Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ
ନୂଆଦିଲ୍ଲୀ: ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ବମ୍ବେ ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୨ ଜଣଙ୍କୁ ବମ୍ବେ ହାଇକୋର୍ଟ ମୁକ୍ତ କରିଥିଲେ। ଏହା ବିରୋଧରେ!-->…
ଦେଶରେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ଯାଉଛି ୬ ଜଣଙ୍କ ଜୀବନ, ସବୁଠି ଅଧିକ ବାଇକ୍ ଆକ୍ସିଡେଣ୍ଟ
ନୂଆଦିଲ୍ଲୀ: ୨୦୨୫ର ପ୍ରଥମ ଛଅ ମାସରେ ସମଗ୍ର ଦେଶରେ ଜାତୀୟ ରାଜପଥରେ ୨୬ ହଜାର ୭୭୦ ଜଣଙ୍କ ମୃତ୍ୟୁ ଘଟିଛି। ସେହି ହିସାବରେ ଦେଖିଲେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୬ରୁ ଅଧିକ ଲାେକଙ୍କ ପ୍ରାଣହାନୀ ଘଟିଛି। ୨୦୨୪ରେ ରାଜପଥରେ ୫୨ ହଜାର ୬୦୯ ଗମ୍ଭୀର ସଡ଼କ ଦୁର୍ଘଟଣା ଘଟିଛି। ବୁଧବାର!-->…
ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍ ଟ୍ୱିଟ୍ ଯୁଦ୍ଧ
ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ!-->…
ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି
ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । 'ବାପା' ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ ଗୃହ । କହିବାକୁ ଗଲେ ଗୃହରେ ମୁଖ୍ୟମନ୍ତ୍ରୀ ନୀତିଶ!-->…
ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ
ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ ରାଜ୍ୟ ବୋଲି ଦର୍ଶାଯାଇଛି, ଏହି ରିପୋର୍ଟ!-->…
ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI
ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି!-->…
ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଖବର ଅନୁଯାୟୀ, ଗୁରୁବାର ଶ୍ରୀମନ୍ଦିରେ!-->!-->!-->…
ଘରୋଇ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ମାମଲା ରୁଜୁ ହେବାର ୨ ମାସ ଯାଏଁ ହେବନି ଗିରଫଦାରୀ
ନୂଆଦିଲ୍ଲୀ: ଘରୋଇ ହିଂସା ସହ ଜଡ଼ିତ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଏହା ସହ ଆହ୍ଲାବାଦ ହାଇକୋର୍ଟଙ୍କ ଦୁଇ ବର୍ଷ ପୁରୁଣା ମାର୍ଗଦର୍ଶିକାକୁ ବଜାୟ ରଖି କହିଛନ୍ତି, ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୮(ଏ) ଅଧିନରେ ରୁଜୁ ମାମଲାରେ ପୋଲିସ ଅଭିଯୁକ୍ତକୁ ଦୁଇ ମାସ ଯାଏଁ ଗିରଫ!-->…
ଏବେ ତୁମେ ଛୋଟ ପିଲା, କିଛି ଜାଣିନ; ତେଜସ୍ବୀଙ୍କ ଉପରେ ବର୍ଷିଲେ ନୀତିଶ
ପାଟନା: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ବୁଧବାର ବିହାର ବିଧାନସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଯେତେବେଳେ ଆରଜେଡି ନେତା ତେଜସ୍ୱୀ ଯାଦବ ସ୍ୱତନ୍ତ୍ର ସଂଶୋଧନ କରିବା ନେଇ ତୀବ୍ର ପ୍ରଶ୍ନ ପଚାରିଲେ, ସେତେବେଳେ ନୀତିଶ କୁମାର ତାଙ୍କ ଆସନରୁ ଉଠିପଡ଼ି ତାଙ୍କୁ ଛୁଆ ବୋଲି!-->…
ଯଥାଶୀଘ୍ର ହେବ ଉପରାଷ୍ଟ୍ରପତି ନିର୍ବାଚନ: ଜାଣନ୍ତୁ ସାମ୍ବିଧାନିକ ପ୍ରକ୍ରିୟା
ନୂଆଦିଲ୍ଲୀ: ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ତାଙ୍କ ଉତ୍ତରାଧିକାରୀ ଚୟନ ପାଇଁ ଯଥାଶୀଘ୍ର ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ସମ୍ବିଧାନର ଧାରା ୬୮(୨) ଅନୁଯାୟୀ, ଯଦି ଉପରାଷ୍ଟ୍ରପତିଙ୍କର ମୃତ୍ୟୁ, ଇସ୍ତଫା, ପଦଚ୍ୟୁତି କିମ୍ବା ଅନ୍ୟ କୌଣସି କାରଣରୁ ପଦବୀ ଖାଲି!-->…