Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ରହସ୍ୟ ଖୋଲିଲେ ଫଡନାଭିସ
ନୂଆଦିଲ୍ଲୀ: ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ତାହାର ରହସ୍ୟ ଖୋଲିଛନ୍ତି ଏବେକାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ | ଏକ ସାକ୍ଷାତକାରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଥିଲେ ଯେ ମୁଁ ସ୍ପଷ୍ଟ ଶବ୍ଦରେ କହିବି। ଏହା ପ୍ରଥମ ଦିନରୁ ହିଁ ସ୍ଥିର!-->…
ମଣିଶଙ୍କର ସବୁବେଳେ ପାକିସ୍ତାନର ପକ୍ଷ ନିଅନ୍ତି : ପ୍ରିୟଙ୍କା ଚତୁର୍ବେଦୀଙ୍କ ଜବାବ
ନୂଆଦିଲ୍ଲୀ : କଂଗ୍ରେସ ନେତା ମଣିଶଙ୍କର ଆୟାର ଅପରେସନ ସିନ୍ଦୂର ଏବଂ ବିଭିନ୍ନ ଦେଶକୁ ଯାଇଥିବା ପ୍ରତିନିଧି ଦଳ ବିଷୟରେ ଶନିବାର କହିଥିଲେ ଯେ ଯେଉଁ ୩୩ଟି ଦେଶକୁ ପ୍ରତିନିଧିମଣ୍ଡଳ ଗସ୍ତ କରିଥିଲେ ସେସବୁ ଦେଶମାନେ ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରିନଥିଲେ ।
ଏହି ବିବୃତ୍ତିର!-->!-->!-->…
ନିଜ ନାମ ପଢିପାରୁନାହାନ୍ତି ତେଜସ୍ୱୀ: ସମ୍ରାଟ
ପାଟନା: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୋଟର ତାଲିକାର ସଠିକତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ପାଇଁ ଏକମାସ ଧରି ବିହାରରେ ଭୋଟର ତାଲିକା ସଂଶୋଧନ ଅଭିଯାନ (ଏସଆଇଆର) କରାଯାଇଥିଲା। ଅଗଷ୍ଟ ୧ ତାରିଖରେ ନିର୍ବାଚନ କମିସନ ଉକ୍ତ ଭୋଟର!-->…
ଅମରନାଥ ଯାତ୍ରା ୩ ପର୍ଯ୍ୟନ୍ତ ସ୍ଥଗିତ
ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି!-->…
ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା
ରାଞ୍ଚି : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ!-->…
ଦୁଷ୍କର୍ମ ମାମଲାରେ ପ୍ରଜ୍ଜ୍ବଳଙ୍କୁ ଆଜୀବନ କାରା ଦଣ୍ଡାଦେଶ
ବେଙ୍ଗାଲୁରୁ : ୪୭ ବର୍ଷୀୟା ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ କର୍ଣ୍ଣାଟକ ହସନର ପୂର୍ବତନ ସାଂସଦ ପ୍ରଜ୍ଜ୍ବଳ ରେବାନ୍ନାଙ୍କୁ ବେଙ୍ଗାଲୁରୁର ସ୍ଵତନ୍ତ୍ର କୋର୍ଟ ଶନିବାର ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ପ୍ରଜ୍ଜ୍ବଳ ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି!-->…
ତାଇଓ୍ବାନ ନିକଟରେ ଚୀନ-ଆମେରିକା ମୁହାଁମୁହିଁ
ବେଜିଂ : ତାଇଓ୍ବାନ ପ୍ରଣାଳୀ ନିକଟରେ ମୁହାଁମୁହିଁ ହୋଇଛନ୍ତି ଚୀନ ଓ ଆମେରିକା । ଏହା ଫଳରେ ଏହି ଅଂଚଳରେ ଗତ କିଛି ମାସ ହେଲା ଚାଲିଥିବା ଉତ୍ତେଜନା ଆହୁରି ବଢିଯାଇଛି ।ଶୁକ୍ରବାର ଦିନ ଚୀନର ସରକାରୀ ନ୍ୟୁଜ୍ ଚ୍ୟାନେଲ୍ ଏକ ଫୁଟେଜ୍ ଜାରି କରି ପ୍ରକାଶ କରିଛି ଯେ ଚୀନ୍ ଉପକୂଳ ନିକଟରେ ଚୀନ୍!-->…
ବିବାଦୀୟ ମନ୍ତବ୍ୟ ପରେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ମିଳିଲା ହତ୍ୟା ଧମକ
ନୂଆଦିଲ୍ଲୀ: ମଥୁରା-ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସାନ୍ନିଧ୍ୟ ପାଇବା ପାଇଁ ଦେଶବିଦେଶରୁ ଶ୍ରଦ୍ଧାଳୁ ଛୁଟି ଆସନ୍ତି । ସାଂସାରିକ ଏବଂ ଆଧ୍ୟାତ୍ମିକ ଜୀବନର ଜ୍ଞାନ ପରଷୁଥିବା ପ୍ରେମାନନ୍ଦ ମହାରାଜ ପ୍ରତିଟି ସତସଙ୍ଗ ପରେ ଶ୍ରଦ୍ଧାଳୁଙ୍କ ମନରେ ଆସୁଥିବା ପ୍ରଶ୍ନର ଅତି ସରଳ ଭାବେ!-->…
ରାହୁଲଙ୍କୁ ରାଜନାଥଙ୍କ ଚ୍ୟାଲେଞ୍ଜ୍
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିର୍ବାଚନ କମିସନଙ୍କ ଉପରେ 'ଭୋଟ୍ ଚୋରି' ଅଭିଯୋଗ ଆଣିଥିଲେ । ସଂସଦ ପରିସରରେ ଭାଷଣ ଦେବା ସମୟରେ ସେ କହିଥିଲେ ଯେ, ଆମ ପାଖରେ ଏପରି ପ୍ରମାଣର ପରମାଣୁ ବୋମା ଅଛି, ଯେତେବେଳେ ଏହା ଫୁଟିବ, ନିର୍ବାଚନ କମିସନ!-->…
ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
ଭୁବନେଶ୍ୱର: ଚାଷୀଙ୍କ ମୁହଁରେ ଫୁଟିଲା ହସ। ଆର୍ଥିକ ସହାୟତା ଦେଲେ ସରକାର। ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ!-->…