Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଚମତ୍କାର: ବିମାନ ଦୁର୍ଘଟଣା ନିଆଁରେ ମୃତ୍ୟୁ ବରଣ କଲେ ୨୬୫, ଅକ୍ଷତ ଅବସ୍ଥାରେ ମିଳିଲା ‘ଭଗବଦ୍ ଗୀତା’
ଅହମଦାବାଦ: ବିମାନ ଦୁର୍ଘଟଣାରେ ଯେତେବେଳେ ସବୁକିଛି ପୋଡି ପାଉଁଶ ହୋଇଯାଇଛି ଆଉ ୨୬୫ ଜୀବନ ଚାଲିଯାଇଛି । ସେଥିରୁ ଅନୁମାନ କରନ୍ତୁ ଦୁର୍ଘଟଣା କେତେ ଭୟାନକ ହୋଇଥିବ । ବିମାନରେ ଥିବା ୨୪୨ ଜଣଙ୍କ ମଧ୍ଯରୁ ଜଣେ ମୃତ୍ୟୁ ମୁଖରୁ ବର୍ତ୍ତିଯିବା କେଉଁ ଚମତ୍କାର ଠାରୁ କମ ନୁହେଁ ବୋଲି ଯେତେବେଳେ!-->…
ରୂପାନୀଙ୍କ ଲକି ନମ୍ବର ‘୧୨୦୬’ ଶେଷ ବେଳକୁ ହେଲା ଅନଲକି
ନୂଆଦିଲ୍ଲୀ,୧୩।୬: ଅହମଦାବାଦ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଏହି ବିମାନ ଦୁର୍ଘଟଣାରେ ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏହି ବିମାନ ଅହମଦାବାଦରୁ ଲଣ୍ଡନ ଯାଉଥିଲା, ଯେଉଁଥିରେ ବିଜୟ ରୂପାନୀ ମଧ୍ୟ ଯାତ୍ରା!-->…
ଦୁର୍ଘଟଣା ପରେ ଭଗ୍ନାବଶେଷରୁ ମିଳିଲା ଏକ ଡିଭିଆର୍
ଅହମ୍ମଦାବାଦ୍: ଏୟାର ଇଣ୍ଡିଆ ଅହମ୍ମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣାକୁ ନେଇ ଗୋଟାଏ ପରେ ଗୋଟାଏ ତଥ୍ୟ ହସ୍ତଗତ ହେବାରେ ଲାଗିଛି। ଗୁରୁବାର ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି।ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ବର୍ତ୍ତମାନ!-->…
ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍ରେ ଭିଡ଼ ଅଣାୟତ
ଅହମ୍ମଦାବାଦ୍: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଆଉ ପରିଚୟ!-->…
ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ ବୈଠକ ଡାକିଲେ ମୋଦୀ
ଅହମ୍ମଦାବାଦ୍: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍ରେ ପହଞ୍ଚି!-->…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା!-->…
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ ଜୀବିତ!-->…
ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ
ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ।!-->…
ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ
ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ କହିଛନ୍ତି ଯେ, ବିମାନରେ ଥିବା!-->…
B787 ଡ୍ରିମଲାଇନର ଦୁର୍ଘଟଣାରେ ପୁଷ୍ଟି ହେଲା ମୃତକଙ୍କ ସଂଖ୍ୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ଥିଲେ
ଅହମଦାବାଦ : ଗୁରୁବାର ମଧ୍ୟାହ୍ନରେ ଅହମଦାବାଦ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଲଣ୍ଡନ ଉଡାଣ କରିଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ବନ୍ଦରରୁ ଉଡାଣ କରିବାର ମାତ୍ର ୫ ମିନିଟ ପରେ ସହରର ମେଘାଣୀ ନଗର ଅଞ୍ଚଳରେ ବିମାନ!-->…