Browsing Category

ଦେଶ

ମହାକାଶରୁ ଶତ୍ରୁକୁ ଜଗିବ ଭାରତ, ଲଞ୍ଚ୍‌ ହେବ ୫୨ ମିଲିଟାରୀ ସାଟେଲାଇଟ୍

ନୂଆଦିଲ୍ଲୀ: ମହାକାଶରୁ ଶତ୍ରୁକୁ ଜଗିବ ଭାରତ । ଲଞ୍ଚ୍‌ ହେବ ୫୨ ମିଲିଟାରୀ ସାଟେଲାଇଟ୍। ଶତ୍ରୁ ଦେଶରର ଗତିବିଧି ଉପରେ ରଖିବ ନଜର। ଅପରେସନ୍ ସିନ୍ଦୁର ସମୟରେ ଭାରତର ଇଲେକ୍ଟ୍ରୋନିକ୍ ଯୁଦ୍ଧ ସରଞ୍ଜାମ, ସିଗ୍ନାଲ ଜାମିଂ ଏବଂ ରାଡାର ଟେକ୍ନୋଲୋଜି ଦେଖିଥିଲା ସାରା ବିଶ୍ୱ। ୨୨…

‘ଅପରେସନ ସିନ୍ଦୂର’କୁ ନେଇ କ୍ୟାପ୍‌ଟେନ ଶିବକୁମାରଙ୍କ ମନ୍ତବ୍ୟ ପରେ ଅଡୁଆରେ ସରକାର

ନୂଆଦିଲ୍ଲୀ : ‘ଅପରେସନ ସିନ୍ଦୂର’ରେ ଭାରତର କ୍ଷୟକ୍ଷତିକୁ ନେଇ ବିରୋଧୀ ଦଳ କଂଗ୍ରେସ ସରକାରଙ୍କୁ ଘେରୁଥିବା ବେଳେ ବଡ଼ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଡୋନେସିଆରେ ଭାରତର ଡିଫେନ୍ସ ଆଟାଚେ କ୍ୟାପ୍‌ଟେନ ଶିବ କୁମାର ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ଦେଶ ପକ୍ଷରୁ ଆପଣାଯାଇଥିବା ରଣନୀତି…

ଭାରତୀୟ ସେନାକୁ ମିଳିବ ବ୍ରହ୍ମୋସଠୁ ଘାତକ କେ-୬ କ୍ଷେପଣାସ୍ତ୍ର

ଭାରତ ନିଜର କେ-୬ ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିବାକୁ ଯାଉଛି। ସମୁଦ୍ରରେ ପରୀକ୍ଷଣ କରାଯିବାକୁ ଥିବା ଏହି କ୍ଷେପଣାସ୍ତ୍ରକୁ ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ) ଦ୍ଵାରା ବିକଶିତ କରାଯାଇଛି। ଏହାକୁ ଭାରତର ପରବର୍ତ୍ତୀ ଏସ-୫ ଶ୍ରେଣୀର ପରମାଣୁ କ୍ଷମତା ସମ୍ପନ୍ନ…

୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଯୌତୁକ ନେବା ସତ୍ବେ ମିଳିଲା ନିର୍ଯାତନା, ଜୀବନ ହାରିଲେ ନବବଧୂ

ଯୌତୁକ ବାବଦରେ ଜ୍ବାଇଁକୁ ୭୦ ଲକ୍ଷ ଟଙ୍କାର କାର ଦେଲେ। ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ବଣ୍ଡ ଦେଲେ। ତା’ ବ୍ୟତୀତ ଲକ୍ଷ ଲକ୍ଷ ଟଙ୍କାର ଜିନିଷପତ୍ର ଓ ସୁନା ଅଳଙ୍କାର ବି ଦେଲେ। ୧ କୋଟିରୁ ଅଧିକ ଟଙ୍କାର ଯୌତୁକ ନେଇ ଝିଅ ବାପ ଘରୁ ଶାଶୁ ଘରକୁ ଗଲା। ତା’ ପରେ ବି ଯୌତୁକ ନିର୍ଯାତନାରୁ…

