Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଫଡନବୀସ ମନ୍ତ୍ରିମଣ୍ଡଳର ସଂପ୍ରସାରଣ, ଶପଥ ନେଲେ ମନ୍ତ୍ରୀ
ମୁମ୍ବାଇ: ରବିବାର ଫଡନାଭିସ କ୍ୟାବିନେଟ ସମ୍ପ୍ରସାରଣ କରାଯାଇଥିଲା । ବିଜେପି, ଏନସିପି ଓ ଶିବସେନାର ବିଧାୟକମାନେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ!-->…
ନିକିତାଙ୍କ ଗିରଫ ପରେ ପ୍ରଶ୍ନ କଲେ ଅତୁଲଙ୍କ ବାପା, ମୋ ନାତି ବଞ୍ଚିଛି ନା ମାରିଦେଲ?
ଯୁବ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଦିନକୁ ଦିନ ନୂଆ ନୂଆ ମୋଡ ସାମ୍ନାକୁ ଆସୁଛି। ଆତ୍ମହତ୍ୟା କରିବା ପାଇଁ ଉସ୍କାଇବା ଓ ନିର୍ଯାତନା ଦେବା ଅଭିଯୋଗରେ ବେଙ୍ଗାଲୁରୁ ପୁଲିସ ତାଙ୍କ ପତ୍ନୀ ନିକିତା, ଶାଶୁ ଓ ଶଳାକୁ ଗିରଫ କରିଛି। ଏହି ଗିରଫଦାରୀ ପରେ ତାଙ୍କ ୪ ବର୍ଷର!-->…
ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା, ପତ୍ନୀ ନିକିତାଙ୍କ ସମେତ ୩ ଗିରଫ
ବେଙ୍ଗାଲୁରୁର AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଞ୍ଜିନିୟରଙ୍କ ପତ୍ନୀ ନିକିତା ସିଙ୍ଘାନିଆ ତାଙ୍କ ମା' ନିଶା ସିଙ୍ଘାନିଆ ଓ ଭାଇକୁ ବେଙ୍ଗାଲୁରୁ ପୁଲିସ ଗିରଫ କରିଛି।
ନିକିତାଙ୍କୁ ଗୁରୁଗ୍ରାମରୁ ଓ ମା' ଏବଂ ଭାଇକୁ!-->!-->!-->…
ମଣିପୁରରେ ପୁଣି ହିଂସା, ୨ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା
ମଣିପୁରରେ ପୁଣି ହିଂସା। ଉଗ୍ରବାଦୀମାନେ ପୁଣି ଏଠାରେ ଘଟାଇଛନ୍ତି ବର୍ବର କାଣ୍ଡ। କାମରୁ ଘରକୁ ଫେରୁଥିବା ବେଳେ ଦୁଇ ଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମଣିପୁରର କାକଚିଙ୍ଗ ଜିଲ୍ଲାରେ ଏହି ଘଟଣା ଘଟିଛି। ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଉଭୟ ପ୍ରବାସୀ!-->…
ଇଭିଏମକୁ ଦୋଷ ଦେବା ଛାଡ଼: କଂଗ୍ରେସକୁ କହିଲେ ଓମାର
ଶ୍ରୀନଗ: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ରବିବାର କଂଗ୍ରେସ ଦଳକୁ ଏକ ବଡ଼ ପରାମର୍ଶ ଦେଇଛନ୍ତି। ଅବଦୁଲ୍ଲା କଂଗ୍ରେସ ଦଳକୁ ଇଭିଏମ ବିଷୟରେ ବାରମ୍ବାର ଅଭିଯୋଗ କରିବା ବନ୍ଦ କରିବାକୁ ଏବଂ ନିର୍ବାଚନ ଫଳାଫଳକୁ ଗ୍ରହଣ କରିବାକୁ କହିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଅନୁଷ୍ଠିତ!-->…
ସମ୍ବିଧାନ ନିର୍ମାଣରେ ମହିଳା ଶକ୍ତିର ବଡ଼ ଅବଦାନ ରହିଛି – ମୋଦୀ
