Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍
ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ 'ଅପରେସନ୍ ସିନ୍ଦୂର' ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ ଯୁଦ୍ଧ ପାଇଁ ଶସ୍ତ୍ର ଏବଂ ଶାସ୍ତ୍ର (ଜ୍ଞାନ) ଉଭୟ ଆବଶ୍ୟକ।
!-->!-->!-->…
ସର୍ବଦଳୀୟ ବୈଠକରେ ସହମତି: ସୋମବାରଠାରୁ ସୁରୁଖୁରୁରେ ଚାଲିବ ସଂସଦ
ବିହାରରେ ଭୋଟର ତାଲିକା ସଂଶୋଧନ ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ବିରୋଧ କରି ସଂସଦରେ ଦୁଇଦିନ ଧରି ହଟ୍ଟଗୋଳ ଲାଗି ରହିବା ପରେ ଶୁକ୍ରବାର ସୁଧାର ଆସିଛି। ସର୍ବଦଳୀୟ ବୈଠକରେ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ!-->…
ସମୁଦ୍ରରେ ଵିସର୍ଜିତ ହୋଇପାରିବେ ୬ ଫୁଟରୁ ଅଧିକ ଗଣେଶ ମୂର୍ତ୍ତି: ବମ୍ବେ ହାଇକୋର୍ଟ
ମୁମ୍ବାଇ: ଗଣେଶ ଚତୁର୍ଥୀ ପୂର୍ବରୁ, ବମ୍ବେ ହାଇକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି ଏବଂ ସମୁଦ୍ର ଭଳି ପ୍ରାକୃତିକ ଜଳ ଉତ୍ସରେ ଛଅ ଫୁଟରୁ ଅଧିକ ଉଚ୍ଚ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଅନୁମତି ଦେଇଛନ୍ତି। ସେହି ସମୟରେ, ୬ ଫୁଟ କିମ୍ବା ତା’ଠାରୁ କମ୍ ଉଚ୍ଚତାର!-->…
ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରିବା ଘଟଣାକୁ ଖଣ୍ଡନ କଲେ ସରକାର
ନୂଆଦିଲ୍ଲୀ: ଅହମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରାଯାଇଥିବା ନେଇ ବ୍ରିଟିଶ ଗଣମାଧ୍ୟମ ଦାବି କରିଥିଲା। ବ୍ରିଟିଶ ଗଣମାଧ୍ୟମର ଏହି ଦାବିକୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପ୍ରତ୍ୟାଖ୍ୟାନ କରି କହିଛି, ‘ଯେ!-->…
ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତିନାମା
ଲଣ୍ଡନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁକ୍ତରାଜ୍ୟ ( ବ୍ରିଟେନ) ଗସ୍ତ ସମୟରେ ଗୁରୁବାର ଭାରତ ଏବଂ ଯୁକ୍ତରାଜ୍ୟ ମଧ୍ୟରେ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ସ୍ୱାକ୍ଷରିତ ହୋଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗ୍ରାମୀଣ ବାସଭବନ ଲଣ୍ଡନ ନିକଟସ୍ଥ ଚେକର୍ସରେ!-->…
କନ୍ନଡ ଅଭିନେତାଙ୍କ ଜାମିନକୁ ନେଇ ହାଇକୋର୍ଟଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ରେଣୁକାସ୍ୱାମୀ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।ସୂଚନାଯୋଗ୍ୟ, ରେଣୁକାସ୍ୱାମୀଙ୍କୁ ଅପହରଣ କରି ନିର୍ଯାତନା ଦେବାପରେ ହତ୍ୟା କରିବା ଅଭିଯୋଗରେ ଦର୍ଶନଙ୍କୁ ଗତ ବର୍ଷ ଜୁନ୍ ମାସରେ ଗିରଫ!-->…
ଏବେ ହେମନ୍ତଙ୍କ ପାଳି: ଆରଜେଡିକୁ ଏତିକି ଆସନ ମାଗିଲା ଜେଏମଏମ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ନେଇ ଯଦିଓ କୌଣସି ଘୋଷଣା ହୋଇନାହିଁ, ତେବେ ରାଜନୈତିକ ଦଳଗୁଡିକ ସେମାନଙ୍କର ପ୍ରସ୍ତୁତି ଜୋରସୋରରେ କରୁଛନ୍ତି | ବିଶେଷ କରି ବିରୋଧୀ ଦଳଗୁଡ଼ିକର ମହାଗଠବନ୍ଧନରେ ଆଲୋଚନା ତୀବ୍ର ହୋଇଛି। ଆରଜେଡି ନେତୃତ୍ୱାଧୀନ ମହାଗଠବନ୍ଧନରେ ଆସନ ବଣ୍ଟନ ଆଲୋଚନା!-->…
ପ୍ରାଚୀନ ଶିବ ମନ୍ଦିରକୁ ନେଇ କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଭୀଷଣ ଯୁଦ୍ଧ
ବ୍ୟାଙ୍କକ୍ : ୟୁକ୍ରେନ-ରୁଷ, ମଧ୍ୟପୂର୍ବରେ ସଂଘର୍ଷ ଜାରି ରହିଥିବାବେଳେ ବିଶ୍ବର ଆଉ ଏକ ଅଂଚଳରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ତାହା ହେଉଛି ଦକ୍ଷିଣ-ପୂର୍ବ ଏସିଆ । ବିଗତ କିଛି ଦିନ ହେଲା କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଚାଲିଆସିଥିବା ଉତ୍ତେଜନା ଶେଷରେ ଏକ ସଂଘର୍ଷର ରୂପ ନେଇଛି!-->…
ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ
ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା!-->…
ମଙ୍ଗଳ ଗ୍ରହରେ ଶୈବାଳ ବିକଶିତ : ବଢିଲା ଜୀବନ ବସତିର ଆଶା
ନୂଆଦିଲ୍ଲୀ ୨୪।୦୭; ସ୍ଥାୟୀ ମହାକାଶ ଯାତ୍ରା ପାଇଁ ଏକ ପ୍ରମୁଖ ପଦକ୍ଷପ ଭାବରେ, ଗବେଷକମାନେ ବୈବ ବିଘଟନଶୀଳ ବାୟୋଫ୍ଲାଷ୍ଟିକ ଭିତରେ ଏକ ଶୈବାଳକୁ ସଫଳତାର ସହିତ ବିକାଶ କରିବାରେ ସକ୍ଷମ ହୋଇଛନ୍ତି। ପୃଥିବୀର ଚାପ ତୁଳନାରେ ପ୍ରାୟ ଏକ ପ୍ରତିଶତ ପୃଷଠଚାପ ବିଶିଷ୍ଟ ମଙ୍ଗଳ ପରିବେଶରେ!-->…