Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାରତୀୟ ଯବାନଙ୍କୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ
ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ ପାକ୍!-->…
ପାକିସ୍ତାନୀ ରାଜନେତାଙ୍କୁ ଜୋରଦାର ଟାର୍ଗେଟ କଲେ ଅଦନାନ ସାମି
ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସାରା ଦେଶ ଏବେ ବି ମର୍ମାହତ। ଏହି ଖବର ଶୁଣିବା ପରେ ବଲିଉଡ ଗାୟକ ଅଦନାନ ସାମି ମଧ୍ୟ ଗଭୀର ଭାବରେ ମର୍ମାହତ ହୋଇଥିଲେ। ଏହି ସମୟରେ, ସେ ପାକିସ୍ତାନୀ ରାଜନେତା ଏବଂ ପୂର୍ବତନ ମନ୍ତ୍ରୀ ଫୱାଦ!-->…
ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ
ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ କରିଥିଲେ। ଆକ୍ରମଣ ବେଳେ ପଥର ମାଡ଼ରେ କନଭଇରେ ଥିବା!-->…
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ଫୁଟୁଛି, ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୨୧ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ଦୁଃଖିତ।
ଆତଙ୍କବାଦୀ ଆକ୍ରମଣର!-->!-->!-->…
ଜମ୍ମୁ କାଶ୍ମୀର ସେନା ଟାର୍ଗେଟରେ ୧୪ ଜଣ ଆତଙ୍କବାଦୀ, ତାଲିକା ଜାରି କଲା ଗୁଇନ୍ଦା ବିଭାଗ
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମିରରେ ୧୪ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରସ୍ତୁତ। ଗୁଇନ୍ଦା ତଥ୍ୟ ଆଧାରରେ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରକାଶ। ସମସ୍ତଙ୍କର ବୟସ ୨୦ରୁ୪୦ ବର୍ଷ ମଧ୍ୟରେ ସୂଚନା। ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଆତଙ୍କୀଙ୍କୁ ସହଯୋଗ କରୁଥିଲେ। ଲୁଚି ରହିଥିବାର ବ୍ୟବସ୍ଥା ସହ!-->…
ନୀରପେକ୍ଷ ତଦନ୍ତ ପାଇଁ ପାକିସ୍ତାନର ପ୍ରସ୍ତାବ
ନୂଆଦିଲ୍ଲୀ : ପହଲଗାମ୍ ହମ୍ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ । ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍। ଆରମ୍ଭ ରୁ ତୋଡ ଦେଖାଉଥିବା ପାକ୍ ଏବେ ନରମିଛି। ସିନ୍ଧୁ ଜଳଚୁକ୍ତି ସ୍ଥଗିତ ପରେ ଏବେ ଭାରତର ଶରଣରେ ପଶିଛି!-->…
ପହଲଗାମ୍ ଆକ୍ରମଣକୁ ସହ୍ୟ କରାଯାଇପାରିବ ନାହିଁ: ଗାଙ୍ଗୁଲି
ମୁମ୍ବାଇ: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ଏଥିରେ ୨୮ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣ ପରେ, ସମଗ୍ର ଦେଶରେ ଶୋକ ଏବଂ କ୍ରୋଧର ପରିବେଶ ରହିଛି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ନିରନ୍ତର ଅପରେସନ୍ ଚଳାଇଛନ୍ତି।!-->…
କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନ ଦେବେ ୨ କୋଟି ଟଙ୍କା: ଦିଲ୍ଲୀ ହାଇକୋର୍ଟ
ଜୁନିୟର ଡାଗର ବ୍ରଦର୍ସଙ୍କ ଶିବସ୍ତୁତିଙ୍କ ଶାସ୍ତ୍ରୀୟ ପରିବେଷଣକୁ ନେଇ କପିରାଇଟ୍ ମାମଲାରେ ୨ କୋଟି ଟଙ୍କା ଜମା କରିବାକୁ ଦିଲ୍ଲୀ ହାଇକୋର୍ଟ ସଙ୍ଗୀତ ନିର୍ଦ୍ଦେଶକ ଏଆର ରେହମାନ ଏବଂ ପୋନିୟିନ୍ ସେଲଭାନ-୨ର ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ରେ ଗାୟକ ଫୟାଜ ୱାସିଫୁଦ୍ଦିନ ଡାଗର!-->…
ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ବାହାରିଲେ ୫୫୦ ବାଂଲାଦେଶୀ
ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ବାଂଲାଦେଶୀ। ଜଣେ କି ଦୁଇଜଣ ନୁହନ୍ତି, ୫୫୦ରୁ ଅଧିକ ବାଂଲାଦେଶୀଙ୍କୁ ଚିହ୍ନଟ କଲା ପ୍ରଶାସନ। ଏହା ହେଉଛି ଗୁଜରାଟର ଅବସ୍ଥା।
ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନୀ ନାଗରିକଙ୍କୁ ଭାରତ ଛାଡ଼ି ପଳାଇବାକୁ ନିର୍ଦେଶ ଦିଆଯାଇଛି। ସ୍ଵରାଷ୍ଟ୍ର ମନ୍ତ୍ରୀ!-->!-->!-->…
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଗଣମାଧ୍ୟମ ଚ୍ୟାନେଲ ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଜାରି
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି ପରାମର୍ଶଦାତା ଜାରି କରାଯାଇଛି।
!-->!-->!-->…