ତୃଣମୂଳ କଂଗ୍ରେସରେ କନ୍ଦଳ ଚରମରେ: ମହୁଆଙ୍କୁ କଲ୍ୟାଣ ବାନାର୍ଜୀଙ୍କ ବ୍ୟକ୍ତିଗତ ଆକ୍ଷେପ

ନୂଆଦିଲ୍ଲୀ: କୋଲକାତା ଆଇନ କଲେଜ ମାମଲାକୁ ନେଇ ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ଥିବା ବିବାଦ ଏବେ ପଦାରେ ପଡ଼ିଛି। ଦଳର ଦୁଇ ବରିଷ୍ଠ ସାଂସଦ ମହୁଆ ମୋଇତ୍ରା ଏବଂ କଲ୍ୟାଣ ବାନାର୍ଜୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବାକ୍‌ଯୁଦ୍ଧ ବ୍ୟକ୍ତିଗତ ସ୍ତରକୁ ଖସି ଆସିଛି। ଏକ ବିବାଦୀୟ…

“ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରନ୍ତୁ ନାହିଁ”: ବସ୍ତି ଭଙ୍ଗାକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବସ୍ତି ଭଙ୍ଗାକୁ ବିରୋଧ କରି ଆମ ଆଦମୀ ପାର୍ଟି (ଆପ୍) ଆଜି ଜନ୍ତର ମନ୍ତରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଏହି ଅବସରରେ…

ପୁରୀ ଦୁର୍ଘଟଣାକୁ ‘ଗମ୍ଭୀର ଚେତାବନୀ’ କହିଲେ ରାହୁଲ ଗାନ୍ଧୀ, ଭିଡ଼ ପରିଚାଳନା ନେଇ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁରୀରେ ଘଟିଥିବା ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି। ସୋସିଆଲ ମିଡିଆ ‘X’ରେ ଏକ ପୋଷ୍ଟ ମାଧ୍ୟମରେ ସେ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।…

ପ୍ରବଳ ବର୍ଷା ଯୋଗୁଁ ୨୪ ଘଣ୍ଟା ପାଇଁ ସ୍ଥଗିତ ହେଲା ଚାରିଧାମ ଯାତ୍ରା

ବଡ଼କୋଟ (ଉତ୍ତରାଖଣ୍ଡ): ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ ଯମୁନୋତ୍ରୀ ଜାତୀୟ ରାଜପଥ ସମେତ ଅନେକ ପ୍ରମୁଖ ରାସ୍ତା ବନ୍ଦ ରହିଛି। …

“ଏ ଦେଶ କାହା ବାପାର ନୁହେଁ”: ୱାକଫ ଆଇନକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ତେଜସ୍ୱୀ ଯାଦବ

ପାଟନା: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, "ଏହି ଦେଶ କାହା ବାପାର ନୁହେଁ, ଏହା ଆମ ସମସ୍ତଙ୍କ ହିନ୍ଦୁସ୍ଥାନ।" ପାଟନାର ଗାନ୍ଧୀ ମଇଦାନରେ 'ଇମାରତ-ଏ-ଶରିଆ' ପକ୍ଷରୁ ଆୟୋଜିତ 'ୱାକଫ ବଚାଓ-ଦସ୍ତୁର ବଚାଓ'…

ଜାକର୍ତ୍ତା: ଯଦି ପାକିସ୍ତାନ ଭାରତ ଉପରେ ପ୍ରଥମେ ପରମାଣୁ ଆକ୍ରମଣ କରେ, ତେବେ ଭାରତର ଜବାବ କ'ଣ ହେବ? ଏହାର ଏକ ଦୃଢ଼ ଏବଂ ସ୍ପଷ୍ଟ ଉତ୍ତର ଦେଇଛି ଭାରତ। ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଆୟୋଜିତ ଏକ ସେମିନାରରେ ଭାରତୀୟ ନୌସେନାର କ୍ୟାପଟେନ୍ ଶିବ କୁମାର ପଡ଼ୋଶୀ ଦେଶ…