Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି
ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ । ଉତ୍ତରାଖଣ୍ଡ ବଦ୍ରିନାଥ ହିମସ୍ଖଳନରେ ଫସିଥିବା ୫୪ ଶ୍ରମିକଙ୍କ ମଧ୍ୟରୁ ୮!-->…
ଆର୍ଥିକ ସଚେତନ ହେଉଛନ୍ତି ମହିଳା – ନୀତି ଆୟୋଗ ରିପୋର୍ଟ
ପୂର୍ବ ବର୍ଷ ତୁଳନାରେ ମହିଳାମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ୪୨% ବୃଦ୍ଧି ପାଇଛି। ସୋମବାର ନୂଆଦିଲ୍ଲୀରେ ନୀତି ଆୟୋଗ ଦ୍ୱାରା ଉନ୍ମୋଚନ କରାଯାଇଥିବା ‘From Borrowers to Builders: Women’s Role in India’s Financial Growth Story’ ଶୀର୍ଷକ ଏକ ରିପୋର୍ଟରେ ଏହା କୁହାଯାଇଛି।!-->…
ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ!-->…
ଫେସ୍ବୁକ୍ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା
ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ ଆସିଛି । ହିମାନୀଙ୍କୁ ତଣ୍ଟି ଚିପି!-->…
‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ…
ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଦ୍ବାରା ସ୍ମାର୍ଟ ଫୋନ୍!-->…
ଅଡୁଆରେ ପୂର୍ବ ସେବି ମୁଖ୍ୟ ମାଧବୀ ପୁରି ବୁଚ୍ : ମାମଲା ରୁଜ୍ଜୁ ପାଇଁ ନିର୍ଦ୍ଦେଶ
ମୁମ୍ବାଇ: ମୁମ୍ବାଇର ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଦାଲତ ସେବିର ପୂର୍ବତନ ଅଧ୍ୟକ୍ଷ ମାଧବୀ ପୁରୀ ବୁଚ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଜାଲିଆତି କରି ଏକ କମ୍ପାନିର ଲିଷ୍ଟିଂ ସହ ସଂପର୍କିତ । ଆଇପିସି, ଦୁର୍ନୀତି!-->…
ପାସପୋର୍ଟ ପାଇଁ ଏଣିକି ଆବଶ୍ୟକ ଏହି ଡକ୍ୟୁମେଣ୍ଟ
ନୂଆଦିଲ୍ଲୀ: ଯଦି ଆପଣ ପାସପୋର୍ଟ କରିବାକୁ ଯାଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ | ପାସପୋର୍ଟ ନିୟମରେ ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି, ଯାହା ଅନେକ ଲୋକଙ୍କ ପାଇଁ ଅସୁବିଧା ସୃଷ୍ଟି କରିପାରେ | ନୂତନ ନିୟମ ଅନୁଯାୟୀ, ଅକ୍ଟୋବର ୧, ୨୦୨୩ ପରେ ଜନ୍ମ ହୋଇଥିବା!-->…
ଗଙ୍ଗା ଜଳ ଗାଧୋଇବା ପାଇଁ ଅନୁପଯୁକ୍ତ: ବିହାର ଅର୍ଥନୈତିକ ସର୍ଭେ ରିପୋର୍ଟ
ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ ହୋଇପଡ଼ିଥିବା ବିହାର ଅର୍ଥନୈତିକ ସର୍ଭେ ୨୦୨୪-୨୫ରେ!-->…
କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ଅସଦାଚରଣ, ଥାନାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’
ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି!-->…
ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ
ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ ଆନନ୍ଦ କୁମାର ଏବଂ ରାଜ୍ୟସଭା!-->…