Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ
ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after deadly Kashmir attack,”ର ଆର୍ଟିକିଲରେ ଆତଙ୍କୀ ହମ୍ଲାକୁ ସେନା ଆକ୍ରମଣ ଭାବେ ବିବେଚନା କରିଛି ।
Terror Attackକୁ!-->!-->!-->…
ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ
ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲେ ଭାରତ ସରକାର ।
ଏହି ଚ୍ୟାନେଲ!-->!-->!-->…
ବଢିଲା ୨୬/୧୧ ଅଭିଯୁକ୍ତ ତହବୁର ରାଣାର ହାଜତ ମିଆଦ
ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣାର ହାଜତକୁ ଏନଆଇଏ କୋର୍ଟ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ତହୱୁରକୁ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରୁ ନିଆଯାଇଥିଲା। ଏଠାକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) କୋର୍ଟ ତାଙ୍କ ହାଜତ ଅବଧିକୁ ୧୨ ଦିନ ପାଇଁ ବୃଦ୍ଧି!-->…
ଆତଙ୍କବାଦୀ ଭାବୁଛନ୍ତି ଯେ ଆମେ ପାକିସ୍ତାନ ସହିତ ଯିବୁ, ସେମାନେ ଭୁଲ : ଫାରୁକ ଅବଦୁଲ୍ଲା
ନୂଆଦିଲ୍ଲୀ: ଜମ୍ମୁ ଏବଂ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ସୋମବାର (୨୮ ଏପ୍ରିଲ, ୨୦୨୫) କହିଛନ୍ତି ଯେ କାଶ୍ମୀରବାସୀ ୧୯୪୭ ମସିହାରେ ଦୁଇ ରାଷ୍ଟ୍ର ତତ୍ତ୍ୱକୁ ପାଣିରେ ଫିଙ୍ଗି ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଅଞ୍ଚଳ ପାକିସ୍ତାନ ସହିତ ଯିବ ନାହିଁ। ସେ କହିଥିଲେ!-->…
ପହଲଗାମ ଆକ୍ରମଣକୁ ନେଇ କଂଗ୍ରେସ ନେତାଙ୍କ ବୟାନବାଜୀକୁ ନେଇ ରାହୁଲ ଅସନ୍ତୁଷ୍ଟ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ ପାକିସ୍ତାନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି ହେଉଥିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘୋଷଣା କରିଛନ୍ତି ଯେ ଆତଙ୍କବାଦୀମାନଙ୍କୁ କଳ୍ପନା ବାହାରେ ଦଣ୍ଡ ଦିଆଯିବ। ଏହି ସମୟରେ,!-->…
ପହଲଗାମ ଘଟଣାକୁ ଆଳ କରି ରାଜ୍ୟମାନ୍ୟତା ମାଗିବୁ ନାହିଁ : ଓମର
ଶ୍ରୀନଗର: ପହଲଗାମରେ ନିର୍ଦ୍ଦୋଷ ହିନ୍ଦୁଙ୍କ ହତ୍ୟାକାଣ୍ଡ ଉପରେ ସୋମବାର ୨୮ ଏପ୍ରିଲ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀର ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ଏକ ନିନ୍ଦା ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଏହି!-->…
୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ
ନୂଆଦିଲ୍ଲୀ: ବାୟୁସେନା ପରେ ନୌସେନାରେ ରାଫେଲ ସାମିଲ ହେବ, ଯାହା ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ। ରାଫେଲ କ୍ରୟ ନେଇ ଫ୍ରାନ୍ସ ସହ ଭାରତ ଚୁକ୍ତି ସ୍ବାକ୍ଷରିତ କରିବ । ଭାରତ ୨୬ଟି ରାଫେଲ୍ ମେରାଇନ୍ ଲଢ଼ୁଆ ବିମାନ କିଣିବା ପାଇଁ ଆଜି ଫ୍ରାନ୍ସ ସହ ୬୩ ହଜାର କୋଟି ଟଙ୍କାର!-->…
ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର
ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ!-->…
ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି
ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି, ଯେଉଁଥିରେ ସେ କହିଛନ୍ତି ଯେ,!-->…
ଆରବ ସାଗରରେ ଭାରତୀୟ ନୌସେନାର ଯୁଦ୍ଧାଭ୍ୟାସ, ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି
ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଭାରତୀୟ ନୌସେନା ନିଜର ଯୁଦ୍ଧାଭ୍ୟାସ ଚଳାଇଛି। ନୌସେନାର ଜାହାଜ, କ୍ଷେପଣାସ୍ତ୍ର ଏବଂ ଓ୍ବିପନ ସିଷ୍ଟମଗୁଡ଼ିକୁ ପରୀକ୍ଷଣ କରାଯାଉଛି। ଆରବ ସାଗରରେ ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି!-->…