Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ସମସ୍ତ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି ଏବଂ ସାମାଜିକ ସୁରକ୍ଷା ପ୍ରଦାନ କରିବା ପାଇଁ ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ ମଞ୍ଜୁରୀ ଦେଇଛି। ଏହାର ବିଶେଷ ଲକ୍ଷ୍ୟ ଉତ୍ପାଦନ କ୍ଷେତ୍ର ଉପରେ ରହିଛି। ଆଜି ନୂଆଦିଲ୍ଲୀରେ କ୍ୟାବିନେଟ୍ ନିଷ୍ପତ୍ତି!-->…
ଜନ ଆନ୍ଦୋଳନ ପାଲଟିଛି ଡିଜିଟାଲ ଇଣ୍ଡିଆ – ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆ ଏକ ଜନ ଆନ୍ଦୋଳନ ପାଲଟିଛି ଏବଂ ଏକ ଆତ୍ମନିର୍ଭର ଭାରତ ଗଠନ ଓ ଭାରତକୁ ବିଶ୍ୱର ଏକ ବିଶ୍ୱସ୍ତ ନବସୃଜନ ଅଂଶୀଦାର କରିବାରେ କେନ୍ଦ୍ରବିନ୍ଦୁ ପାଲଟିଛି। ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମର ଦଶ ବର୍ଷ ପୂର୍ତ୍ତି!-->…
ଆଇଆଇଟି ବମ୍ବେରେ ପରିଚୟ ଲୁଚାଇ ୧୪ ଦିନ ରହିଲେ ନକଲି ଛାତ୍ର
ମୁମ୍ବାଇ: ନିଜକୁ ଆଇଆଇଟି ବମ୍ବେର ଛାତ୍ର ବୋଲି ଉପସ୍ଥାପନ କରି କଲେଜ କ୍ୟାମ୍ପସ୍ରେ ରହିଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗତ ସପ୍ତାହରେ ଗିରଫ କରାଯାଇଥିଲା। ଏବେ ତାଙ୍କୁ ଜେରା କରିବାରୁ ନୂଆ ନୂଆ ତଥ୍ୟ ସବୁ ହସ୍ତଗତ ହେବାରେ ଲାଗିଛି।ଛାତ୍ର ରୂପଧାରୀ ନକଲି ଯୁବକ ଜଣକ ହେଉଛନ୍ତି ବିଲାଲ!-->…
ଗୋଟିଏ ମାସ ପାଇଁ ନିରାପତ୍ତା ପରିଷଦର ସଭାପତି ହେଲା ପାକିସ୍ତାନ
ଇସଲାମାବାଦ: ପାକିସ୍ତାନ ମଙ୍ଗଳବାର ଜୁଲାଇ ୨୦୨୫ ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଗ୍ରହଣ କରିବାକୁ ଯାଉଛି। ପାକିସ୍ତାନର ସରକାରୀ ଗଣମାଧ୍ୟମ ଏ ବିଷୟରେ ସୂଚନା ଦେଇଛି। ଏହା ହେଉଛି ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବରେ ପାକିସ୍ତାନର ଦୁଇ ବର୍ଷ କାର୍ଯ୍ୟକାଳର ଏକ!-->…
୭୦ ବର୍ଷରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ଶୁଭେଚ୍ଛା ଜଣାଇଲେ ଅର୍ଥମନ୍ତ୍ରୀ ସୀତାରମଣ
ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କକୁ ଆଜି ୭୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିନନ୍ଦନ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ, ଶ୍ରୀମତୀ ସୀତାରମଣ କହିଛନ୍ତି ଯେ ୨୩ ହଜାରରୁ ଅଧିକ ଶାଖା, ୭୮ ହଜାର ଗ୍ରାହକ ସେବା ପଏଣ୍ଟ ଏବଂ ୬୪!-->…
