Browsing Category

ଦେଶ

ଚର୍ଚ୍ଚାରେ ଆଇଏଏସ୍‌ ନେହା: ୩ ଥର ଫେଲ୍‌ ହେବା ପରେ ଛାଡ଼ିଥିଲେ ମୋବାଇଲ

ନୂଆଦିଲ୍ଲୀ: ୟୁପିଏସସି ପରୀକ୍ଷା ଦେବା ବିଷୟରେ ଭାବିବା ଏବଂ ଏଥିରେ ସଫଳ ହେବା ୨ଟି ଭିନ୍ନ କଥା। କେହି କେହି ନିଜର ୟୁପିଏସସି ପରୀକ୍ଷା ପାସ୍ କରିବାର ସ୍ବପ୍ନକୁ ଅଧାରୁ ଛାଡ଼ିଦିଅନ୍ତି ତ କେହି କେହି ନିଜ ସ୍ବପ୍ନକୁ ପୂରଣ ନକରିବା ପର୍ଯ୍ୟନ୍ତ ପରିଶ୍ରମ କରିବାରେ ଲାଗିପଡ଼ିଥାନ୍ତି। ସ୍ବପ୍ନ…

ମନୋଜିତ୍‌ ମିଶ୍ରଙ୍କ ବିରୋଧରେ ଆସିଲା ନୂଆ ଅଭିଯୋଗ

କୋଲକାତା: କୋଲକାତାର ଆଇନ୍‌ କଲେଜ ଛାତ୍ରୀଙ୍କ ଦୁଷ୍କର୍ମ ଅଭିଯୁକ୍ତ ମନୋଜିତ ମିଶ୍ରଙ୍କ ବିରୋଧରେ ଆସିଛି ପୁଣି ଏକ ନୂଆ ଅଭିଯୋଗ। ନୂତନ ଅଭିଯୋଗକାରୀ ଜଣକ ଅଭିଯୋଗ ଆଣି କହିଛନ୍ତି ଯେ ମନୋଜିତ୍‌ ପୂର୍ବରୁ ମଧ୍ୟ ଛାତ୍ରମାନଙ୍କୁ ମାନସିକ ନିର୍ଯାତନା ଏବଂ ଶାରୀରିକ ନିର୍ଯାତନା ଦେଉଥିଲେ। …

ବିହାରରେ ଏକାକୀ ଲଢିବ ଆପ୍

ନୂଆଦିଲ୍ଲୀ : ନିକଟରେ ଗୁଜରାଟ ଓ ପଞ୍ଜାବର କେତେକ ଆସନରେ ହୋଇଥିବା ଉପନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍ ) ଗୋଟିଏ ଲେଖାଏଁ ଆସନରେ ବିଜୟୀ ହୋଇ ଉତ୍ସାହିତ ହୋଇଯାଇଛି । ଏବେ ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ବିହାର ଉପରେ ଆଖି ପକାଇଛନ୍ତି । ସେ ଘୋଷଣା କରିଛନ୍ତି ଯେ ଆଗାମୀ ବିହାର…

ଦଲାଇଲାମାଙ୍କ ଉତ୍ତରାଧିକାରୀ ବାଛିବାର ଅଧିକାର ତାଙ୍କ ନିଜର: ଭାରତ

ନୂଆଦିଲ୍ଲୀ: ନିର୍ବାସିତ ତିବ୍ବତୀୟ ଆଧ୍ୟାତ୍ମିକ ନେତା ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନକୁ ନେଇ ଦ୍ବନ୍ଦ୍ବ ଉପୁଜିଥିବା ବେଳେ ଗୁରୁବାର ଦିନ ଭାରତ ଚୀନର ଦାବି ଉପରେ ଏକ ଦୃଢ଼ ଆପତ୍ତି ଉଠାଇଛି। ଭାରତ କହିଛି ଯେ ଦଲାଇଲାମାଙ୍କ ଉତ୍ତରାଧିକାରୀ କିଏ ହେବ; ତା’ର ନିଷ୍ପତ୍ତି କେବଳ ତାଙ୍କ…

ପୁଣି ନିଷ୍କ୍ରିୟ ହେଲା ଭୁଲ୍‌ବଶତଃ ସକ୍ରିୟ ହୋଇ ଯାଇଥିବା ପାକିସ୍ତାନୀ ସୋସିଆଲ୍‌ ମିଡିଆ ଆକାଉଣ୍ଟ୍‌

ନୂଆଦିଲ୍ଲୀ:ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପରେ ପ୍ରତିଶୋଧମୂଳକ କାର୍ଯ୍ୟ ଭାବେ କେତୋଟି ପାକିସ୍ତାନୀ ଚ୍ୟାନେଲ୍‌ ଓ ସୋସିଆଲ୍‌ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇଥିଲା ଭାରତ। ତେବେ ସେଗୁଡ଼ିକୁ ଗତକାଲି ପୁଣି ଥରେ ସକ୍ରିୟ ହୋଇଥିବାର ଦେଖିବାକୁ ମିଳିଥିଲା। ଆକାଉଣ୍ଟ୍‌ଗୁଡ଼ିକୁ ସକ୍ରିୟ ହେବାର…

ଆଜିଠୁ ଆରମ୍ଭ ହେଲା ଅମରନାଥ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି ଅମରନାଥ ଯାତ୍ରା। ପ୍ରଥମ ଦଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜମ୍ମୁ ବେସ୍ କ୍ୟାମ୍ପରେ ପୂଜାର୍ଚ୍ଚନା ପରେ ଯାତ୍ରାର ଶୁଭାରମ୍ଭ ହୋଇଛି । ‘ହରହର ମହାଦେବ’ ଓ ‘ବମ୍ ବମ୍ ଭୋଲେ’ ନାରାରେ କମ୍ପିଛି ପରିବେଶ।…

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା ୨୪ଘଣ୍ଟାରେ ଏହି…

୮ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା…

ଏହି ସମୟରେ ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

ନୂଆଦିଲ୍ଲୀ : ଲୋକେ ଗମନାଗମନକୁ ସୁବିଧା କରିବା ପାଇଁ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନରେ ସହଜରେ ପହଞ୍ଚିବା ପାଇଁ ବର୍ତ୍ତମାନ ଅଧିକାଂଶ ଲୋକେ ଓଲା, ଉବର, ରାପିଡୋ ଆଦି ବ୍ୟବହାର କରିଥାନ୍ତି । ମାତ୍ର ଏବେ ଯାତ୍ରୀଙ୍କ ପାଇଁ ବଡ ଝଟକା । ଗହଳି ସମୟରେ ଓଲା, ଉବର, ରାପିଡୋ ସାଧାରଣ ଭଡା ଠାରୁ…

ବେଙ୍ଗାଲୁରୁ ଦଳାଚକଟା ଘଟଣା – ସରକାରଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍

ବେଙ୍ଗାଲୁରୁ : ଗତ ଜୁନ ମାସରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟା ଘଟଣାରେ ବରିଷ୍ଠ ଆଇପିଏସ୍ ଅଧିକାରୀ ବିକାଶ କୁମାରଙ୍କ ବିରୋଧରେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ ଆଜି କର୍ଣ୍ଣାଟକ ସରକାରଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କରିଛନ୍ତି। ବିଚାରପତି ସନ୍ତୋଷ ମେହରା ଏବଂ ବିଚାରପତି ଆର.କେ.…