Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଫାସ୍ ଟ୍ୟାଗକୁ ନେଇ ବାର୍ଷିକ ପାସ୍ ଜାରି କରାଯିବ: ଗଡ଼କରୀ
ନୂଆଦିଲ୍ଳୀ: ବହୁ ଦିନ ଧରି ଆଲୋଚନା ହେଉଛି ଯେ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ସାରା ଦେଶରେ ଏକ ନୂତନ ଟୋଲ୍ ନୀତି ଆଣିବାକୁ ଯୋଜନା କରୁଛି । ଯାହା ଅଧୀନରେ ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଯାତ୍ରାକୁ ସହଜ କରିବା ପାଇଁ ଅନେକ ନୂତନ ସୁବିଧା ଯୋଗାଇ ଦିଆଯିବ । ଆଉ ଏବେ ସମସ୍ତ ଚର୍ଚ୍ଚାର!-->…
ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା
ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏବେ!-->…
ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍
ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର ହେବା ପରେ କିଛି ଏପରି!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି।
!-->!-->!-->…
ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ
ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ସ୍ଥଳରୁ ଦ୍ବିତୀୟ ବ୍ଲାକ ବକ୍ସ!-->…
ବିମାନ ଦୁର୍ଘଟଣା ପରଠୁ ନିଖୋଜ ଅଛନ୍ତି ସଙ୍ଗୀତ ନିର୍ଦେଶକ ମହେଶ ଜିରାଓ୍ବାଲା
ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରଠାରୁ ସଂଗୀତ ନିର୍ଦେଶକ ମହେଶ କାଲାଓ୍ବାଡିଆ ଓରଫ ମହେଶ ଜିରାଓ୍ବାଲା ନିଖୋଜ ଅଛନ୍ତି। ମହେଶ ରହସ୍ୟମୟ ଭାବେ ନିଖୋଜ ହୋଇଯିବା ସମସ୍ତଙ୍କୁ ଚକ୍କିତ କରିଛି। କାରଣ ମହେଶ ବିମାନରେ ଯାତ୍ରା କରୁ ନ ଥିଲେ କିମ୍ବା ମେଡିକାଲ ହଷ୍ଟେଲରେ ନ ଥିଲେ। କିନ୍ତୁ ଦୁର୍ଘଟଣା!-->…
ମାଙ୍ଗାଲୋରରେ ବନ୍ୟା ସ୍ଥିତି: ଚାରିଆଡେ ପାଣି
ବେଙ୍ଗାଲୁରୁ: ପାଣି.. ପାଣି.. ପାଣି.. ଚାରିଆଡେ ପାଣି । ରାସ୍ତାରେ, ଘରେ, ଅଫିସରେ ସବୁଠି ପଶିଛି ପାଣି । ଲଗାଣ ବର୍ଷା ପରେ କର୍ଣ୍ଣାଟକର ସ୍ଥିତି ସାଙ୍ଘାତିକ ହୋଇଛି । ବର୍ଷାରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମାଙ୍ଗାଲୋର ସହର । ସ୍ଥିତି ଏମିତି ହୋଇଛି ବନ୍ୟା ଭଳି ପରିସ୍ଥିତି ଉପୁଜିଛି!-->…
୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଷୋଡଶ ଜନଗଣନା
ନୂଆଦିଲ୍ଲୀ : ୨୦୨୭ ମାର୍ଚ୍ଚ ପହିଲାରୁ ଦେଶରେ ଷୋଡଶ ଜନଗଣନା ହେବ। ଦେଶରେ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୧ରୁ ପ୍ରଥମଥର ପାଇଁ ଜାତି ଜନଗଣନା ହେବ। ସମ୍ପୂର୍ଣ୍ଣ ଡିଜିଟାଲ ଜରିଆରେ ଗଣନା ହେବ। ଏ ନେଇ ମୋବାଇଲ୍ ଆପ୍ ପ୍ରସ୍ତୁତ କରାଯିବ। ଏଥିରେ ୩୪ ଲକ୍ଷ ପର୍ଯ୍ୟବେକ୍ଷକ କାର୍ଯ୍ୟ କରିବେ। ଏ ନେଇ!-->…
ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ- ନେତାନ୍ୟାହୁ
ଇସ୍ରାଏଲ ଓ ଇରାନ ମଧ୍ୟରେ ଘମାସାନ ଯୁଦ୍ଧ ଜାରି ରହିଛି । ଇରାନ ଉପରେ ଇସ୍ରାଏଲ ଘନ ଘନ ଆକ୍ରମଣ କରୁଥିବା ବେଳେ ଇରାନ ବି ପ୍ରତିଜବାବ ଦେଉଛି । ଆଉ ଏହାରି ଭିତରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଆଉ ଏକ ବଡ ଖୁଲାସା କରିଛନ୍ତି । ନେତାନ୍ୟାହୁ କହିଛନ୍ତି ଯେ ‘ଇରାନ!-->…
ଇରାନରେ ଫସି ରହିଛନ୍ତି ଶହ ଶହ ଭାରତୀୟ ଛାତ୍ର
ତେହେରାନ: ଇରାନରେ ଇସ୍ରାଏଲର ବିମାନ ଆକ୍ରମଣ ମଧ୍ୟରେ ଶହ ଶହ ଭାରତୀୟ ଡାକ୍ତରୀ ଛାତ୍ରଙ୍କ ଜୀବନ ସଂକଟରେ ପଡ଼ିଯାଇଛି । ଜୀବନ ବଞ୍ଚାଇବା ପାଇଁ ସେମାନେ ସେମାନଙ୍କ ଆପାର୍ଟମେଣ୍ଟର ବେସମେଣ୍ଟରେ ଲୁଚି ରହିଛନ୍ତି। ଗୁଳି ଫୁଟିବାର ଶବ୍ଦ, ବୋମା ବିସ୍ଫୋରଣର ଶବ୍ଦ ମଧ୍ୟରେ ଛାତ୍ରମାନେ ଦିନରାତି ଭୟ!-->…