Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ରାଜନୀତିରୁ ଅବସରକୁ ନେଇ ମୋଦୀଙ୍କୁ ଟାର୍ଗେଟ କଲା କଂଗ୍ରେସ
ରାଜନୀତିରୁ ଅବସର ବୟସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଆରଏସଏସ(ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଏଭଳି କଟାକ୍ଷ କରିଛି। ୭୫ ବର୍ଷ ହେଲେ ରାଜନୀତିରୁ ସନ୍ନ୍ୟାସ ନେଇଯିବା ଉଚିତ ବୋଲି ମୋହନ କହିଥିଲେ।!-->…
ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ଅନୁମତି ମିଳିଲାନି, ସିଦ୍ଧରମୈୟା ଅପଦସ୍ଥ
ନୂଆଦିଲ୍ଲୀ : ଦିଲ୍ଲୀ ଗସ୍ତରେ ଯାଇଥିବା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଅପଦସ୍ଥ ହୋଇଛନ୍ତି । ସେ କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ସମୟ ମାଗିଥିଲେ । କିନ୍ତୁ ତାଙ୍କୁ ଭେଟିବାକୁ ଅନୁମତି ଦିଆଯାଇନଥିଲା ।
ଏହି ଘଟଣା ପରେ!-->!-->!-->…
ଦଳ କହିଲେ ଗେଟ୍ ଖୋଲିବି ବନ୍ଦ କରିବି : କହ୍ନୈୟା କୁମାର
ପାଟନା : କଂଗ୍ରେସ ନେତା କହ୍ନୈୟା କୁମାର କହିଛନ୍ତି ଯେ ସେ ଦଳର ଶୃଙ୍ଖଳିତ କର୍ମୀ । ଯଦି ଦଳ କହିବ ସେ ଗେଟ ଖୋଲିବେ ଓ ବନ୍ଦ କରିବେ । ଦଳ ଯଦି କହିବ ସେ ନିର୍ବାଚନ ମଧ୍ୟ ଲଢିବେ ।
ପାଟନାଠାରେ ଏକ ଟିଭି ଚ୍ୟାନେଲ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେବା ଅବସରରେ ତାଙ୍କୁ ନିର୍ବାଚନ!-->!-->!-->…
‘ଅପରେସନ୍ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍
ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା ନେଇ ବିଦେଶୀ!-->…
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପରିଷଦ ଗୁଡିକୁ ସୁଦୃଢ଼ କରିବ ନୀତି ଆୟୋଗ ରୋଡମ୍ୟାପ୍
ନୀତି ଆୟୋଗ ଆଜି ନୂଆଦିଲ୍ଲୀରେ ରାଜ୍ୟ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ପରିଷଦକୁ ସୁଦୃଢ଼ କରିବା ପାଇଁ ଏକ ରୋଡମ୍ୟାପ୍ ଆରମ୍ଭ କରିଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଏବଂ ନୀତି ଆୟୋଗ ସଦସ୍ୟ ଡକ୍ଟର ଭି କେ!-->…
ବିଗ୍ବସ୍ ଯିବେ ମୋନାଲିସା!
ମୁମ୍ବଇ: ମହାକୁମ୍ଭ ମେଳାରେ ମାଳି ବିକ୍ରି କରିବାକୁ ଆସିଥିବା ମୋନାଲିସା ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଏବଂ ଏବେ ସେ ବଲିଉଡରେ ମଧ୍ୟ ପାଦ ଥାପି ସାରିଛନ୍ତି। ନିକଟରେ ଉତ୍କର୍ଷ ସିଂହଙ୍କ ସହ ତାଙ୍କର ଏକ ମ୍ୟୁଜିକ ଭିଡିଓ ରିଲିଜ୍ ହୋଇଥିଲା, ଆଉ ଏବେ ମୋନାଲିସା ଆହୁରି ଆଗକୁ ବଢ଼ି!-->…
୧୦ ମିନିଟରେ ପହଞ୍ଚିବ ଆମାଜନ ସାମଗ୍ରୀ
ନୂଆଦିଲ୍ଲୀ : ଏଣିକି ୧୦ ମିନିଟରେ ମିଳିବ ଆମାଜନର ଡେଲିଭରି । ଆମାଜନ ନାଓ ପ୍ଲାଟଫର୍ମ ମାଧ୍ୟମରେ ଗ୍ରାହକମାନେ ଏହି ସୁବିଧା ପାଇପାରିବେ । ପ୍ରାରମ୍ଭିକ ପର୍ଯ୍ୟାୟରେ ଦିଲ୍ଲୀରେ ଏହି ସେବା ଆରମ୍ଭ ହୋଇଛି ।
ଦେଶରେ ତୁରନ୍ତ ବ୍ୟବସାୟ ବା କ୍ବିକ୍ କମର୍ସର କ୍ରେଡ୍ ବଢିଚାଲିଛି । ଏ!-->!-->!-->…
ଚୀନ, ପାକିସ୍ତାନ, ବାଂଲାଦେଶ ମେଣ୍ଟ ଭାରତ ପାଇଁ ବିପଦ: ସିଡିଏସ୍
ନୂଆଦିଲ୍ଲୀ : ଭାରତର ତିନି ପଡ଼ୋଶୀ ଦେଶ ଚୀନ, ପାକିସ୍ତାନ ଓ ବାଂଲାଦେଶ ଉପରେ ଏକ ବଡ଼ ବୟାନ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଜେନେରାଲ ଅନୀଲ ଚୌହାନ । ନିଜର ରଣନୈତିକ ସ୍ବାର୍ଥ ପାଇଁ ଏକାଠି ହେବା ଭାରତର ସୁରକ୍ଷା ଓ ସ୍ଥିରତା ପାଇଁ ଏକ ବଡ଼ ବିପଦ ବୋଲି ସେ ମତ ଦେଇଛନ୍ତି ।
!-->!-->…
ବିହାରରେ ଜାରି ରହିବ ଭୋଟର ତାଲିକା ସଂଶୋଧନ
ନୂଆଦିଲ୍ଲୀ : ବିହାରରେ ଭୋଟର ତାଲିକା ସମୀକ୍ଷା ଜାରି ରହିବ। ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟରୁ ସବୁଜ ସଙ୍କେତ ମିଳିଛି। ଗୁରୁବାର ଦିନ ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ ଏହି ପ୍ରକ୍ରିୟା ବନ୍ଦ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ!-->…
ପୋଲ ଭୁଶୁଡ଼ିବା ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ:ମଝି ନଈରେ ଭାଙ୍ଗିଗଲା ପୋଲ। ଏଭଳି ଏକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଟ୍ରାଫିକ୍ ଜାମ ଥିବା ବେଳେ ଭୁଶୁଡି ପଡିଲା ପୋଲ। ଯେତେବେଳେ ପୋଲ ଉପରେ ପ୍ରବଳ ଲୋକଙ୍କ ଜାମ୍ ଲାଗିଥିଲା ସେତେବେଳେ ହଠାତ୍!-->!-->!-->…