Browsing Category

ଦେଶ

ଲକ୍ଷେ ଟପିଲା ସୁନାଦର

ନୂଆଦିଲ୍ଲୀ,୧୪।୬: ଇସ୍ରାଏଲ-ଇରାନ ଉତ୍ତେଜନା ମଧ୍ୟରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି। ଲଗାତର ତୃତୀୟ ଦିନ ପାଇଁ ସୁନା ମୂଲ୍ୟ ବୃଦ୍ଧି ପାଇବା ସହ ୧୦ ଗ୍ରାମ ପ୍ରତି ଲକ୍ଷେ ଟପିଛି। ଜାତୀୟ ରାଜଧାନୀରେ ସୁନା ପ୍ରତି ୧୦ ଗ୍ରାମ ୧,୦୧,୫୪୦ ଟଙ୍କା ରେକର୍ଡ ସ୍ତରକୁ ପହଞ୍ଚିଛି। ଘରୋଇ ଫ୍ୟୁଚର୍ସ…

ଦୁର୍ଘଟଣାଗ୍ରସ୍ତ ବିମାନର ଉଦଘାଟନ କରିଥିଲେ ରୂପାଣୀ, ୨ଥର ଟିକେଟ ବାତିଲ୍ କରି ଜୁନ୍ ୧୨କୁ ବାଛିଥିଲେ

ଅହମଦାବାଦ: ଅହମଦାବାଦରେ ହୃଦୟବିଦାରକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ସମ୍ପର୍କରେ ଆଉ ଏକ ଦୁଃଖଦ ସଂଯୋଗ ସାମ୍ନାକୁ ଆସିଛି। ଭାଗ୍ୟର ଖେଳ ଥିଲା ଯେ ରୂପାଣୀ ସେହି ଦୁର୍ଭାଗ୍ୟପୂର୍ଣ୍ଣ ବିମାନରେ ଚଢ଼ିଥିଲେ। ପ୍ରକୃତରେ, ଏହା…

ନିଟ୍ ୟୁଜି ପରୀକ୍ଷା ଫଳ ପ୍ରକାଶ: ସ୍ନେହାଶିଷ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ: ନିଟ୍ ୟୁଜି ପରୀକ୍ଷା-୨୦୨୫ ଫଳ ପ୍ରକାଶ ପାଇଛି। ଏହି ମେଡିକାଲ ପ୍ରବେଶିକା ପରୀକ୍ଷାରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ନିଟ୍ neet.nta.nic.inର ଅଫିସିଆଲ୍ ୱେବସାଇଟରେ ସେମାନଙ୍କର ଫଳାଫଳ ଦେଖିପାରିବେ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନଟିଏ)ମଧ୍ୟ ପାସ୍ କରିଥିବା…

ଇରାନ ସେନା ମୁଖ୍ୟ, କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ: ଭୟଙ୍କର ପରିଣାମ ଭୋଗିବାକୁ ଇସ୍ରାଏଲକୁ ଖାମନେଇଙ୍କ…

ତେହେରାନ : ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ବଡ଼ କ୍ଷତି ଘଟିଛି। ଇରାନର ପରମାଣୁ କେନ୍ଦ୍ରକୁ ଟାର୍ଗେଟ କରି ଇସ୍ରାଏଲ ଆକ୍ରମଣ କରିଥିବାବେଳେ ଏଥିରେ ଇରାନ ରିଭୋଲ୍ୟୁସନାରି ଗାର୍ଡ ମୁଖ୍ୟ ଜେନେରାଲ ବଘେରି ଏବଂ କମାଣ୍ଡର ଇନ ଚିଫ ହୋସେନ ସଲାମିଙ୍କ ମୃତ୍ୟୁ ଘଟିଛି। ଏହା ସହିତ ପରମାଣୁ…

