Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଇସ୍ରାଏଲ ଇରାନ ଯୁଦ୍ଧର ଫଳାଫଳ ଭାରତକୁ ଦ୍ବନ୍ଦ୍ବରେ ପକାଇବ !
ନୂଆଦିଲ୍ଲୀ : ଯଦିଓ ଭାରତ ଗତ କିଛି ବର୍ଷ ଧରି ଇସ୍ରାଏଲ ସହିତ ଭଲ ସମ୍ପର୍କ ବଜାୟ ରଖିଛି, ହେଲେ ଭାରତ-ଇରାନ ସମ୍ପର୍କ ମଧ୍ୟ ଶତାଦ୍ଦୀ ପୁରୁଣା । ଭାଷା, ସଂସ୍କୃତି ଏବଂ ପରମ୍ପରା ସ୍ତରରେ ଉଭୟଙ୍କ ମଧ୍ୟରେ ଗଭୀର ସମ୍ପର୍କ ରହିଛି । ଭାରତ ସ୍ୱାଧୀନତା ପରେ ୧୯୫୦ମସିହାରେ ଉଭୟ ଦେଶ ଆନୁଷ୍ଠାନିକ!-->…
ଖାମନେଇଙ୍କୁ ହତ୍ୟା କରିବା କଥା ଚିନ୍ତା ମଧ୍ୟ କରନାହିଁ, ଇସ୍ରାଏଲକୁ ଏଭଳି ଚେତାବନୀ ଦେଲା ରୁଷ
ଇରାନ ଓ ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇସ୍ରାଏଲକୁ କଡା ଚେତାବନୀ ଦେଇଛି ରୁଷ । ଉଭୟ ଦେଶ ପରସ୍ପର ଉପରେ କ୍ଷେପଣାସ୍ତ୍ର ମାଡ କରିବାରେ ଲାଗିଛନ୍ତି, ଏହି ସମୟରେ ରୁଷ ଇରାନକୁ ଖୋଲାଖୋଲି ଭାବରେ ସମର୍ଥନ କରିଛି । ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ କହିଥିଲେ ଯେ ତାଙ୍କର ଲକ୍ଷ୍ୟ ଇରାନରେ ଶାସନ!-->…
ଜନ୍ମଦିନରେ ଦୃଷ୍ଟିବାଧିତ ପିଲାଙ୍କ ଗୀତ ଶୁଣି କାନ୍ଦି ପକାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ତିନିଦିନିଆ ଉତ୍ତରାଖଣ୍ଡଗସ୍ତରେ ଅଛନ୍ତି। ରାଷ୍ଟ୍ରପତିଙ୍କ ଆଜି ୬୭ତମ ଜନ୍ମଦିନ। ଜନ୍ମଦିନରେ ଦ୍ରୌପଦୀ ମୁର୍ମୁ ଡେରାଡୁନର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦି ଏମ୍ପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଭିଜୁଆଲିଟିଜର ଅଡିଟୋରିୟମରେ ଆୟୋଜିତ ଏକ!-->…
କେନ୍ଦ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୁଲିସ
କୋଲକାତା : ପଶ୍ଚିମବଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଶୁକ୍ରବାର ପୁଲିସ ହେପାଜତକୁ ନେଇଛି। ତାଙ୍କୁ ଲାଲବଜାର ପୁଲିସ ମୁଖ୍ୟାଳୟର ହାଜତକୁ ନିଆଯାଇଛି। ଏହି ଘଟଣା କେବଳ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି କରିଛି ତାହା ନୁହେଁ,!-->…
କେଉଁସବୁ ଦେଶର ଆକାଶପଥ ହୋଇ ଯାଉଛି କ୍ଷେପଣାସ୍ତ୍ର
ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ସାମରିକ ସଂଘର୍ଷ ଏବେ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ପରିଣତ ହୋଇଛି। ଗତ ୭ ଦିନ ଧରି, ଉଭୟ ଦେଶ ପରସ୍ପରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ କରୁଛନ୍ତି ଏବଂ ଏବେ ହାଇପରସୋନିକ୍ କ୍ଷେପଣାସ୍ତ୍ର ମଧ୍ୟ ଏହି ଯୁଦ୍ଧରେ ବ୍ୟବହାର କରାଯାଉଛି ।!-->…
ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ!-->…
ଆସିଲା ଏଚଆଇଭି ପ୍ରତିଷେଧକ ଟୀକା
ନ୍ୟୁୟର୍କ: ଏଚଆଇଭି ଏକ ବିପଦପୂର୍ଣ୍ଣ ଭାଇରସ। ଆଜି ପର୍ଯ୍ୟନ୍ତ ଏଚଆଇଭି ସଂକ୍ରମଣକୁ ସମ୍ପୂର୍ଣ୍ଣ ଭାବରେ ଆରୋଗ୍ୟ କରିବା ପାଇଁ କୌଣସି ଔଷଧ କିମ୍ବା ଟୀକା ତିଆରି ହୋଇନାହିଁ। ତେବେ ଆଶ୍ବସ୍ତିର କଥା ହେଉଛି ଚିକିତ୍ସା ବିଜ୍ଞାନ ଏହି ଭାଇରସକୁ ରୋକିବାରେ ଏକ ବଡ଼ ସଫଳତା ହାସଲ କରିଛି। ଆମେରିକାର!-->…
ଦୁର୍ବଳ ହୋଇଯାଇଛି ଇସ୍ରାଏଲ୍ : ଖେମିନି
ତେହେରାନ: ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ପ୍ରତିଦିନ ଭୟଙ୍କର ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଇରାନ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ପ୍ରତିକ ବୟାନ ଏବଂ ତା’ପରେ ରୁଷ-ଚୀନର ପ୍ରତିକ୍ରିୟା ଏହି ଅଞ୍ଚଳରେ ଚାଲିଥିବା ଯୁଦ୍ଧ ପ୍ରତି ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ!-->…
ଯେତେ ଲଢ଼ିବାର ଅଛି ଲଢ଼: ଫାରୁକ ଅବଦୁଲ୍ଲା
ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଚାଲିଥିବାବେଳେ ଗୁରୁବାର (୧୯ ଜୁନ) ୧୧୦ ଜଣ ଭାରତୀୟ ଛାତ୍ରଙ୍କୁ ଦେଶକୁ ଫେରାଇ ଅଣାଯାଇଥିଲା। ଏହି ଛାତ୍ରମାନଙ୍କ ମଧ୍ୟରୁ ଅଧିକାଂଶ ଜମ୍ମୁ ଏବଂ କାଶ୍ମୀରର ଥିଲେ। ଭାରତ ସରକାର 'ଅପରେସନ୍ ସିନ୍ଧୁ' ମାଧ୍ୟମରେ ଇରାନରେ ଫସି ରହିଥିବା!-->…
ସରକାରଙ୍କ ବଡ ନିଷ୍ପତ୍ତି: ଇରାନ ପରେ ଇସ୍ରାଏଲରୁ ଭାରତୀୟଙ୍କୁ କରିବେ ଉଦ୍ଧାର
ନୂଆଦିଲ୍ଲୀ,୧୯।୬: ବୈଦେଶିକ ମନ୍ତ୍ରଣାଳୟ (ଏମଇଏ) ଗୁରୁବାର ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ପରେ ଉତ୍ତେଜନା ବୃଦ୍ଧି ପାଇବାରୁ ‘ଅପରେସନ ସିନ୍ଧୁ’ ଅଧୀନରେ ଇସ୍ରାଏଲରୁ ଭାରତୀୟ ନାଗରିକମାନଙ୍କୁ ଉଦ୍ଧାର କରିବା ପାଇଁ ଯୋଜନା ଘୋଷଣା କରିଛି।
ଏକ ବିବୃତିରେ, ଏମଇଏ କହିଛି ଯେ!-->!-->!-->…