ନ୍ୟାୟ ପାଇଁ ଲଢେଇ କରିବେ ଦୁଷ୍କର୍ମ ଶିକାର ୨୫ ବର୍ଷୀୟ ହିନ୍ଦୁ ମହିଳା
ଢାକା : ବାଂଲାଦେଶରେ, ଜଣେ ୨୫ ବର୍ଷୀୟ ହିନ୍ଦୁ ମହିଳା, ଯିଏକି ଏକ ଜଘନ୍ୟ ଦୁଷ୍କର୍ମର ଶିକାର ହୋଇଥିଲେ, ତାଙ୍କ ସ୍ୱାମୀ ଏବଂ କିଛି ସ୍ଥାନୀୟ ବାସିନ୍ଦାଙ୍କ ଚାପ ପରେ ପ୍ରଥମେ ସେ ପ୍ରତ୍ୟାହାର କରିବାକୁ ଚିନ୍ତା କରିଥିଲେ, ତଥାପି ସେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛନ୍ତି।!-->…
ଇର୍ଷା କରି ଚାକିରିଆ ପ୍ରେମିକାକୁ ମାରିଦେଲା ପ୍ରେମିକ
ଭୋପାଳ: ଚାକିରି କରିଥିବା ପ୍ରେମିକାକୁ ଈର୍ଷା କରୁଥିଲା ବେରୋଜଗାର ପ୍ରେମିକ। ଲିଭ୍-ଇନରେ ରହି ବି ବଦଳିଲାନି ମନ। ନିଜ ଈର୍ଷାକୁ ମାରିବା ପାଇଁ ହତ୍ୟା ଭଳି ଅପରାଧକୁ ବାଛିଲା ପ୍ରେମିକ। ଏଭଳି ଘଟଣା ଘଟିଛି ଭୋପାଳର ଗାୟତ୍ରୀ ନଗରରେ। ଜଣେ ୨୯ ବର୍ଷୀୟ ମହିଳାଙ୍କୁ ତାଙ୍କ ଲିଭ-ଇନ୍ ପାର୍ଟନର!-->…
ଔଷଧ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୩୫ ଛୁଇଁଲା
ସାଙ୍ଗାରେଡ୍ଡି: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଏକ ଔଷଧ କାରଖାନାରେ ସୋମବାର ଦିନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏବେ ସୁଦ୍ଧା ୩୫ ଜଣଙ୍କର ମୃତ୍ୟୁ ଘଟି ସାରିଲାଣି।। ଏବେ ବି ଧ୍ୱଂସପ୍ରାପ୍ତ ସ୍ଥାନରୁ ଭଗ୍ନାବଶେଷ ସଫା କାର୍ଯ୍ୟ ଜାରି!-->…
ବିଜେପିରୁ ଟି.ରାଜା ସିଂହଙ୍କ ଇସ୍ତଫା
ହାଇଦ୍ରାବାଦ : ତେଲେଙ୍ଗାନାର କଠୋରପନ୍ଥୀ ନେତା ଏବଂ ଗୋଶାମହଲ ବିଧାୟକ ଟି. ରାଜା ସିଂହ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେଇଛନ୍ତି। ତେଲେଙ୍ଗାନା ବିଜେପି ନେତୃତ୍ୱ ସହିତ ତାଙ୍କର ଗତ କିଛି ଦିନ ଧରି ବିବାଦ ଚାଲିଥିଲା। ରାଜ୍ୟ ବିଜେପି ସଭାପତି ପଦ ପାଇଁ ଏନ. ରାମଚନ୍ଦ୍ର ରାଓଙ୍କ ନାମ ଉପରେ!-->…
ମଣିପୁର: ଚୁରାଚାନ୍ଦପୁରରେ ୪ ଜଣଙ୍କୁ ଗୁଳିକରି ହତ୍ୟା
ଇମ୍ଫାଲ ୩୦।୬: ମଣିପୁର ଚୁରାଚାନ୍ଦପୁର ଜିଲ୍ଲାରେ ସୋମବାର ଅଜ୍ଞାତ ବନ୍ଧୁକଧାରୀ ୪ ଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କୁହାଯାଉଛି ମୃତକଙ୍କ ମଧ୍ୟରେ ଜଣେ ୬୦ ବର୍ଷ ବୟଷ୍କା ମହିଳା ମଧ୍ୟ ଅଛନ୍ତି। ପୋଲିସ ଅନୁସାରେ ଏହି ଗୁଳିକାଣ୍ଡ ଚୁରାଚାନ୍ଦପୁରର ମୋଙ୍ଗଜାଙ୍ଗ ଗାଁ ନିକଟରେ ହୋଇଛି।!-->…