Browsing Category

ଦେଶ

ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍‌, ୧୮ରେ ଦୃଶ୍ୟମାନ

ନୂଆଦିଲ୍ଲୀ : ମହାକାଶରେ ଶୁକ୍ର ଓ ଶନିଙ୍କ ମଧ୍ୟରେ ଲାଗିବ ଦୌଡ଼ ପ୍ରତିଯୋଗିତା। ଶୁକ୍ରକୁ ଟପି ଆଗକୁ ବଢିବ ଶନିଗ୍ରହ। ଜାନୁଆରୀ ୧୮ରେ ଶୁକ୍ର ଓ ଶନି ଗ୍ରହର ହେବ ମହାମିଳନ। ପୂର୍ବ ଦିଗବଳୟରେ ମଙ୍ଗଳ ଓ କିଛି ଉପରେ ଥିବ ଉଜ୍ୱଳ ବୃହଷ୍ପତି ଗ୍ରହ। ଚଳିତମାସରେ ମହାକାଶରେ ଏଭଳି ଅପୂର୍ବ ଦୃଶ୍ୟ

ଅଯୋଧ୍ୟାରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି

ଅଯୋଧ୍ୟା : ଉତ୍ତର ପ୍ରଦେଶର ଅଯୋଧ୍ୟା ଆଜି ଉତ୍ସବ ମୁଖର। କାରଣ ଆଜି ହେଉଛି ଭବ୍ୟ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି। ଏହାକୁ ପ୍ରାଣ ପ୍ରତିଷ୍ଠା ଦ୍ୱାଦଶୀ ରୂପେ ପାଳନ କରାଯାଉଥିବା ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପକ୍ଷରୁ କୁହାଯାଇଛି। ଏହି ଅବସରରେ ଅଯୋଧ୍ୟା

ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି

ଗୌହାଟୀ : ଆସାମର କୋଇଲା ଖଣିରୁ ଉଦ୍ଧାର ହେଲା ଆଉ ୩ଜଣ ଶ୍ରମିକଙ୍କ ମୃତଦେହ। ରାଜ୍ୟର ଦିମା ହସାଓ ଜିଲ୍ଲାର ଉମ୍ରାଙ୍ଗସୋରେ ଥିବା ବେଆଇନ କୋଇଲା ଖଣିରେ ପ୍ରାୟ ୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ସୋମବାର ଏହି ଅଘଟଣ ଫଳରେ ଖଣି ଭିତରେ ୯ ଜଣ

‘ସିଏଜି ରିପୋର୍ଟରୁ ସାମ୍ନାକୁ ଆସିଲା ଆପ୍‌ର ପାପ, ଦିଲ୍ଲୀରେ ହୋଇଛି ୨୦୨୬ କୋଟି ଟଙ୍କାର ରାଜସ୍ବ କ୍ଷତି’: AAPକୁ…

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ସରଗରମ ରହିଛି ଦିଲ୍ଲୀ ରାଜନୀତି। ଆପ୍ ଓ ବିଜେପି ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଏହାରି ମଧ୍ୟରେ ସିଏଜି ରିପୋର୍ଟକୁ ନେଇ ପୁଣି ଜୋର ଧରିଛି ଦିଲ୍ଲୀ ରାଜନୀତି। ବିଜେପି ଆପ୍‌କୁ ଟାର୍ଗେଟ କରି କହିଛି ଯେ, ସିଏଜି ରିପୋର୍ଟରେ ଦିଲ୍ଲୀର

ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ

ମୁଁ ଜଣେ ମଣିଷ, ଭଗବାନ ନୁହେଁ: ମୋଦୀ

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ମିଳିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ କଥା କହିଛନ୍ତି।

ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନ

ତିହାର ଜେଲରେ ବନ୍ଦୀ ଜୀବନ କାଟୁଥିବା ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ ଶୁକ୍ରବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛି। ରାଜନର ସାଇନସ ସମସ୍ୟା ରହିଛି। ଏହାର ଅପରେସନର ଆବଶ୍ୟକତା ଥିବା ଡାକ୍ତରୀ ଟିମ କହିଛନ୍ତି। ତେଣୁ ତାକୁ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏକଦା ଦାଉଦ

‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଉପଲକ୍ଷେ ଆୟୋଜନ ହେବାକୁ ଯାଉଛି ‘ଅବିଭକ୍ତ ଭାରତ’ ନାଁରେ ଗୋଟିଏ ସେମିନାର। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଭାରତ ପକ୍ଷରୁ ପାକିସ୍ତାନ ଓ ବାଂଲାଦେଶ ସମେତ ଅନ୍ୟ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଥମଥର ପାଇଁ ଭାରତ ସରକାର ସବୁ

ସପ୍ତାହକୁ ୯୦ ଘଣ୍ଟା କାମ କର : ଏଲଏଣ୍ଡଟି ଅଧ୍ୟକ୍ଷଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଲାର୍ସନ୍ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଏସ୍ ଏନ୍ ସୁବ୍ରମଣ୍ୟମ୍ ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଯାଛନ୍ତି। ଇନଫୋସିସର ସହ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାମ କରିବାକୁ ଦେଇଥିବା ବୟାନ ପରେ ଏସଏନ ସୁବ୍ରମଣ୍ୟମ କହିଛନ୍ତି ଯେ ପ୍ରତିଦ୍ୱନ୍ଦ୍ୱିତାରେ ରହିବା ପାଇଁ

ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର

ବିଜେପିର ପୂର୍ବତନ ବିଧାୟକ ହରିବଂଶ ସିଂହ ରାଥୋରଙ୍କ ଘରେ ରେଡ କରିଛି ଆୟକର ବିଭାଗ। ମଧ୍ୟପ୍ରଦେଶର ଏହି ପୂର୍ବତନ ବିଧାୟକଙ୍କ ଘରୁ ରେଡ ବେଳେ ନଗଦ କୋଟି କୋଟି ଟଙ୍କା, ସୁନା ଓ ଏକାଧିକ ବେନାମୀ ଦାମୀ କାର ମିଳିଛି। ତେବେ ରାଥୋରଙ୍କ ଗୋଟିଏ ପୋଖରୀରୁ ୩ଟି ବିରାଟକାୟ କୁମ୍ଭୀର ମିଳିବା ପରେ