Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଟ୍ରମ୍ପଙ୍କ ଟିମ୍ରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ: ମିଳିଲା ଏହି ବଡ ପଦବୀ..
ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟିମ୍ରେ ଯୋଡି ହେଲେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ । ଏନେଇ ଟ୍ରମ୍ପ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଟିମ୍ରେ ଏଆଇରେ ବରିଷ୍ଠ ନୀତି ପରାମର୍ଶଦାତା ଭାବେ ଦାୟିତ୍ୱ ନେବେ ଶ୍ରୀରାମ କ୍ରିଷ୍ଣନ୍।ଆମେରିକାର ନୂତନ ରାଷ୍ଟ୍ରପତି ଟ୍ରମ୍ପ!-->…
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ନୂଆଦିଲ୍ଲୀ : ବାଂଲାଦେଶର ଅନ୍ତରୀଣ ସରକାର ଭାରତକୁ କୂଟନୀତିକ ସ୍ତରରେ ଗୋଟିଏ ଚିଠି ଲେଖିଛନ୍ତି। ଏଥିରେ ବାଂଲାଦେଶ ସରକାର ଭାରତକୁ ଶେଖ ହସିନାଙ୍କୁ ତୁରନ୍ତ ଢାକା ପଠାଇବାକୁ କହିଛନ୍ତି। ୭୭ ବର୍ଷୀୟ ଶେଖ ହସିନା ବାଂଲାଦେଶରେ ଅଗଷ୍ଟ ମାସରେ ହୋଇଥିବା ଭୟଙ୍କର ବିକ୍ଷୋଭ ଦେଖି ଦେଶ ଛାଡ଼ି!-->…
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
ନୂଆଦିଲ୍ଲୀ : ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ଯେଉଁ ପିଲାମାନେ ବାର୍ଷିକ ପରୀକ୍ଷାରେ ପାସ୍ କରିପାରିବେ ନାହିଁ, ସେମାନଙ୍କୁ ସ୍କୁଲ ପକ୍ଷରୁ ଫେଲ ଘୋଷଣା କରାଯାଇ!-->…
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ନୂଆଦିଲ୍ଲୀ : ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ନିଯୁକ୍ତ। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି।କମିଶନ ଅଧ୍ୟକ୍ଷଙ୍କ ନିଯୁକ୍ତି ପାଇଁ ୬ ସଦସ୍ୟ ବିଶିଷ୍ଟ କମିଟି ଜଷ୍ଟିସ!-->…
ପ୍ରଜ୍ଞାପନ ମେଢ଼କୁ ନେଇ ବିଜେପି ଉପରେ ବର୍ଷିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଜାନୁଆରୀ ୨୬ ରେ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ଅନ୍ତର୍ଭୂକ୍ତ ନକରିବା ନେଇ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଦିଲ୍ଲୀର ଲୋକଙ୍କ ପାଇଁ ବିଜେପିର କୌଣସି!-->…
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ଡେବ୍ୟୁ ନିର୍ବାଚନକୁ କୋର୍ଟରେ ଚ୍ୟାଲେଞ୍ଜ। ୱାୟନାଡ ଆସନରେ ହୋଇଥିବା ଉପନିର୍ବାଚନରେ ପ୍ରିୟଙ୍କା ଗାନ୍ଧିଙ୍କଠାରୁ ବିପୁଳ ଭୋଟରେ ହାରିଥିବା ବିଜେପି ନେତ୍ରୀ ନବ୍ୟା ହରିଦାସ ଉପନିର୍ବାଚନକୁ ଚ୍ୟାଲେଞ୍ଜ କରି କେରଳ ହାଇକୋର୍ଟଙ୍କ!-->…
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କଂଗ୍ରେସ ମୁଖିଆ ମଲ୍ଲିକାର୍ଜୁନ ଖଡଗେ ରବିବାର କେନ୍ଦ୍ର ସରକାରଙ୍କୁ ନିର୍ବାଚନ ନିୟମ ସଂଶୋଧନ ପ୍ରସଙ୍ଗରେ ତୀବ୍ର ସମାଲୋଚନା କରିଛନ୍ତି। ନିର୍ବାଚନ କମିଶନଙ୍କ ବିଶ୍ୱସନୀୟତାରେ ବୁଝାମଣା କରିବା ପାଇଁ କେନ୍ଦ୍ର ସରକାର ବ୍ୟବସ୍ଥିତ ଢଙ୍ଗରେ ଷଡ଼ଯନ୍ତ୍ର ଚଳାଇଥିବା ଖଡଗେ କହିଛନ୍ତି। କେନ୍ଦ୍ର!-->…
ସ୍ୱତନ୍ତ୍ର କୋର୍ଟରେ ରାହୁଲଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ
ବଢ଼ିଲା ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ସେ ନିକଟରେ ଜାତି ଜନଗଣନାକୁ ନେଇ ଦେଇଥିବା ଏକ ବିବାଦୀୟ ବୟାନକୁ ନେଇ ଫସିଛନ୍ତି। ତାଙ୍କ ବିରୋଧରେ ଜାରି ହୋଇଛି ସମନ। ବରେଲିର ଏକ ସ୍ୱତନ୍ତ୍ର କୋର୍ଟ ରାହୁଲଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ!-->…
ଦିଲ୍ଲୀ ମଦ ଦୁର୍ନୀତି ମାମଲା : ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା, ମାମଲା ଚଳାଇବା ପାଇଁ ଇଡିକୁ ମିଳିଲା ଅନୁମତି
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟି (ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍କୁ ଝଟକା ଲାଗିଛି । ଉପ ରାଜ୍ୟପାଳ ଭିକେ ସକସେନା ଦିଲ୍ଲୀ ମଦ ଦୁର୍ନୀତି ସହିତ ଜଡିତ ମନି ଲଣ୍ଡ୍ରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମାମଲା ଚଳାଇବା ପାଇଁ ଇଡିକୁ ଅନୁମତି!-->…
ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ
ନିର୍ବାଚନ ପରିଚାଳନା ନିୟମରେ ଗୋଟିଏ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ସିସିଟିଭି ଫୁଟେଜ୍ ଓ ଭିଡିଓ ରେକର୍ଡିଂ ଭଳି କେତେକ ଇଲେକ୍ଟ୍ରୋନିକ୍ ଡକ୍ୟୁମେଣ୍ଟର ସର୍ବସାଧାଣ ତନଖି ଉପରେ ଲାଗିଛି ରୋକ। ପୂର୍ବରୁ ନିର୍ବାଚନ ପ୍ରକ୍ରିୟାକୁ ନେଇ ଆପତ୍ତି ଆସିଲେ ଭିଡିଓ ରେକର୍ଡିଂର!-->…