Browsing Category

ଦେଶ

ଭୟଙ୍କର ଦୁର୍ଘଟଣା; ୯ ଜୀବନ୍ତ ଦଗ୍ଧ, ଜଳିଗଲା ୪୦ରୁ ଅଧିକ ଗାଡ଼ି

ରାଜସ୍ଥାନ ଜୟପୁର ଅଧୀନ ଭାନ୍‌କ୍ରୋଟାସ୍ଥିତ ଏକ ପେଟ୍ରୋଲ ପମ୍ପ ନିକଟରେ ଆଜି ଭୋରରୁ ଘଟିଛି ଭୟଙ୍କର ଦୁର୍ଘଟଣା। ଏକ ଏଲପିଜି ବୋଝେଇ ଟ୍ରକ୍‌ ଓ ଅନ୍ୟ ଏକ ସିଏନଜି ବୋଝେଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ପରେ ଲାଗିଛି ଭୀଷଣ ନିଆଁ। ଜାତୀୟ ରାଜପଥ ନିକଟ ପେଟ୍ରୋଲ ପମ୍ପ ସାମ୍ନାରେ

ପରସ୍ପର ବିରୋଧରେ ଥାନାରେ ପହଞ୍ଚିଲେ କଂଗ୍ରେସ ଓ ବିଜେପି

ସଂସଦ ବାହାରେ ବିଜେପି ଓ କଂଗ୍ରେସ ସାଂସଦଙ୍କ ମୁହାଁମୁହିଁ ସ୍ଥିତିକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ଦଳର ସାଂସଦଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଆରୋପ ପ୍ରତ୍ୟାରୋପ ଏବେ ଥାନାରେ ପହଞ୍ଚିଛି। ଉଭୟ ବିଜେପି ଓ କଂଗ୍ରେସ ଦଳର ସାଂସଦ ପରସ୍ପର ବିରୋଧରେ ଆକ୍ରମଣ ଓ ଦୁର୍ବ୍ୟବହାର

ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ବିରୋଧୀଦଳର ନେତାଙ୍କ

ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪ ଦିନିଆ ନୋଟିସ ଦିଆଯାଇନଥିବା ଓ

ବିନାଶ କାଳେ ବିପରୀତ ବୁଦ୍ଧି: ରୁଦ୍ର ପାଣି

ନୂଆଦିଲ୍ଲୀ/ଭୁବନେଶ୍ବର: ଆମ୍ବେଦକର ପ୍ରସଙ୍ଗରେ ସଂସଦ ଅଚଳ ହୋଇପଡ଼ିଛି। ଏପରିସ୍ଥଳେ ଗୁରୁବାର ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଉଭୟ ଦଳର ସଦସ୍ୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଠେଲାପେଲାରେ

ଖଡ଼ଗେ ଆଣିଲେ ଅଭିଯୋଗ: କହିଲେ, ବିଜେପି ସାଂସଦ ଠେଲିଦେଲେ, ମୋ ଆଣ୍ଠୁରେ ଲାଗିଛି ଆଘାତ

ଆଜି ସଂସଦରେ ଘଟିଥିବା ଅପ୍ରୀତିକର ଘଟଣାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ବିଜେପି ଓ କଂଗ୍ରେସ ମୁହାଁମୁହିଁ ହୋଇଥିବା ବେଳେ ଆରମ୍ଭ ହୋଇଛି ଆରୋପ ପ୍ରତ୍ୟାରୋପ। ସଂସଦ ଶିଡ଼ିରୁ ପଡ଼ି ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ମୁକେଶ ଚୌହାନ ଆହତ ହେବା ଘଟଣାରେ କଂଗ୍ରେସ ନେତା ରାହୁଲ

ଠେଲିଦେଲେ ରାହୁଲ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ

ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ

ଏନ୍‌କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ

ସେନାକୁ ମିଳିଲା ବଡ଼ ସଫଳତା। ଏନ୍‌କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ସେନା ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଆତଙ୍କୀଙ୍କ ଗୁଳିମାଡ଼ରେ ଦୁଇ ଜଣ ଯବାନ

ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍‌ ବୋଟ୍‌

ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ବଡ଼ ଅଘଟଣ ଘଟିଛି। ସମୁଦ୍ରର ଗଭୀର ଜଳ ରାଶିରେ ଗୋଟିଏ ଯାତ୍ରୀବାହୀ ଡଙ୍ଗାକୁ ଭୟଙ୍କର ଢଙ୍ଗରେ ପିଟିଛି ସ୍ପିଡ ବୋଟ। ସ୍ପିଡରେ ବୋଡରେ ୪ ଜଣ ବୁଲୁ ଥିବା ବେଳେ ହଠାତ୍‌ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗାକୁ ଏହା ଧକ୍କା ଦେଇଛି। ଫଳରେ ସ୍ପିଡ ବୋଟ ସହ

୨୦୨୦ରୁ ଜେଲରେ ଥିବା ଉମର ଖାଲିଦଙ୍କୁ ୭ ଦିନ ପାଇଁ ମିଳିଲା ବେଲ୍‌

ଦୀର୍ଘ ୪ ବର୍ଷ ହେଲା ଜେଲରେ ରହିଥିବା ଜେଏନୟୁର ପୂର୍ବତନ ଛାତ୍ର ଉମର ଖାଲିଦଙ୍କୁ ଶେଷରେ ଜାମିନ ମିଳିଛି। ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ୭ ଦିନ ପାଇଁ ଜାମିନ ଦେଇଛନ୍ତି। ୨୦୨୦ ମସିହା ଦିଲ୍ଲୀ ଦଙ୍ଗା ଘଟଣା ପରେ ଖାଲିଦଙ୍କୁ କଠୋର ୟୁଏପିଏ ବଳରେ ଗିରଫ କରାଯାଇଥିଲା। ସେବେଠାରୁ