ବାପାଙ୍କୁ କ’ଣ କଥା ଦେଇଥିଲେ ଏୟାର ଇଣ୍ଡିଆ ବିମାନର ପାଇଲଟ, ଯାହା ରହିଗଲା ଅଧା

ନୂଆଦିଲ୍ଲୀ : ଗୁରୁବାର (ଜୁନ ୧୨, ୨୦୨୫) ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନରେ ମୋଟ ୨୪୨ ଜଣ ଥିଲେ, ଯେଉଁଥିରେ ଦୁଇଜଣ ପାଇଲଟ ଏବଂ କ୍ରୁ ସଦସ୍ୟ ଥିଲେ, ଯେଉଁଥିରୁ କେବଳ ଜଣେ ବଞ୍ଚି…

ଅହମ୍ମଦାବାଦ ବିମାନ ଦୁର୍ଘଟଣାର ହୃଦୟ ବିଦାରକ ଦୃଶ୍ୟ, ପୁଅକୁ ବଞ୍ଚାଇବାକୁ ନିଆଁ ସହ ଲଢୁଛି ମାଆ

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୫ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ବିମାନ ଭିତରେ ଥିବା ଲୋକମାନଙ୍କ ସହ ଦୁର୍ଘଟଣା ଘଟିଥିବା ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ ସାମିଲ ଅଛନ୍ତି। ଏହି ଦୁର୍ଘଟଣା ପରେ ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ…

ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦ୍‌ବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହଯାଇଛି। ଇସ୍ରାଏଲ…

ଅହମଦାବାଦ ବିମାନ ଦୁର୍ଘଟଣା ; ସଭିଁଙ୍କୁ ମର୍ମାହତ କରୁଛି  ଡାକ୍ତର ଦମ୍ପତିଙ୍କ ନିଜ ୩ ଶିଶୁଙ୍କ ସହ ଶେଷ ସେଲ୍‌ଫି

ନୂଆଦିଲ୍ଲୀ : ଏକ ଡାକ୍ତର ଦମ୍ପତି ନିଜ ୩ ଶିଶୁଙ୍କ ସହ ବ୍ରିଟେନରେ ନିଜ ଜୀବନରେ ନୂଆ ଆରମ୍ଭ କରିବାକୁ ଯାଉଥିଲେ । ମାତ୍ର ନୂଆ ସ୍ୱପ୍ନ ପୂରଣ କରିବା କେବଳ ସ୍ୱପ୍ନରେ ହିଁ ରହିଗଲା । ଗତକାଲି ଘଟିଥିବା ଅହମଦାବାଦର ଦୁର୍ଘଟଣାରେ ତାଙ୍କର ଏହି ବିମାନଯାତ୍ରା ପରିବାରର ୫ ସଦସ୍ୟଙ୍କ ପାଇଁ ଶେଷ…

ମିଳିଲା ବ୍ଲାକ୍‌ବକ୍ସ: ଏବେ ଜଣାପଡ଼ିବ ଭୟଙ୍କର ଦୁର୍ଘଟଣା ପଛର କାରଣ

ନୂଆଦିଲ୍ଲୀ,୧୩।୬: ଭାରତର ବିମାନ ସେବା କ୍ଷେତ୍ରରେ ଘଟିଛି ଭୟଙ୍କର ଦୁର୍ଘଟଣା। ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ- ଏଆଇ୧୭୧ (ବୋଇଂ ୭୮୭-୮ ଡ୍ରିମ୍‌ଲାଇନର) ଉଡ଼ାଣ ଆରମ୍ଭ କରିବାର ମାତ୍ର ୫ ମିନିଟ୍‌ ମଧ୍ୟରେ ନିକଟସ୍ଥ ବି.ଜେ. ମେଡିକାଲ କଲେଜ ହଷ୍ଟେଲ ଉପରେ ଖସିପଡ଼ି…

ଏତେ ବଡ଼ ପ୍ଲେନକ୍ରାଶ୍‌ର କାରଣକୁ ନେଇ ଚର୍ଚ୍ଚା

ଅହମଦାବାଦ, ୧୩।୬: ଗୁରୁବାର ଅହମଦାବାଦରୁ ଲଣ୍ଡନର ଗାଟୱିକ ବିମାନବନ୍ଦରକୁ ଯାଉଥିବା ଏୟାର ଇଣ୍ଡିଆର ବିମାନ ଏଆଇ-୧୭୧ ଉଡ଼ାଣ ପରେ କିଛି ମୁହୂର୍ତ୍ତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…