Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦିଅର ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ମହିଳା
ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ଜିଲ୍ଲାର ଉତ୍ତମ ନଗର ଥାନା ଅଞ୍ଚଳର ଓମ୍ ବିହାର ଫେଜ୍-୧ରେ, ପତ୍ନୀ ତାଙ୍କ ଦିଅରଙ୍କ ସହିତ ମିଶି ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଥିଲେ ଏବଂ ପରିବାରକୁ ମିଛ କହି ଚାଲିଥିଲେ ଯେପରି କେହି ସନ୍ଦେହ ନକରନ୍ତି। ରବିବାର ଦିନ ସନ୍ଦେହଜନକ ପରିସ୍ଥିତିରେ ୩୫ ବର୍ଷୀୟ!-->…
୪୨ ଦେଶ ବୁଲିଲ, ଥରେ ବି ମଣିପୁର ଗଲନାହିଁ: ଖଡ଼ଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଶନିବାର ଦିନ କର୍ଣ୍ଣାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା ପାର୍ଟି (ବିଜେପି)କୁ କଡ଼ା ଟାର୍ଗେଟ କରିଥିଲେ। ସେ ମଣିପୁରରେ ହିଂସା ଉପରେ ପ୍ରଧାନମନ୍ତ୍ରୀ!-->…
ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର, ଭେଟି ଦେଲେ ୭୨୧୭କୋଟିର ପ୍ରକଳ୍ପ
ନୂଆଦିଲ୍ଲୀ: ବିହାରରେ ଆଗକୁ ହେବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ବିିଭିନ୍ନ ଦଳର ନେତାମାନେ ସେଠାକୁ ଯାଇ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ଧାରାରେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତିହାରୀ ଜିଲ୍ଲା ଗସ୍ତ କରିଥିଲେ। ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା!-->…
ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅକୁ ବାନ୍ଧିଲା ଇଡି
ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ଗିରଫ କରିଛି ଇଡି । ମଦ ଦୁର୍ନୀତି ମାମଲାରେ ଇଡି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି । ଆଜି ସକାଳେ ଭୂପେଶ ବାଘେଲଙ୍କ ଭିଲାଇ ସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଥିଲା । ଚଢାଉ!-->…
ନିଜ ଦେହରେ ସୁଇସାଇଡ୍ ନୋଟ୍ ଲେଖି ଜୀବନ ହାରିଲେ ମହିଳା
ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ବାଗପତରୁ ଆତ୍ମହତ୍ୟାର ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ହଇଚଇ ସୃଷ୍ଟି କରିଛି । ଛପରୌଲୀ ଥାନା ଅନ୍ତର୍ଗତ ରଠୌଡା ଗାଁରେ ଯୌତୁକ ପାଇଁ ମନୀଷା ନାମରେ ଜଣେ ମହିଳା ବିଷ ପିଇ ଜୀବନ ହାରିଛନ୍ତି । ମୃତ୍ୟୁ ପୂର୍ବରୁ ମହିଳା ଜଣକ ନିଜ ହାତ,ଗୋଡ ସହ ଶରୀରରର!-->…
