Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
LoC ନିକଟରେ ବିସ୍ଫୋରଣ, ୬ ଯବାନ ଆହତ
ସୀମା ନିକଟରେ ହେଲା ବିସ୍ଫୋରଣ। ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ନୌସେରା ସେକ୍ଟରରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ଏଲ୍ଓସି ନିକଟ ନୌସେରା ନିକଟରେ ବିସ୍ଫୋରଣ ହୋଇଥିବା କୁହାଯାଉଛି।
ଅଧିକାରୀଙ୍କ ସୂଚନା ମୁତାବକ, ଭାରତୀୟ ସେନାର ଯବାନମାନେ!-->!-->!-->…
ଦିଲ୍ଲୀ ନିର୍ବାଚନ: ନାମାଙ୍କନ ଦାଖଲ କଲେ ଆତିଶୀ
ନାମାଙ୍କନ ଦାଖଲ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଦିଲ୍ଲୀର କାଲକାଜୀ ବିଧାନସଭା ଆସନରୁ ସେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ଆସନରୁ ଗତଥର ମଧ୍ୟ ସେ ଜିତିଥିଲେ। କାଲକାଜୀ ଆସନରେ ସେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ରମେଶ ବିଧୁରୀ ଏବଂ କଂଗ୍ରେସ ପ୍ରାର୍ଥୀ ଅଲକା ଲାମ୍ବାଙ୍କ ସହ!-->…
‘ମୁଁ ଦେଶ ବଞ୍ଚାଇବାକୁ ଲଢ଼ୁଛି, କିନ୍ତୁ ରାହୁଲ ଦଳ ପାଇଁ’
'ମୁଁ ଦେଶ ବଞ୍ଚାଇବାକୁ ଲଢ଼ୁଛି। କିନ୍ତୁ ରାହୁଲ ଗାନ୍ଧି କଂଗ୍ରେସ ଦଳକୁ ବଞ୍ଚାଇବା ପାଇଁ ଲଢ଼ୁଛନ୍ତି।' ଆଜି ଏଭଳି କିଛି କହି କଂଗ୍ରେସ ଉପରେ ବର୍ଷିଛନ୍ତି ଅମ୍ ଆଦମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ।
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି!-->!-->!-->…
ମହାକୁମ୍ଭ ୨୦୨୫: ପ୍ରଥମ ଦିନରେ ୧.୫ କୋଟି ଶ୍ରଦ୍ଧାଳୁ କଲେ ମହାସ୍ନାନ
ନୂଆଦିଲ୍ଲୀ: ଆସ୍ଥାର ମହାପର୍ବ ମହାକୁମ୍ଭ ଜାନୁଆରୀ ୧୩ ସୋମବାରରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ଆଜି ପୌଷ ପୂର୍ଣ୍ଣିମାର ଅମୃତ ସ୍ନାନ । ପ୍ରାତଃରୁ ହିଁ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ୱତୀ ନଦୀର ସଙ୍ଗମରେ ସ୍ନାନ କରୁଛନ୍ତି । ଅନୁମାନ ଥିଲା ଯେ ଆଜି ପ୍ରାୟ ୧ କୋଟି!-->…
ବାଂଲାଦେଶ ଡେପୁଟି ହାଇ କମିଶନରଙ୍କୁ ସମନ କଲା ଭାରତ
ଭାରତ ଓ ବାଂଲାଦେଶ ମଧ୍ୟରେ ଲଗାତର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ବଢ଼ିବାରେ ଲାଗିଛି ସୀମା ବିବାଦ। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବହିଷ୍କାର କରିବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ଥିବା ଜଣାପଡିଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ!-->…
ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ
ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ ବୋଲି ସେ କହିଛନ୍ତି ।
!-->!-->!-->…
କୁମ୍ଭମେଳାରେ ଷ୍ଟିଭ୍ ଜବସ୍ଙ୍କ ପତ୍ନୀ ଲରେନ୍ ପାଓ୍ୱେଲ ଓରଫ କମଳା
ଗଳାରେ ରୁଦ୍ରାକ୍ଷ ମାଳା। ଦେହରେ ଗେରୁଆ ବସ୍ତ୍ର। ଭକ୍ତି ରଙ୍ଗରେ ରଙ୍ଗେଇ ହେଲେ ଆପଲ୍ର ସହ ପ୍ରତିଷ୍ଠାତା ଦିବଙ୍ଗତ ଷ୍ଟିଭ୍ ଜବସ୍ଙ୍କ ପତ୍ନୀ ଲରେନ୍ ପାଓ୍ୱେଲ ଓରଫ କମଳା। ସେ ମହାକୁମ୍ଭା ମେଳାରେ ବୁଡ଼ ପକାଇବେ। ଏଥିପାଇଁ ପ୍ରୟାଗରାଜରେ ସେ ଶନିବାରଠୁ ଡେରା ପକାଇଛନ୍ତି।
ଗଙ୍ଗା,!-->!-->!-->…
ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍ଘାଟିତ ହେଲା Z ମୋଡ୍ ଟନେଲ୍
ଉଦ୍ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍ ଟନେଲ୍। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ।
ଏହି ଟନେଲ୍ ଦ୍ୱାରା ବିଶେଷ କରି ଭାରତୀୟ ସେନା ଉପକୃତ ହେବେ। ଆଜି!-->!-->!-->…
LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ
ଏଲ୍ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ।
ସୀମା ବିବାଦକୁ ନେଇ ଭାରତ ଓ ଚୀନ୍ ମଧ୍ୟରେ!-->!-->!-->…
CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍ ଉପରେ ବର୍ଷିଲେ ହାଇକୋର୍ଟ
ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍। ଏହି ନିର୍ବାଚନୀ ଭିତରେ ଆମ୍ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍ ସଚ୍ଚୋଟତା ଉପରେ କୋର୍ଟ ସନ୍ଦେହ ପ୍ରକାଶ କରିଛନ୍ତି।
!-->!-->!-->…