନେଇ ଟ୍ରମ୍ପ୍‌ଙ୍କ ପ୍ରତିକ୍ରିୟା

ୱାଶିଂଟନ: ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବିବୃତି ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି, ଅତୀତର ଅଭିଜ୍ଞତା ଆଧାରରେ ଆମେ ଜାଣିଥିଲୁ ଯେ, ଭାରତ ନିଶ୍ଚିତ ଭାବରେ କିଛି କରିବ। ଟ୍ରମ୍ପ୍ କହିଛନ୍ତି, ମୁଁ ଓଭାଲ

ପ୍ରତିଶୋଧ : ପାକିସ୍ତାନ ଉପରେ ହମଲା, ବାୟୁସେନାର ‘ଅପରେସନ ସିନ୍ଦୁର’

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଗର୍ଜିଲା ରାଫେଲ୍, ଥରିଲା ପାକିସ୍ତାନ । ରାତିର ଛାତି ଚିରି ଆତଙ୍କୀଙ୍କ ପ୍ରାଣରୁ ପିଣ୍ଡ କାଢିନେଲା ଲଢୁଆ ବିମାନ ରାଫେଲ । ପହଲଗାମ୍ ପ୍ରତିଶୋଧକୁ ସଫଳ

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା ପାଇଁ ଭାରତ ଦ୍ୱାରା ନିଆଯାଇଥିବା