Browsing Category

ଦେଶ

ଏମିତି ଦଣ୍ଡ ମିଳିବ ଯାହା ସେମାନେ କେବେ କଳ୍ପନା ବି କରିନଥିବେ – ମୋଦି

ପାଟନା : ପହେଲଗାଓଁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ ଚିହ୍ନଟ କରାଯିବ। ସେମାନଙ୍କୁ ଗୋଟି ଗୋଟି କରି ଖୋଜାଯିବ ଏବଂ ଦଣ୍ଡିତ କରାଯିବ। ଯେଉଁମାନେ ଏହି କାଣ୍ଡ ପଛରେ ରହିଛନ୍ତି ସେମାନଙ୍କୁ ତାଙ୍କ କଳ୍ପନାଠାରୁ ବହୁତ ବଡ଼ ଦଣ୍ଡ ଦିଆଯିବ, ଯାହା ବିଷୟରେ ସେମାନେ କେବେ ଚିନ୍ତା ବି

ପାକିସ୍ତାନର ସରକାରୀ ‘X’ ହ୍ୟାଣ୍ଡେଲ ଭାରତରେ ବ୍ଲକ

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜି ସାମାଜିକ ଗଣମାଧ୍ୟମ ଏକ୍ସ (ପୂର୍ବରୁ ଟ୍ୱିଟର) ପାକିସ୍ତାନ ସରକାରଙ୍କ ଏକ୍ସ ଆକାଉଣ୍ଟକୁ ବ୍ଲକ କରିଛନ୍ତି। ଫଳରେ ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ।କେନ୍ଦ୍ର

ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶକରିଗଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ କରିଥିଲେ। ଏହା ପରେ ପାକିସ୍ତାନ

ଭାଙ୍ଗିଗଲା ପାକ୍‌ ଅଭିନେତ୍ରୀଙ୍କ ସ୍ବପ୍ନ

ନୂଆଦିଲ୍ଲୀ: ଗତ ମଙ୍ଗଳବାର କଶ୍ମୀର ଉପତ୍ୟକାରେ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ନେଇ ଦେଶରେ ତୀବ୍ର ଆଲୋଡ଼ନ ସୃଷ୍ଟି ହୋଇଛି।ଆତଙ୍କବାଦୀଙ୍କ ଆଗରେ ଭାରତ ମୁଣ୍ଡ ନୁଆଁଇବ ନାହିଁ ଏବଂ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ଭାରତ ବଦ୍ଧପରିକର ବୋଲି

ଆଇଏନଏସ୍ ସୁରତର ସଫଳ ପରୀକ୍ଷଣ କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି ନେଇଛି। ଯାହାର ଜବାବରେ ଆଜି

ପାକିସ୍ତାନ ନଯିବାକୁ ଭାରତୀୟଙ୍କୁ କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ପାକିସ୍ତାନ ଯାଅନି… ଭାରତୀୟ ନାଗରିକଙ୍କୁ ପାକିସ୍ତାନ ନଯିବାକୁ ସତର୍କ କରାଇବା ସହ ପରାମର୍ଶ ଦେଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ । କୌଣସି ପରିସ୍ଥିତିରେ ବି ପାକିସ୍ତାନ ଗସ୍ତ ନକରିବାକୁ କୁହାଯାଇଛି ଏଥିସହ ଯେଉଁମାନେ ପାକିସ୍ତାନରେ ଅଛନ୍ତି ସେମାନଙ୍କ ମଧ୍ୟ ଭାରତ ତୁରନ୍ତ

ଆକ୍ସନ ମୁଡ଼ରେ ଭାରତ : ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ ଓ ଜୟଶଙ୍କର

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ । ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାଷ୍ଟ୍ରପତିଙ୍କୁ ଭେଟିଲେ ବି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ସର୍ବଦଳୀୟ ବୈଠକ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟି ପହଲଗାମ୍ ହମଲା

ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ !

ଶ୍ରୀନଗର : ଲସ୍କର-ଇ-ତୋଇବା କମାଣ୍ଡର ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ ବୋଲି କୁହାଯାଇଛି। ଚଳିତମାସ ୧୮ରେ ପାକ୍‌ ଅଧିକୃତ କାଶ୍ମୀର (ପିଓକେ)ର ରାୱଲକୋଟ୍‌ରେ ଏକ ସଭାକୁ ସମ୍ବୋଧିତ କରିବା ଅବସରରେ ଅବୁ ଏହି ଆକ୍ରମଣ ସମ୍ପର୍କରେ ପ୍ରାକ୍‌ ସୂଚନା ଦେଇଥିଲା। ଜାମ୍ମୁ-କାଶ୍ମୀରରୁ

‘ମୋ ଭିତରେ ଥିବା କ୍ରୋଧକୁ ମୁଁ ଶବ୍ଦରେ ବଖାଣି ପାରୁନାହିଁ’ – ଶାହାରୁଖ

ପହଲଗାମ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶରଲୋକଙ୍କୁ ମର୍ମାହତ କରିଛି। ଏପରି ପରିସ୍ଥିତିରେ ରାଜନେତାମାନଙ୍କ ଠାରୁ ଆରମ୍ଭ କରି କ୍ରିକେଟ ଓ କଳାକାରମାନେ ଇନଷ୍ଟାଗ୍ରାମରେ ପୋଷ୍ଟ ଜରିଆରେ ଆତଙ୍କବାଦୀଙ୍କ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହିତ ଭାରତ ନିଶ୍ଚୟ

ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି । ବୁଧବାର ସଂଧ୍ୟାରେ