Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ
ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ ନେତାମାନେ!-->…
ଭାରତର ଆକ୍ରମଣ ଭୟରେ ଚୀନ୍ ଶରଣରେ ପାକିସ୍ତାନ
ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏକ ନିରପେକ୍ଷ ତଦନ୍ତ!-->…
ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା
ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା!-->…
ଭାରତ-ପାକିସ୍ତାନ ଏବେ ଶାନ୍ତ ରହିବା ଜରୁରୀ: ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ
ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମର!-->…
ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ
ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ ଜମ୍ମୁ କଶ୍ମୀରରେ ନିୟନ୍ତ୍ରଣ ରେଖାରେ କିଛି ସ୍ଥାନରେ!-->…
ପହଲଗାମ ଆକ୍ରମଣରେ ସାମିଲ ଜଣେ ଆତଙ୍କୀ ଘରେ ବୁଲିଲା ବୁଲଡୋଜର
ନୂଆଦିଲ୍ଲୀ : ପହଲଗାମ ଆକ୍ରମଣରେ ସାମିଲ ସ୍ଥାନୀୟ ଆତଙ୍କୀ ଆଦିଲ ହୁସୈନ ଥୋକରର ଅନନ୍ତନାଗ ଜିଲାର ବିଜହେରା ଅଞ୍ଚଳରେ ସ୍ଥିତ ଘରକୁ ସୁରକ୍ଷାବଳ ବୋମାରେ ଉଡାଇ ଦେଇଛନ୍ତି । ଆଦିଲ ଥୋକ ଓରଫ ଆଦିଲ ଗୁରୀ ରୂପେ ପରିଚୟ ମିଳିଛି । ପହଲଗାମର ବୈସରନ ଘାଟୀରେ ୨୨ ଏପ୍ରିଲରେ ହୋଇଥିବା ଆକ୍ରମଣ ଯୋଜନା!-->…
ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ଅଛି ବୋଲି ଭାରତ ପ୍ରମାଣ ଦେଉ – ଇସାକ ଡାର
ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି ବୈଠକ ପରେ!-->…
ପାକିସ୍ତାନ ନାଗରିକଙ୍କ ଭିସା ବାତିଲ ପରେ ଅଡୁଆରେ ସୀମା ହାଇଦର
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରି ଦେଶରେ ରହୁଥିବା ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛନ୍ତି। ଏହା ସହିତ, ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିଷ୍ପତ୍ତି ପରେ,!-->…
ବାହା ଆଜି ନହେଲେ କାଲି ହେବି, ହେଲେ ସରକାର ୱାଘା-ଅଟାରୀ ସୀମାକୁ ବନ୍ଦ କରି ଉଚିତ ନିଷ୍ପତ୍ତି ନେଇଛନ୍ତି
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ୱାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ସୀମା ଦେଇ କେହି ପାକିସ୍ତାନରୁ ଭାରତ ଆସିପାରିବେ ନାହିଁ। କି କେହି ଭାରତରୁ ପାକିସ୍ତାନ ଯାଇ ପାରିବେ ନାହିଁ।ଏଭଳି ପରିସ୍ଥିତି ହେତୁ ରାଜସ୍ଥାନର ବାସିନ୍ଦା!-->…
ପାକିସ୍ତାନ ଦୂତାବାସ ବାହାରେ ବିକ୍ଷୋଭ ପ୍ରଦର୍ଶନ
ନୂଆଦିଲ୍ଲୀ : ପହେଲଗାଓଁ ଆକ୍ରମଣ ଘଟଣାର ନିନ୍ଦା କରି ଭାରତୀୟମାନେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସ ବାହାରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଘଟଣା ଦୁଇଦେଶ ମଧ୍ୟରେ ଖରାପ ଥିବା ସମ୍ପର୍କକୁ ଆହୁରି ତିକ୍ତ କରିଦେଇଥିବାବେଳେ ଭାରତୀୟମାନେ ଏକାଠି ହୋଇ ପାକ୍ ସରକାର!-->…