Browsing Category

ଦେଶ

ନିମିଷାଙ୍କୁ କ୍ଷମା ପାଇଁ ମନା କଲେ ପୀଡ଼ିତଙ୍କ ପରିବାର

ନୂଆଦିଲ୍ଲୀ: ୟେମେନରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କ ବଞ୍ଚିବାର ଶେଷ ଆଶା ମଉଳି ଯାଇଛି। ବ୍ଲଡ ମନି (କ୍ଷତିପୂରଣ ଅର୍ଥ) ବଦଳରେ ନିମିଷାଙ୍କୁ କ୍ଷମା ଦେବାକୁ ମନା କରି ଦେଇଛନ୍ତି ପୀଡିତଙ୍କ ପରିବାର ସଦସ୍ୟ। ନିମିଷାଙ୍କ ଦ୍ବାରା ହତ୍ୟାର ଶିକାର ହୋଇଥିବା…

ନାଟୋ ମୁଖ୍ୟଙ୍କୁ ଭାରତର କଡ଼ା ଜବାବ

ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଭାରତକୁ କଡ଼ା ଚେତାବନୀ ଦେଇଥିବା ନାଟୋ ମୁଖ୍ୟ ମାର୍କ ରୁଟ୍‌ଙ୍କୁ ଦୃଢ଼ ଜବାବ ଦେଇଛି ଭାରତ। ରୁଷ ସହିତ ବାଣିଜ୍ୟିକ ସମ୍ପର୍କ ରଖୁଥିବା ଭାରତ, ବ୍ରାଜିଲ, ଚୀନ ଉପରେ ସାଙ୍କସନ ଲାଗୁ କରାଯିବ ବୋଲି ରୁଟ୍‌ ଚେତାବନୀ ଦେଇଥିଲେ। ଗୁରୁବାର ଭାରତୀୟ…

ସୁନା ଚୋରା ଚାଲାଣ; ୧ବର୍ଷ ଜେଲରେ ରହିବେ ଅଭିନେତ୍ରୀ

ନୂଆଦିଲ୍ଲୀ: ସୁନା ଚୋରା ଚାଲାଣ ଘଟଣାରେ ସାଉଥ୍‍ ଅଭିନେତ୍ରୀ ରଣ୍ୟା ରାଓଙ୍କୁ ମିଳିଲାନି ଆଶ୍ୱସ୍ତି । ଫଳରେ ଗୋଟିଏ ବର୍ଷ ଜେଲ ଦଣ୍ଡ ଭୋଗିବେ ଏହି ଅଭିନେତ୍ରୀ ଜଣଙ୍କ । ଏନେଇ ବିଦେଶୀ ମୁଦ୍ରା ସଂରକ୍ଷଣ ଏବଂ ଚୋରାଚାଲାଣ ନିବାରଣ ଆଇନ ପରାମର୍ଶଦାତା ବୋର୍ଡ ଦ୍ୱାରା ପାସ କରାଯାଇଛି । ରଣ୍ୟା…

ଏହି ମହିଳାଙ୍କୁ ମାଗଣାରେ ମିଳିବ ବସଯାତ୍ରାର ସୁଯୋଗ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଡିଟିସି ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରା ସୁବିଧା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି ଯେ ଏବେ ଏହି ସୁବିଧା କେବଳ ଦିଲ୍ଲୀର ମହିଳାମାନଙ୍କ ପାଇଁ ହେବ, ଯାହା ସେମାନଙ୍କୁ ସହରରେ ସହଜରେ…

ଆରସିବିକୁ ଝଟକା : ଦଳାଚକଟା ମାମଲାରେ ଚାଲିବ ଫୌଜଦାରୀ ମାମଲା

ନୂଆଦିଲ୍ଲୀ : ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍‌ ୨୦୨୫ର ବିଜୟର ମୁକୁଟ ଚଳିତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ…

ୟୁଲିଆ ସ୍ବିରିଡେଙ୍କୋ: ୟୁକ୍ରେନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

କିଭ୍: ରୁଷ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ ତାର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚୟନ କରିଛି। ବୁଧବାର ଦିନ ୟୁକ୍ରେନ୍ ସଂସଦ ଭରଖେଭନା ରାଡାରେ ନିଆଯାଇଥିବା ଏକ ଐତିହାସିକ ନିଷ୍ପତ୍ତିରେ, ୟୁଲିଆ ସ୍ବିରିଡେଙ୍କୋଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ…

ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଚିଠି ଲେଖି ଉତ୍ତର ମାଗିଲେ ଡିମ୍ପଲ ଯାଦବ

ନୂଆଦିଲ୍ଲୀ: ନିକଟରେ ଯୋଗୀ ସରକାର ନେଇଥିବା ନିଷ୍ପତ୍ତିକୁ ସମାଜବାଦୀ ପାର୍ଟି ସାଂସଦ ଡିମ୍ପଲ ଯାଦବ ବିରୋଧ କରି ଜିଲ୍ଲା ମାଜିଷ୍ଟ୍ରେଟ୍ ମୈନପୁରୀଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଡିମ୍ପଲ ଯାଦବ ଜିଲ୍ଲାରେ ସ୍କୁଲଗୁଡ଼ିକୁ ବନ୍ଦ/ମିଶ୍ରଣ/ଯୋଡ଼ିବା ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ…

ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ

ଆଜି ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟାତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାଓଁରୁ ତୀର୍ଥଯାତ୍ରୀଙ୍କ ଆଗମନକୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଜମ୍ମୁ ଏବଂ କାଶ୍ମୀରରେ ପାଗ ବହୁତ ଖରାପ ରହିଛି ଏବଂ…

ପହଲଗାମ ଆକ୍ରମଣ ପରେ ସେଲିବ୍ରେସନ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ ସାମିଲ ଥିଲେ।ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ଦି…

ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର; ପାକିସ୍ତାନ ସୀମାରେ ହେବ ମୁତୟନ

ବଢ଼ିବ ସେନାର ବଳ। ଆସନ୍ତା ସପ୍ତାହ ସୁଦ୍ଧା ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର । ଏହି ଲଢ଼ୁଆ ହେଲିକପ୍ଟରକୁ ପାକିସ୍ତାନ ସୀମାରେ ମୁତୟନ କରାଯିବ ବୋଲି ସୂଚନା ମିଳିଛି । ଆସନ୍ତା ୨୧ରେ ଏହି ଲଢ଼ୁଆ ହେଲିକପ୍ଟର ଭାରତରେ ପହଞ୍ଚିବ ବୋଲି ସୂଚନା ମିଳିଛି । ନୂଆଦିଲ୍ଲୀ ସ୍ଥିତ…