ଭାରତରେ ତିଆରି ହେବ ଷ୍ଟିଲ୍ଥ ଯୁଦ୍ଧ ବିମାନ ଇଞ୍ଜିନ
ଭାରତରେ ତିଆରି ହେବ ଷ୍ଟିଲ୍ଥ ଯୁଦ୍ଧ ବିମାନର ଇଞ୍ଜିନ। ଏ ନେଇ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଖୁବଶୀଘ୍ର ଏକ ପ୍ରତିରକ୍ଷା ଚୁକ୍ତି ହେବାକୁ ଯାଉଛି। ପ୍ରାୟ ୬୧ ହଜାର କୋଟି ଟଙ୍କା ବିନିମୟରେ ଫ୍ରାନ୍ସ ସହିତ ୧୨୦ କିଲୋନ୍ୟୁଟନ(କେଏନ) ଜେଟ୍ ଇଞ୍ଜିନ ବିକଶିତ କରିବାକୁ ଯୋଜନା ରହିଛି। ଏହି!-->…
ଲାଲୁଙ୍କୁ ସୁପ୍ରିମକୋର୍ଟରୁ ଝଟକା, ଚାକିରି ପାଇଁ ଜମି ମାମଲାରେ ଦେଲେନି ରହିତାଦେଶ
ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ସୁପ୍ରିମକୋର୍ଟରୁ ଝଟ୍କା ମିଳିଛି। ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ସର୍ବୋଚ୍ଚ ଅଦାଲତ ରହିତାଦେଶ ଦେବାକୁ ଶୁକ୍ରବାର ମନା କରିଦେବା ପରେ ଲାଲୁଙ୍କୁ ନିରାଶ ହେବାକୁ ପଡ଼ିଛି। ଲାଲୁଙ୍କ ପକ୍ଷରୁ ଏ ନେଇ!-->…
ବିବାହ ସ୍ୱାମୀଙ୍କୁ ସ୍ତ୍ରୀଙ୍କ ବ୍ୟକ୍ତିଗତ ସୂଚନା ଜାଣିବାର ଅଧିକାର ଦିଏ ନାହିଁ : ଛତିଶଗଡ଼ ହାଇକୋର୍ଟ
ରାୟପୁର : ଛତିଶଗଡ଼ ହାଇକୋର୍ଟ ତାଙ୍କ ନିଷ୍ପତ୍ତି ମଧ୍ୟରୁ ଗୋଟିଏରେ ପତ୍ନୀଙ୍କୁ ନେଇ ସ୍ବାମୀଙ୍କ ଅଧିକାରର ସୀମା ବ୍ୟାଖ୍ୟା କରିଛନ୍ତି। ଛତିଶଗଡ଼ ହାଇକୋର୍ଟ ରାୟ କହିଛନ୍ତି, ‘ ବିବାହ ସ୍ୱାମୀଙ୍କୁ ସ୍ତ୍ରୀଙ୍କ ବ୍ୟକ୍ତିଗତ ସୂଚନା ଜାଣିବାର ଅଧିକାର ଦିଏ ନାହିଁ। ସ୍ବାମୀମାନେ ସ୍ତ୍ରୀଙ୍କୁ!-->…
ଏନଡିଏକୁ ଫେରିବେ କି ଉଦ୍ଧବ !
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମଧ୍ୟରେ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଛି। ଏହା ପରେ ରାଜ୍ୟ ରାଜନୈତିକ ପାଣିପାଗ ହଠାତ୍ ସରଗରମ ହୋଇଉଠିଛି । ଉଦ୍ଧବ ପୁଣି ଏନଡିଏକୁ ଫେରିବା ନେଇ କଳ୍ପନାଜଳ୍ପନା ପ୍ରକାଶ!-->…
ନୈନିତାଲରେ ମୃତ୍ୟୁର ଛାୟା; ସାପ ଭୟରେ ଶୋଇ ପାରୁନାହାଁନ୍ତି ଲୋକେ
ନୈନିତାଲ : ଉତ୍ତରାଖଣ୍ଡର ସୁନ୍ଦର ଉପତ୍ୟକାରେ ମୁଣ୍ଡ ଟେକିଛି ଏକ ନୂଆ ବିପଦ । ଯାହାର ନାମ କିଙ୍ଗ କୋବ୍ରା । ଯେଉଁ ସାପ ଏପର୍ଯ୍ୟନ୍ତ କେବଳ ଘଞ୍ଚ ଜଙ୍ଗଲ କିମ୍ବା ତରାଇ ଅଞ୍ଚଳରେ ଦେଖାଯାଉଥିଲା, ତାହା ଏବେ ପର୍ବତଗୁଡିକର ଆବାସିକ ବସତିରେ ପହଞ୍ଚିଛି । ବନ ବିଭାଗର ସାମ୍ପ୍ରତିକ ରିପୋର୍ଟ!-->…