Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମୁନୀରଙ୍କ ସହ ସାକ୍ଷାତକାର ମଝିରେ ବଡ଼ ବୟାନ ଦେଲେ ଟ୍ରମ୍ପ, କହିଲେ ମୁଁ ପାକିସ୍ତାନକୁ ଭଲପାଏ
ଓ୍ବାଶିଂଟନ୍,୧୯।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଜଣେ ବହୁତ ଭଲ ବ୍ୟକ୍ତି, ମୁଁ ଗତକାଲି ତାଙ୍କ ସହ କଥା ହୋଇଛି ଏବଂ ଆମେ ଆଉ ଏକ ନୂତନ ଚୁକ୍ତି କରିବାକୁ ଯାଉଛୁ। ବିଶେଷ!-->…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳରୁ ମିଳିଲା ପୁଳାପୁଳା ସୁନା, ଲକ୍ଷ ଲକ୍ଷ ଟଙ୍କା
ଅହମଦାବାଦ, ୧୯।୬: ଗତ ସପ୍ତାହରେ ଅହମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା (ଫ୍ଲାଇଟ AI-171) ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଦୁଃଖଦ ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ମାତ୍ର ଜଣେ ବ୍ରିଟିଶ ନାଗରିକ ବିଶ୍ୱାସ କୁମାର ରମେଶ ବଞ୍ଚିଥିବା ବେଳେ ଅନ୍ୟ!-->…
କଥା ନ ମାନିଲେ ଆକ୍ରମଣ: ସେନାକୁ ଅନୁମତି ଦେଲେ ଟ୍ରମ୍ପ, ଚୂଡ଼ାନ୍ତ ନିର୍ଦେଶକୁ ଅପେକ୍ଷା
ତେହେରାନ : ଇରାନ ଉପରେ ଆକ୍ରମଣ କରିବ ଆମେରିକା। ଏଥିପାଇଁ ଆମେରିକା ସେନାକୁ ଅନୁମତି ମିଳିସାରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। କିନ୍ତୁ ଚୂଡ଼ାନ୍ତ ନିର୍ଦେଶ ଦେଇନାହାନ୍ତି ଟ୍ରମ୍ପ। ଟ୍ରମ୍ପଙ୍କ ଅନ୍ତିମ ନିର୍ଦେଶକୁ ଅପେକ୍ଷା କରିଛି ପେଣ୍ଟାଗନ।!-->…
ଅହମଦାବାଦ ବିମାନ ଦୁର୍ଘଟଣା, ୩ ମାସ ପୂର୍ବରୁ ବଦଳାଯାଇଥିଲା ଡାହାଣ ଇଞ୍ଜିନ
ଅହମଦାବାଦ : ଅହମଦାବାଦ ବିମାନ ଦୁର୍ଘଟଣାରେ ୨୭୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତଦନ୍ତ କାର୍ଯ୍ୟ ଜୋରସୋର ଚାଲିଛି। ଏୟାର ଇଣ୍ଡିଆର ଏକ ବିମାନ ଏଆଇ-୧୭୧ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ତଦନ୍ତର ପ୍ରାରମ୍ଭିକ ପର୍ଯାୟରୁ ଜଣାପଡିଛି, ସମ୍ପୃକ୍ତ ବିମାନର ଡାହାଣ!-->…
ଧ୍ୱଂସସ୍ତୁପ ପାଲଟିଛି ତେହେରାନ: ଏମିତି କହିଲେ ଇରାନରୁ ଫେରିଥିବା ଭାରତୀୟ ଛାତ୍ର
ନୂଆଦିଲ୍ଲୀ : ସଂଘର୍ଷଗ୍ରସ୍ତ ଇରାନରୁ ଉଦ୍ଧାର କରାଯାଇଥିବା ଭାରତୀୟ ଛାତ୍ରମାନେ ଇରାନରେ ସଙ୍କଟର ଏକ ଭୟଙ୍କର ବିବରଣୀ ଦେଇଛନ୍ତି। ଅନେକ ଛାତ୍ର ଇସ୍ରାଏଲର ଆକ୍ରମଣ ସେଠାରେ କିପରି ଧ୍ୱଂସ ଆଣିଥିଲା, ସେ ସମ୍ପର୍କରେ କହିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର, ଅପରେସନ ସିନ୍ଧୁ!-->…
ଜି-୭ରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ
୫୧ତମ ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ରଖିଛନ୍ତି । ସୁରକ୍ଷା ଚ୍ୟାଲେଞ୍ଜ ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦ ବିରୁଦ୍ଧରେ ବିଶ୍ୱ ଲଢେଇକୁ ମଜବୁତ କରିବା ପାଇଁ ଆହ୍ୱନ ଦେଇଛନ୍ତି । ଏହାସହିତ ଆତଙ୍କବାଦଙ୍କ ବିରୋଧରେ ଲଢେଇରେ ଭାରତକୁ!-->…
ମୋଦୀଙ୍କୁ ଭେଟିଲେ ଜର୍ଜିଆ ମେଲୋନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । କାନାଡାର କାନାନାସକିସରେ ଅନୁଷ୍ଠିତ ୫୧ତମ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ସାମିଲ ହୋଇଥିଲେ । ଏହି ଅବସରରେ ଉଭୟ ନେତା!-->…
ଭାଇର ଶେଷକୃତ୍ୟ କରିବାକୁ ହସ୍ପିଟାଲରୁ ଆସିଲେ ବିଶ୍ବାସ କୁମାର
ଗାନ୍ଧୀନଗର: ମନରେ କୋହ, ଆଖିରେ ଲୁହ.. ଭାଇର ଶବକୁ କାନ୍ଧ ଦେଲା ବେଳେ ଆଖିରେ ଲୁହ ବୋଲ ମାନୁନି, ବନ୍ଧବାଡ ଭାଙ୍ଗି ବହି ଯାଉଛି । ନିଜକୁ ସମ୍ଭାଳି ହେଉନି, ଲୁହ କୋହକୁ ଅଟକାଇ ହେଉନି । ସାଙ୍ଗରେ ଦୁଇ ଭାଇ ଲଣ୍ଡନ ଯାଉଥିଲେ ହେଲେ ବିଧାତାର ଖେଳ, ଜଣେ ବଞ୍ଚିଲା, ଜଣେ ଚାଲିଗଲା ।
ଗୋଟିଏ!-->!-->!-->…
ଇସାରା ଇସାରାରେ ଇସ୍ତଫା ମାଗିଲେ ଅଖିଳେଶ
ନୂଆଦିଲ୍ଲୀ: ଗୁଜୁରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ୨୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ତଦନ୍ତ ଚାଲିଛି। ଏହି ସମୟରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କୌଣସି ଦୁର୍ଘଟଣା କିମ୍ବା କୌଣସି ମନ୍ତ୍ରୀଙ୍କ ନାମ ନ ନେଇ ବିଜେପିକୁ ଟାର୍ଗେଟ କରିଛନ୍ତି। ତଥାପି,!-->…
ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ ଏବଂ କେବେ କରିବ ନାହିଁ : ମୋଦୀ
କାନାନିସ୍କିସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ମଧ୍ୟରେ ଫୋନରେ କଥାବାର୍ତ୍ତା ହୋଇଛି। ଉଭୟ ୩୫ ମିନିଟ୍ ଧରି କଥା ହୋଇଥିଲେ। ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ଟ୍ରମ୍ପ୍ଙ୍କୁ କହିଥିଲେ ଯେ, ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ ଏବଂ!-->…