ଲୋକସଭାରେ ଆଜି ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ହୋଇଥିବା ବିତର୍କର ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସଂସଦର ନିମ୍ନ ସଦନରେ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ଡିସେମ୍ବର ୧୩ ତାରିଖରେ ଏହା ଉପରେ ଦୁଇ ଦିନିଆ ବିତର୍କ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ!-->…
ସମ୍ବିଧାନର କେଉଁଠାରେ ଲେଖାନାହିଁ ମନମାନି ହେଉ, ଜାତି ଆଉ ଧର୍ମକୁ ନେଇ ଦେଶରେ ପାତରଅନ୍ତର ଚାଲିଛି: ରାହୁଲ
ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଗୃହରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇଥିଲେ। ଏହି ସମୟରେ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସଂସଦରେ ବିଜେପିକୁ ଟାର୍ଗେଟ କରି ବିରୋଧୀଦଳ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଗୁରୁ!-->…
ତେଜସ୍ୱୀ ଯାଦବଙ୍କ ବଡ଼ ଘୋଷଣା…‘ବିହାର ନିର୍ବାଚନ ଜିତିବା ମାତ୍ରେ ମହିଳାଙ୍କୁ ପ୍ରତି ମାସରେ ଦେବୁ ୨୫୦୦ ଟଙ୍କା’
ନିର୍ବାଚନରେ ମହିଳା ଭୋଟରଙ୍କୁ ଲୁଭାଇବା ପାଇଁ ନୂତନ ଯୋଜନା ସବୁ ଘୋଷଣା କରାଯାଉଛି । ଏହି କ୍ରମରେ ବିହାରରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତେଜସ୍ୱୀ ଯାଦବ ‘ମାଇ ବହନ ମାନ ଯୋଜନା’ ଘୋଷଣା କରିଛନ୍ତି । ମହିଳା ଭୋଟରମାନଙ୍କୁ ଉତ୍ସାହିତ କରିବା ପାଇଁ ସେ!-->…
IIT BHUରେ ୧.୬୫ କୋଟିର ପ୍ଲେସମେଣ୍ଟ, ୧୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ମିଳିଲା ଚାକିରି
ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (IIT) ବିଏଚୟୁ (BHU) ନିଜର ୨୦୨୪ ପ୍ଲେସମେଣ୍ଟ ଋତୁରେ ଏକ ବଡ଼ ଉପଲବ୍ଧି ହାସଲ କରିଛି । ଏଥିରେ ୧୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଚାକିରି ଅଫର ମିଳିଛି । ବାରାଣସୀସ୍ଥିତ IIT BHUର ନାମ ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଗଣାଯାଏ । ଏବେ!-->…
ଗୃହରେ ସମ୍ବିଧାନ ଚର୍ଚ୍ଚା ରେ କେନ୍ଦ୍ରମନ୍ତ୍ରୀ କିରଣ ରିଜ୍ଜୁ : ଆମ୍ବେଦକରଙ୍କ ସ୍ୱପ୍ନ ପୂରଣ କରୁଛନ୍ତି ପିଏମ୍ ମୋଦି
ନୂଆଦିଲ୍ଲୀ: ସଂସଦରେ ସମ୍ବିଧାନ ଉପରେ ଚର୍ଚ୍ଚାର ଆଜି ଦ୍ୱିତୀୟ ଦିନ । ସମ୍ବିଧାନର ୭୫ତମ ବର୍ଷ ଅବସରରେ ଚର୍ଚ୍ଚା ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଚର୍ଚ୍ଚାରେ ଭାଗ ନେଇଛନ୍ତି । ଗତକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସମ୍ବିଧାନ ଉପରେ ଚର୍ଚ୍ଚା କରିଥିଲେ।!-->…