Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଜମ୍ମୁକାଶ୍ମୀର ପ୍ରସଙ୍ଗରେ ମୋଦୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖି ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି।!-->…
ଶୁଭାଂଶୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଐତିହାସିକ ମହାକାଶ ମିସନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।
ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ!-->!-->!-->…
ୟେମେନରେ ନିମିଶାଙ୍କ ଫାଶୀ ସ୍ଥଗିତ, ରାତି ପାହିଲେ ମିଳିଥା’ନ୍ତା ମୃତ୍ୟୁଦଣ୍ଡ
ନୂଆଦିଲ୍ଲୀ: ସ୍ଥଗିତ ରହିଲା କେରଳର ନର୍ସ ନିମିଶା ପ୍ରିୟାଙ୍କ ଫାଶୀ। କେରଳ ନିବାସୀ ଭାରତୀୟ ନର୍ସ ନିମିଶା ପ୍ରିୟାଙ୍କୁ ୟେମେନରେ ହେବାକୁ ଥିବା ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖାଯାଇଛି। ନିମିଶା ପ୍ରିୟାଙ୍କ ବ୍ୟବସାୟିକ ସହଯୋଗୀ ତଲାଲ ଅବଦୋ ମହଦିଙ୍କ ହତ୍ୟା ମାମଲାରେ ତାଙ୍କୁ ଜୁଲାଇ ୧୬ ତାରିଖରେ!-->…
ଭାରତରେ ଖୋଲିଲା ଟେସ୍ଲା ଶୋ’ରୁମ୍, ସାମ୍ନାକୁ ଆସିଲା ପ୍ରଥମ ଝଲକ୍
ମୁମ୍ବଇ: ଲୋକପ୍ରିୟ ବୈଦ୍ୟୁତିକ କାର୍ ନିର୍ମାତା କମ୍ପାନୀ ଟେସ୍ଲା ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବଇର ବିକେସିରେ ଟେସ୍ଲାର ପ୍ରଥମ ଶୋ’ରୁମ୍ର ଶୁଭାରମ୍ଭ ହୋଇଛି। ମୁମ୍ବଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ମେକର ମ୍ୟାକ୍ସିଟି ମଲ୍ରେ ଟେସ୍ଲା ଶୋ’ରୁମ୍!-->…
ମହାକାଶରୁ ବାହୁଡ଼ିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ
ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍-୪ ମିଶନ୍ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ଭାରତୀୟ!-->…
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ
ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ Xରେ ପୋଷ୍ଟ କରି ରାହୁଲ ଉଲ୍ଲେଖ କରିଛନ୍ତି ଯେ ନ୍ୟାୟ ପାଇଁ ଲଢୁଥିବା ଝିଅକୁ ସିଧା ବିଜେପି ସିଷ୍ଟମ ଦ୍ବାରା ହତ୍ୟା କରାଯାଇଛି । ଯୌନଶୋଷଣ ବିରୋଧରେ!-->…
ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ
ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି।
ଛତିଶଗଡ଼ର ବିଜାପୁର ଜିଲା ଅନ୍ତର୍ଗତ ପିଲୁର ଏବଂ ଟେକାମେଟା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମାଓବାଦୀମାନେ ଗାଁକୁ!-->!-->!-->…
ରାଧିକାଙ୍କ ଆଇଫୋନ ଖୋଲିବ କି ହତ୍ୟାର ରହସ୍ୟ!
ନୂଆଦିଲ୍ଲୀ: ଗୁରୁଗ୍ରାମରେ ଟେନିସ୍ ଖେଳାଳି ରାଧିକା ଯାଦବଙ୍କ ହତ୍ୟା ଏବେ ବି ରହସ୍ୟ ଘେରରେ ରହିଛି। ଝିଅ ହତ୍ୟା ମାମଲାରେ ବାପା ଦୀପକ ଯାଦବଙ୍କୁ ପୁଲିସ ଗିରଫ କରିଛି। ଦୀପକ ପୁଲିସ ସାମ୍ନାରେ ନିଜର ଦୋଷ ସ୍ବୀକାର କରି କହିଥିଲେ, ‘ରାଧିକାଙ୍କୁ ବାରମ୍ବାର ତାଙ୍କର ଟେନିସ୍ ଏକାଡେମୀ ବନ୍ଦ!-->…
ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା, ଉଡାଣ କିଛି ସମୟରେ ଜଳିଗଲା ବିମାନ
ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ଲଣ୍ଡନର ସାଉଥ୍ଏଣ୍ଡ ବିମାନବନ୍ଦରରୁ ଉଡାଣ ଭରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ସୂଚନା ମିଳିଛି ଏବଂ ସବୁକିଛି ପୋଡି ପାଉଁଶ ହୋଇଯାଇଛି ।!-->…
ଗାଜାରେ ଇସ୍ରାଏଲର ପୁଣି ଆକ୍ରମଣ, ୧୦୦ ମୃତ
ଗାଜା : ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ ଜାଣି ରହିଛି । ଇସ୍ରାଏଲ ସେନାର ସଦ୍ୟତମ ବିମାନ ଆକ୍ରମଣରେ ରବିବାର ସକାଳଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ୧୦୦ପାଲେଷ୍ଟାଇନୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ରହିଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।!-->…